National & International

ଅବଲୋକିତେଶ୍ୱରଙ୍କ ଆଶିର୍ବାଦ, ମୁଁ ଆଉ ୩୦-୪୦ ବର୍ଷ ବଞ୍ଚିବି: ଦଲାଇ ଲାମା

ମ୍ୟାକଲୋଡଗଞ୍ଜ ୫।୭: ଉତ୍ତରାଧିକାରୀ ଘୋଷଣାକୁ ନେଇ ଚର୍ଚ୍ଚା ଉପରେ ବିରାମ ଲଗାଇଛନ୍ତି ଦଲାଇଲାମା। ଶନିବାର ସେ କହିଛନ୍ତି ଯେ ‘ମୋତେ ଲାଗୁଛି ଲୋକଙ୍କ ସେବା ନିମନ୍ତେ ମୁଁ ଆଉ ୩୦-୪୦ବର୍ଷ ଜୀବିତ ରହିବି’। ମ୍ୟାକଲୋଡଗଞ୍ଜରେ ମୁଖ୍ୟ ଦଲାଇଲାମା ମନ୍ଦିର ତସୁଗଲାଗଖାଂଗରେ ରବିବାର…

ପହଲଗାମ ଆକ୍ରମଣ ଦୁର୍ଭାଗ୍ୟପୂର୍ଣ୍ଣ ଥିଲା, ହେଲେ ଅସ୍ଥିରତା ସୃଷ୍ଟି କରିବାକୁ ଭାରତ ଏହାକୁ ବ୍ୟବହାର କରୁଛି: ପାକିସ୍ତାନ

ନୂଆଦିଲ୍ଲୀ: ଦୁର୍ଭାଗ୍ୟପୂର୍ଣ୍ଣ ପହଲଗାମ ଆକ୍ରମଣକୁ ନେଇ ଭାରତ ଦେଶର ଉକ୍‌ସାଇବା ଭଳି ସ୍ଥିତି ସୃଷ୍ଟି କରି ଅଞ୍ଚଳରେ ଅସ୍ଥିରତା ସୃଷ୍ଟି କରୁଛି ବୋଲି ପାକିସ୍ତାନ ଅଭିଯୋଗ କରିଛି। ଅପରେସନ ସିନ୍ଦୂର ବେଳେ ପାକିସ୍ତାନକୁ ସମର୍ଥନ କରିଥିବା ଆଜରବାଇଜାନରେ ଆର୍ଥିକ ସହଯୋଗ ସଂଗଠନ…

ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପହୃତ ଭାରତୀୟଙ୍କ ମଧ୍ୟରେ ଜଣେ ଓଡ଼ିଆ

ଭୁବନେଶ୍ୱର: ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପହୃତ ୩ ଭାରତୀୟଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବକ ଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଅପହୃତ ଓଡ଼ିଆ ଯୁବକ ଜଣକ ଗଞ୍ଜାମ ହିଞ୍ଜିଳିକାଟୁ ସମରଝୋଳ ଗାଁର ପି. ଭେଙ୍କଟରମଣ। ପୁଅକୁ ଫେରାଇ ଆଣିବା ପାଇଁ…

୧୨ଟି ଦେଶ ଉପରେ ଶୁଳ୍କ ବୃଦ୍ଧି ଘୋଷଣା ପତ୍ରରେ ସ୍ଵାକ୍ଷର କଲେ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୨ଟି ଦେଶ ଉପରେ ରପ୍ତାନି ଶୁଳ୍କ ବୃଦ୍ଧି ଘୋଷଣା ପତ୍ରରେ ସ୍ଵାକ୍ଷର କରିଛନ୍ତି। ଘୋଷଣା ପତ୍ରରେ ସମ୍ପୃକ୍ତ ଦେଶଗୁଡିକ ଆମେରିକାକୁ ରପ୍ତାନି କରୁଥିବା ସାମଗ୍ରୀ ଉପରେ ଲାଗୁ ହେବାକୁ ଥିବା ବିଭିନ୍ନ ଶୁଳ୍କ ହାରକୁ ପୂର୍ଣ୍ଣାଙ୍ଗ…

