RPFର ପ୍ରଥମ ମହିଳା ମହାନିର୍ଦ୍ଦେଶକ ନିଯୁକ୍ତ
ନୂଆଦିଲ୍ଲୀ: ରେଲଓ୍ବେ ସୁରକ୍ଷା ବଳ (RPF)ର ପ୍ରଥମ ମହିଳା ମହାନିର୍ଦ୍ଦେଶକ ହେଲେ ବରିଷ୍ଠ ଆଇପିଏସ ଅଧିକାରୀ ସୋନାଲି ମିଶ୍ରା । କ୍ୟାବିନେଟ ନିଯୁକ୍ତି କମିଟି ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ଦେଇଛି। ୨୦୨୬ ଅକ୍ଟୋବର ୩୧ରେ ନିଜର ଅବସର ପର୍ଯ୍ୟନ୍ତ ସେ ଆରପିଏଫ୍…
