National & International

ୟୁଲିଆ ସ୍ବିରିଡେଙ୍କୋ: ୟୁକ୍ରେନକୁ ମିଳିଲା ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

କିଭ୍: ରୁଷ ସହିତ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ୟୁକ୍ରେନ୍ ତାର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଚୟନ କରିଛି। ବୁଧବାର ଦିନ ୟୁକ୍ରେନ୍ ସଂସଦ ଭରଖେଭନା ରାଡାରେ ନିଆଯାଇଥିବା ଏକ ଐତିହାସିକ ନିଷ୍ପତ୍ତିରେ, ୟୁଲିଆ ସ୍ବିରିଡେଙ୍କୋଙ୍କୁ ଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ…

ଯୋଗୀ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ଚିଠି ଲେଖି ଉତ୍ତର ମାଗିଲେ ଡିମ୍ପଲ ଯାଦବ

ନୂଆଦିଲ୍ଲୀ: ନିକଟରେ ଯୋଗୀ ସରକାର ନେଇଥିବା ନିଷ୍ପତ୍ତିକୁ ସମାଜବାଦୀ ପାର୍ଟି ସାଂସଦ ଡିମ୍ପଲ ଯାଦବ ବିରୋଧ କରି ଜିଲ୍ଲା ମାଜିଷ୍ଟ୍ରେଟ୍ ମୈନପୁରୀଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଡିମ୍ପଲ ଯାଦବ ଜିଲ୍ଲାରେ ସ୍କୁଲଗୁଡ଼ିକୁ ବନ୍ଦ/ମିଶ୍ରଣ/ଯୋଡ଼ିବା ନିର୍ଦ୍ଦେଶ ଦ୍ୱାରା ପ୍ରଭାବିତ ଶ୍ରେଣୀଗୁଡ଼ିକର ବିସ୍ତୃତ…

ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରା ସ୍ଥଗିତ

ଆଜି ପ୍ରବଳ ବର୍ଷା ହେଉଥିବାରୁ ଅମରନାଥ ଯାତ୍ରାକୁ ସ୍ଥଗିତ କରାଯାଇଛି । ପ୍ରବଳ ବର୍ଷା ପାଇଁ ଯାତାୟାତରେ ଅସୁବିଧା ହେବା ସହ ବାଲଥାଲ ଏବଂ ପହଲଗାଓଁରୁ ତୀର୍ଥଯାତ୍ରୀଙ୍କ ଆଗମନକୁ ବର୍ତ୍ତମାନ ପାଇଁ ବନ୍ଦ କରାଯାଇଛି । ସୂଚନା ଅନୁସାରେ ଜମ୍ମୁ ଏବଂ…

୨୦୨୮ ଲସ୍ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ: ଜୁଲାଇ ୧୨ରୁ ୨୯ କ୍ରିକେଟ

ନୂଆଦିଲ୍ଲୀ: ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ -୨୦୨୮ ଜୁଲାଇ ୧୪ରୁ ୩୦ ପର୍ଯ୍ୟନ୍ତ ଖେଳାଯିବ। ଦୀର୍ଘ ୧୨୮ ବର୍ଷ ପରେ ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସରେ କ୍ରିକେଟରେ ଏକ ଐତିହାସିକ ପୁନରାଗମନ କରିବାକୁ ଯାଉଛି। ଜୁଲାଇ ୧୨ରୁ ୨୯ ପର୍ଯ୍ୟନ୍ତ କ୍ରିକେଟ ଇଭେଣ୍ଟ ପୋମେନା…

ପହଲଗାମ ଆକ୍ରମଣ ପରେ ସେଲିବ୍ରେସନ କରିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ଭାରତର ବିଭିନ୍ନ ରାଜ୍ୟର ପର୍ଯ୍ୟଟକଙ୍କ ସମେତ କିଛି ସ୍ଥାନୀୟ ନାଗରିକ ସାମିଲ ଥିଲେ।ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ନେଇ…

ଭାରତକୁ ମିଳିବ ୩ ଲଢ଼ୁଆ ଆପାଚି ହେଲିକପ୍ଟର; ପାକିସ୍ତାନ ସୀମାରେ ହେବ ମୁତୟନ

ବଢ଼ିବ ସେନାର ବଳ। ଆସନ୍ତା ସପ୍ତାହ ସୁଦ୍ଧା ଭାରତକୁ ମିଳିବ ୩ ଲଢ଼ୁଆ ଆପାଚି ହେଲିକପ୍ଟର । ଏହି ଲଢ଼ୁଆ ହେଲିକପ୍ଟରକୁ ପାକିସ୍ତାନ ସୀମାରେ ମୁତୟନ କରାଯିବ ବୋଲି ସୂଚନା ମିଳିଛି । ଆସନ୍ତା ୨୧ରେ ଏହି ଲଢ଼ୁଆ ହେଲିକପ୍ଟର ଭାରତରେ…

ଭାରତ ଓ ଚୀନକୁ ଟାର୍ଗେଟ କଲେ ନାଟୋର ମହାସଚିବ ମାର୍କ ରୁଟେ

ନୂଆଦିଲ୍ଲୀ: ୟୁକ୍ରେନ ଉପରେ ଋଷର ଆକ୍ରମଣକୁ ନେଇ ପାଶ୍ଚାତ୍ୟ ଦେଶ ଏବଂ ଋଷ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି । ଏହାରି ଭିତରେ ନାଟୋର ମହାସଚିବ ମାର୍କ ରୁଟେ ଏକ କଡ଼ା ଚେତାବନୀ ଦେଇଛନ୍ତି, ଯାହାର ସିଧାସଳଖ ସଙ୍କେତ ଭାରତ ଏବଂ…

ଜମ୍ମୁକାଶ୍ମୀର ପ୍ରସଙ୍ଗରେ ମୋଦୀଙ୍କୁ ଚିଠି ଲେଖିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପତ୍ର ଲେଖି ଜମ୍ମୁ-କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏହି ପଦକ୍ଷେପକୁ ସ୍ୱାଗତ କରିଛନ୍ତି। କଂଗ୍ରେସକୁ…

ଶୁଭାଂଶୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଐତିହାସିକ ମହାକାଶ ମିସନରୁ ପୃଥିବୀକୁ ପ୍ରତ୍ୟାବର୍ତ୍ତନ ପରେ ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତର ପ୍ରଥମ ମହାକାଶଚାରୀ ରୂପେ ଆଇଏସଏସକୁ ଯାତ୍ରା କରିଥିବା ଗ୍ରୁପ୍ କ୍ୟାପ୍ଟେନ୍…

ୟେମେନରେ ନିମିଶାଙ୍କ ଫାଶୀ ସ୍ଥଗିତ, ରାତି ପାହିଲେ ମିଳିଥା’ନ୍ତା ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ: ସ୍ଥଗିତ ରହିଲା କେରଳର ନର୍ସ ନିମିଶା ପ୍ରିୟାଙ୍କ ଫାଶୀ। କେରଳ ନିବାସୀ ଭାରତୀୟ ନର୍ସ ନିମିଶା ପ୍ରିୟାଙ୍କୁ ୟେମେନରେ ହେବାକୁ ଥିବା ମୃତ୍ୟୁଦଣ୍ଡକୁ ସ୍ଥଗିତ ରଖାଯାଇଛି। ନିମିଶା ପ୍ରିୟାଙ୍କ ବ୍ୟବସାୟିକ ସହଯୋଗୀ ତଲାଲ ଅବଦୋ ମହଦିଙ୍କ ହତ୍ୟା ମାମଲାରେ ତାଙ୍କୁ…