National & International

ଜନ ଆନ୍ଦୋଳନ ପାଲଟିଛି ଡିଜିଟାଲ ଇଣ୍ଡିଆ – ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଡିଜିଟାଲ ଇଣ୍ଡିଆ ଏକ ଜନ ଆନ୍ଦୋଳନ ପାଲଟିଛି ଏବଂ ଏକ ଆତ୍ମନିର୍ଭର ଭାରତ ଗଠନ ଓ ଭାରତକୁ ବିଶ୍ୱର ଏକ ବିଶ୍ୱସ୍ତ ନବସୃଜନ ଅଂଶୀଦାର କରିବାରେ କେନ୍ଦ୍ରବିନ୍ଦୁ ପାଲଟିଛି। ଡିଜିଟାଲ ଇଣ୍ଡିଆ…

ଆଇଆଇଟି ବମ୍ବେରେ ପରିଚୟ ଲୁଚାଇ ୧୪ ଦିନ ରହିଲେ ନକଲି ଛାତ୍ର

ମୁମ୍ବାଇ: ନିଜକୁ ଆଇଆଇଟି ବମ୍ବେର ଛାତ୍ର ବୋଲି ଉପସ୍ଥାପନ କରି କଲେଜ କ୍ୟାମ୍ପସ୍‌ରେ ରହିଥିବା ଜଣେ ୨୨ ବର୍ଷୀୟ ଯୁବକଙ୍କୁ ଗତ ସପ୍ତାହରେ ଗିରଫ କରାଯାଇଥିଲା। ଏବେ ତାଙ୍କୁ ଜେରା କରିବାରୁ ନୂଆ ନୂଆ ତଥ୍ୟ ସବୁ ହସ୍ତଗତ ହେବାରେ ଲାଗିଛି।…

ଗୋଟିଏ ମାସ ପାଇଁ ନିରାପତ୍ତା ପରିଷଦର ସଭାପତି ହେଲା ପାକିସ୍ତାନ

ଇସଲାମାବାଦ: ପାକିସ୍ତାନ ମଙ୍ଗଳବାର ଜୁଲାଇ ୨୦୨୫ ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷତା ଗ୍ରହଣ କରିବାକୁ ଯାଉଛି। ପାକିସ୍ତାନର ସରକାରୀ ଗଣମାଧ୍ୟମ ଏ ବିଷୟରେ ସୂଚନା ଦେଇଛି। ଏହା ହେଉଛି ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବରେ ପାକିସ୍ତାନର ଦୁଇ…

୭୦ ବର୍ଷରେ ଭାରତୀୟ ଷ୍ଟେଟ ବ୍ୟାଙ୍କ, ଶୁଭେଚ୍ଛା ଜଣାଇଲେ ଅର୍ଥମନ୍ତ୍ରୀ ସୀତାରମଣ

ନୂଆଦିଲ୍ଲୀ : ଭାରତୀୟ ଷ୍ଟେଟ ବ୍ୟାଙ୍କକୁ ଆଜି ୭୦ ବର୍ଷ ପୂର୍ତ୍ତି ଅବସରରେ ମଙ୍ଗଳବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଭିନନ୍ଦନ ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ପୋଷ୍ଟରେ, ଶ୍ରୀମତୀ ସୀତାରମଣ କହିଛନ୍ତି ଯେ ୨୩ ହଜାରରୁ ଅଧିକ ଶାଖା, ୭୮ ହଜାର…

ନ୍ୟାୟ ପାଇଁ ଲଢେଇ କରିବେ ଦୁଷ୍କର୍ମ ଶିକାର ୨୫ ବର୍ଷୀୟ ହିନ୍ଦୁ ମହିଳା

ଢାକା : ବାଂଲାଦେଶରେ, ଜଣେ ୨୫ ବର୍ଷୀୟ ହିନ୍ଦୁ ମହିଳା, ଯିଏକି ଏକ ଜଘନ୍ୟ ଦୁଷ୍କର୍ମର ଶିକାର ହୋଇଥିଲେ, ତାଙ୍କ ସ୍ୱାମୀ ଏବଂ କିଛି ସ୍ଥାନୀୟ ବାସିନ୍ଦାଙ୍କ ଚାପ ପରେ ପ୍ରଥମେ ସେ ପ୍ରତ୍ୟାହାର କରିବାକୁ ଚିନ୍ତା କରିଥିଲେ, ତଥାପି ସେ…

