National & International

ହିମାଚଳରେ ପ୍ରକୃତିର ତାଣ୍ଡବଲୀଳା ପରେ ଆସିଲା ହୃଦୟବିଦାରକ ଦୃଶ୍ୟ

ସିମଲା : ହିମାଚଳରେ ବନ୍ୟା ସିନା ଛାଡିଛି ହେଲେ କ୍ଷତଚିହ୍ନ ସେମିତି ରହିଛି । ହିମାଚଳ ପ୍ରଦେଶ ଛାତିରେ ପ୍ରକୃତି ତାଣ୍ଡବଲୀଳା ରଚିବା ପରେ ଏବେ ଟକି ଧ୍ବଂସଲୀଳା ଥମିଛି । ଆଉ ବର୍ଷା-ବନ୍ୟାର ସେ ହାହାକାର ପରିସ୍ଥିତି ଟିକେ ସୁଧୁରିଛି…

ଜନ୍ମଦିନ ଅବସରରେ ଦଲାଇ ଲାମା କହିଲେ, ‘ମୁଁ ଜଣେ ସାଧାରଣ ବୌଦ୍ଧ ଭିକ୍ଷୁ’

ନୂଆଦିଲ୍ଲୀ: ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା ଆଜି ୯୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ବିଶେଷ ଅବସରରେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା…

ବନ୍ୟାଜଳରେ ଭାସିଗଲେ ୨୭ ଶିଶୁ, ମୃତ୍ୟୁ ସଂଖ୍ୟା ୫୦କୁ ବୃଦ୍ଧି

ଟେକ୍ସାସ : ଆମେରିକାର ଦକ୍ଷିଣ-କେନ୍ଦ୍ରାଞ୍ଚଳସ୍ଥିତ ଟେକ୍ସାସ ରାଜ୍ୟର କେର୍‌ କାଉଣ୍ଟିରେ ପ୍ରବଳ ବର୍ଷା ପରବର୍ତ୍ତୀ ବନ୍ୟା ଯୋଗୁ ସାଂଘାତିକ ଅବସ୍ଥା ସୃଷ୍ଟି ହୋଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ବର୍ତ୍ତମାନ ସୁଦ୍ଧା ୫୦ ଜଣଙ୍କ ମୃତ୍ୟୁ ଘଟିଛି। ୨୭ ଶିଶୁ ବନ୍ୟାଜଳରେ ଭାସିଯାଇ…

ଟ୍ରମ୍ପଙ୍କ ସୁରକ୍ଷାରେ ବଡ଼ ଧରଣର ତ୍ରୁଟି

ନିୟୁର୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷାରେ ବଡ଼ ଧରଣର ତ୍ରୁଟି ହୋଇଛି। ଟ୍ରମ୍ପ ଏବଂ ଦେଶର ପ୍ରଥମ ମହିଳା ତଥା ତାଙ୍କ ପତ୍ନୀ ଯେତେବେଳେ ସପ୍ତାହ ଶେଷରେ ଛୁଟି କାଟିବାକୁ ନ୍ୟୁଜର୍ସିସ୍ଥିତ ନିଜ ବ୍ୟକ୍ତିଗତ ଗଲ୍ଫ କୋର୍ସରେ ଥିଲେ…

ସରକାରୀ ବାସଭବନ ଛାଡୁନାହାନ୍ତି ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ଼, ସରକାରଙ୍କୁ ଚିଠି ଲେଖିଲା ସୁପ୍ରିମକୋର୍ଟ ପ୍ରଶାସନ

ନୂଆଦିଲ୍ଲୀ,୬ା୭: ସୁପ୍ରିମକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ସରକାରୀ ବାସଭବନରେ ଏପର୍ଯ୍ୟନ୍ତ ରହିବା ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କୋର୍ଟ ପ୍ରଶାସନ କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରଣାଳୟକୁ ଚିଠି ଲେଖି ଚନ୍ଦ୍ରଚୂଡ଼ଙ୍କୁ ବାସଭବନ ଖାଲି କରିବାକୁ ଅନୁରୋଧ…

ସେନା ଡାକ୍ତରଙ୍କ ଅବିଶ୍ୱସନୀୟ ସାହାଯ୍ୟ: ହେୟାର କ୍ଲିପ୍, ପକେଟ୍ ଛୁରୀରେ ରେଳ ପ୍ଲାଟଫର୍ମରେ ହେଲା ଶିଶୁକନ୍ୟାର ଜନ୍ମ