ଅମରନାଥ ଯାତ୍ରା ସମୟରେ ଦୁର୍ଘଟଣା, ୩୬ ଯାତ୍ରୀ ଆହତ

ରାମବନର ଚନ୍ଦରକୋଟ ଲାଙ୍ଗରରେ ଅମରନାଥ ଯାତ୍ରାର ପହଲଗାମ କାଫଲାର ଶେଷ ଗାଡ଼ି ନିୟନ୍ତ୍ରଣ ହରାଇ ଫସି ରହିଥିବା ଗାଡ଼ି ସହିତ ଧକ୍କା ହୋଇଛି, ଯାହା ଫଳରେ ୪ଟି ଗାଡ଼ି କ୍ଷତିଗ୍ରସ୍ତ ହୋଇଛି ଏବଂ ୩୬ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି।…

ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀ ଆମେରିକାରେ ଗିରଫ

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(ପିଏନବି) ଦୁର୍ନୀତି ମାମଲାରେ ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀଙ୍କୁ ଗିରଫ କରିଛି ଆମେରିକା ପୁଲିସ। ଭାରତର ଅନୁରୋଧ କ୍ରମେ ଆମେରିକା ଏହି ପଦକ୍ଷେପ ନେଇଛି। ନେହାଲଙ୍କୁ ଗିରଫ କରି ଭାରତକୁ ପ୍ରତ୍ୟର୍ପଣ କରିବା ଲାଗି କେନ୍ଦ୍ରୀୟ ତଦନ୍ତ…

ଆମେରିକାରେ ବନ୍ୟା; ୨୪ ମୃତ

ନୂଆଦିଲ୍ଲୀ : ଆମେରିକାର ଦକ୍ଷିଣ ମଧ୍ୟ କ୍ଷେତ୍ରରେ ସ୍ଥିତ ଟେକ୍ସାସ ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ସୃଷ୍ଟି ହୋଇଥିବା ବନ୍ୟା ପାଇଁ ହାହାକାର ସ୍ଥିତି ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ଏଥିରେ ପ୍ରାୟ ୨୪ ଜଣଙ୍କ ମୃତ୍ୟୁ ହେବା ସହ ଅନେକ…

ବିଜୟ ଟିଭିକେର ମୁଖ୍ୟମନ୍ତ୍ରୀ ଚେହେରା, ବିଜେପି ସହ ହେବନି ମେଣ୍ଟ

ଚେନ୍ନଇ: ୨୦୨୬ ତାମିଲନାଡ଼ୁ ନିର୍ବାଚନକୁ ନେଇ ଟିଭିକେ(ତାମିଲଗା ଭେଟ୍ଟ୍ରି କାଝାଗମ୍‌) ଦଳ ଶୁକ୍ରବାର ବଡ଼ ଘୋଷଣା କରିଛି। ଅଭିନେତା ଥଲପତି ବିଜୟ ହୋଇଛନ୍ତି ଦଳର ମୁଖ୍ୟମନ୍ତ୍ରୀ ଚେହେରା। ଚେନ୍ନଇରେ ବସିଥିବା ଟିଭିକେ ଦଳୀୟ ବୈଠକରେ ଅଭିନେତାରୁ ରାଜନେତା ପାଲଟିଥିବା ଜୋସେଫ୍‌ ବିଜୟ…

ମୋଦୀଙ୍କୁ ସ୍ବାଗତ କରିବା ପାଇଁ ବରବେଶରେ ସଂସଦରେ ପହଞ୍ଚିଥିଲେ ସାଂସଦ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଦେଶ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ମୋଦୀ ପ୍ରଥମେ ଦକ୍ଷିଣ ଆଫ୍ରିକାର ଘାନାରେ ଯାଇ ପହଞ୍ଚିଥିଲେ। ଘାନାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରିବା ପାଇଁ ଅନେକ ସାଂସଦ ଭାରତୀୟ ପୋଷାକ ଧୋତି-କୁର୍ତ୍ତା ଏବଂ ଶାଢ଼ି…

ରାଜଧାନୀରେ ଝଡ-ତୋଫାନ ପାଇଁ ଚେତାବନୀ; ବଦ୍ରିନାଥ ଜାତୀୟ ରାଜପଥ ବନ୍ଦ

ନୂଆଦିଲ୍ଲୀ : ଦେଶରେ ଅଧିକାଂଶ ସ୍ଥାନରେ ପାଗରେ ପରିବର୍ତ୍ତନ ଘଟିଥିବା ଦେଖିବାକୁ ମିଳିଛି। ଦିଲ୍ଲୀରେ ବିଳମ୍ବିତ ରାତିରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ପକ୍ଷରୁ ଦିଲ୍ଲୀରେ ଅଧିକାଂଶ ସ୍ଥାନରେ ଝଡ-ତୋଫାନ ସହ ପ୍ରବଳ ବର୍ଷାର…