ଆସିଲା ତଦନ୍ତ ରିପୋର୍ଟ; ବିମାନ ଦୁଇଟି ଇଞ୍ଜିନ୍ ହଠାତ୍ କାମ କରିଲାନି
ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦ ବିମାନ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣାର ଆସିଲା ପ୍ରାଥମିକ ତଦନ୍ତ ରିପୋର୍ଟ । ଏୟାରକ୍ରାଫ୍ଟ ଦୁର୍ଘଟଣା ତଦନ୍ତ ବ୍ୟୁରୋ (ଏଏଆଇବି) ବିଳମ୍ବିତ ରାତିରେ ରିପୋର୍ଟ ପ୍ରକାଶ ପାଇଛି । ରିପୋର୍ଟରେ ବିମାନ ଦୁର୍ଘଟଣାର ପ୍ରମୁଖ କାରଣ ଦର୍ଶାଯାଇଛି…