ଝାନ୍ସୀ,୬ା୭: ଝାନ୍ସୀ ରେଳ ଷ୍ଟେସନର ପ୍ଲାଟଫର୍ମରେ ଏକ ଅବିଶ୍ୱସନୀୟ ଘଟଣାରେ ଜଣେ ଯୁବ ସେନା ଡାକ୍ତର ହେୟାର କ୍ଲିପ୍ ଓ ପକେଟ୍ ଛୁରୀ ବ୍ୟବହାର କରି ଜଣେ ଗର୍ଭବତୀ ମହିଳାଙ୍କର ଶିଶୁକନ୍ୟାର ଜନ୍ମ ସଫଳତାର ସହ ସମ୍ପନ୍ନ କରାଇଛନ୍ତି। ଏହି ଘଟଣା…

ପହଲଗାମ ଆକ୍ରମଣ ନେଇ ବିଷ ଉଗାଳିଲା ପାକିସ୍ତାନ

ନୂଆଦିଲ୍ଲୀ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ୍ ପହଲଗାମ ଆକ୍ରମଣକୁ ନେଇ ପୁଣି ଥରେ ଭାରତ ବିରୋଧରେ ବିଷ ଓଗାରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଭାରତ ଉତ୍ତେଜନା ଏବଂ ଶତ୍ରୁତାପୂର୍ଣ୍ଣ ମନୋଭାବ ବଢ଼ାଉଛି ଏବଂ ଆଞ୍ଚଳିକ ଶାନ୍ତିକୁ ନଷ୍ଟ କରିବା ପାଇଁ…

ଭୂକମ୍ପରେ ଥରିଲା ନେପାଳ, ଝଟକା ଲାଗିବା ପରେ ଭୟରେ ଘରୁ ବାହାରି ଆସିଲେ ଲୋକେ

କାଠମାଣ୍ଡୁ: ଭୂମିକମ୍ପରେ ଥରିଲା ନେପାଳ । ସକାଳେ ସକାଳେ ନେପାଳରେ ଭୂକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୫ ଥିବା ବେଳେ ଆଜି ଭାରତୀୟ ସମୟ ସକାଳ ୮ଟା ୨୧ରେ ଏହି ଭୂକମ୍ପର ଝଟକା ନେପାଳକୁ ଲାଗିଛି ।…

UNSCରେ ଭାରତର ସ୍ଥାୟୀ ସଦସ୍ୟତାକୁ ତ୍ରିନିଦାଦ ଓ ଟୋବେଗୋର ସମର୍ଥନ

ନୂଆଦିଲ୍ଲୀ ୫।୭: ଜାତି ସଂଘ ସୁରକ୍ଷା ପରିଷଦ (ୟୁଏନଏସସି)ରେ ଭାରତର ସ୍ଥାୟୀ ସଦସ୍ୟତାକୁ ଆଉ ଏକ ଦେଶର ସମର୍ଥନ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାତ୍ରା ମଧ୍ୟରେ ତ୍ରିନିଦାଦା ଓ ଟୋବେଗୋ ଏହି ସମର୍ଥନ ଘୋଷଣା କରିଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି…

ଗେଟ୍‌ରେ ଅପେକ୍ଷା କରିଥିଲା ସୁଟର , ୬ ସେକେଣ୍ଡରେ ହତ୍ୟା ; ସାମ୍ନାକୁ ଆସିଲା ଗୋପାଳ ଖେମକା ମର୍ଡରର ସିସିଟିଭି ଭିଡ଼ିଓ

ପାଟନା : ବିହାରର ବଡ଼ ବ୍ୟବସାୟୀ ତଥା ଉଦ୍ୟୋଗପତି ଗୋପାଳ ଖେମକାଙ୍କର ପାଟନାରେ (ଗାନ୍ଧୀ ମୈଦାନ ଥାନା ଠାରୁ, ପାଖାପାଖି ୫୦୦ ମିଟର ଦୂରତାରେ )ନିଜର ହିଁ ଆପାର୍ଟମେଣ୍ଟ ସାମ୍ନାରେ ହତ୍ୟା ହୋଇଥିଲା। ଏବେ ଏହାର ଏକ ସିସିଟିଭି ଭିଡ଼ିଓ ଆସିଛି…