ISROରେ ସଙ୍କଟ; ଇସ୍ତଫା ଦେଲେଣି ୧୦୦ରୁ ଅଧିକ ଅଭିଜ୍ଞ ବୈଜ୍ଞାନିକ
ନୂଆଦିଲ୍ଲୀ: ଭାରତର ମହାକାଶ ମିଶନ ବର୍ତ୍ତମାନ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି। ପ୍ରତିବର୍ଷ, ଦେଶର ସବୁଠାରୁ ପ୍ରତିଷ୍ଠିତ ମହାକାଶ ସଂସ୍ଥା ISROରୁ ୧୦୦ରୁ ୧୨୦ ଜଣ ବୈଜ୍ଞାନିକ ଇସ୍ତଫା ଦେଉଥିବା ରିପୋର୍ଟରୁ ଜଣାପଡିଛି। ରିପୋର୍ଟଗୁଡ଼ିକ ସୂଚିତ କରୁଛି ଯେ ଗତ…