ଇର୍ଷା କରି ଚାକିରିଆ ପ୍ରେମିକାକୁ ମାରିଦେଲା ପ୍ରେମିକ

ଭୋପାଳ: ଚାକିରି କରିଥିବା ପ୍ରେମିକାକୁ ଈର୍ଷା କରୁଥିଲା ବେରୋଜଗାର ପ୍ରେମିକ। ଲିଭ୍-ଇନରେ ରହି ବି ବଦଳିଲାନି ମନ। ନିଜ ଈର୍ଷାକୁ ମାରିବା ପାଇଁ ହତ୍ୟା ଭଳି ଅପରାଧକୁ ବାଛିଲା ପ୍ରେମିକ। ଏଭଳି ଘଟଣା ଘଟିଛି ଭୋପାଳର ଗାୟତ୍ରୀ ନଗରରେ। ଜଣେ ୨୯…

ନାରାଣୟଣ ମୂର୍ତ୍ତିଙ୍କ ୭୦ ଘଣ୍ଟା କାର୍ଯ୍ୟସପ୍ତାହ ମନ୍ତବ୍ୟ ପରେ ‘ଓଭର୍‌ଟାଇମ୍‌’କୁ ବିରୋଧ କଲା ଇନ୍‌ଫୋସିସ୍‌

ନୂଆଦିଲ୍ଲୀ: ଅତୀତରେ ଇନଫୋସିସ୍ ସହ-ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ୭୦ ଘଣ୍ଟା କାର୍ଯ୍ୟସପ୍ତାହ ଉପରେ ମନ୍ତବ୍ୟ ଦେଇ ବିବାଦରେ ରହିଥିଲେ। ଏବେ ଇନଫୋସିସ୍ ତାର କର୍ମଚାରୀମାନଙ୍କୁ ବୃତ୍ତି ଏବଂ ବ୍ୟକ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ବଜାୟ ରଖିବାକୁ ପରାମର୍ଶ ଦେଇଛି। ଯାହା ଜଣାପଡୁଛି…

‘ଆମେରିକା ପାର୍ଟି’- ମସ୍କଙ୍କ ନୂଆ ରାଜନୈତିକ ଦଳ

ୱାସିଂଟନ: ଶିଳ୍ପପତି ଏଲନ ମସ୍କ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟର ତିକ୍ତତା ଆହୁରି ବଢିଯାଇଛି । ସଂପର୍କ ଏତେ ଖରାପ ହୋଇଯାଇଛି ଯେ ମସ୍କଙ୍କୁ ତାଙ୍କ ମୂଳ ଦେଶ ଦକ୍ଷିଣ ଆଫ୍ରିକାକୁ ପ୍ରତ୍ୟାର୍ପଣ କରିବାକୁ ଧମକ ଦେଇଛନ୍ତି ଟ୍ରମ୍ପ…

ଔଷଧ କାରଖାନା ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୩୫ ଛୁଇଁଲା

ସାଙ୍ଗାରେଡ୍ଡି: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାରେ ଏକ ଔଷଧ କାରଖାନାରେ ସୋମବାର ଦିନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏବେ ସୁଦ୍ଧା ୩୫ ଜଣଙ୍କର ମୃତ୍ୟୁ ଘଟି ସାରିଲାଣି।। ଏବେ ବି ଧ୍ୱଂସପ୍ରାପ୍ତ ସ୍ଥାନରୁ ଭଗ୍ନାବଶେଷ…

ବିଜେପିରୁ ଟି.ରାଜା ସିଂହଙ୍କ ଇସ୍ତଫା

ହାଇଦ୍ରାବାଦ : ତେଲେଙ୍ଗାନାର କଠୋରପନ୍ଥୀ ନେତା ଏବଂ ଗୋଶାମହଲ ବିଧାୟକ ଟି. ରାଜା ସିଂହ ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ଦେଇଛନ୍ତି। ତେଲେଙ୍ଗାନା ବିଜେପି ନେତୃତ୍ୱ ସହିତ ତାଙ୍କର ଗତ କିଛି ଦିନ ଧରି ବିବାଦ ଚାଲିଥିଲା। ରାଜ୍ୟ ବିଜେପି ସଭାପତି…