ମଣିପୁର: ଚୁରାଚାନ୍ଦପୁରରେ ୪ ଜଣଙ୍କୁ ଗୁଳିକରି ହତ୍ୟା
ଇମ୍ଫାଲ ୩୦।୬: ମଣିପୁର ଚୁରାଚାନ୍ଦପୁର ଜିଲ୍ଲାରେ ସୋମବାର ଅଜ୍ଞାତ ବନ୍ଧୁକଧାରୀ ୪ ଜଣଙ୍କୁ ଗୁଳିକରି ହତ୍ୟା କରିଛନ୍ତି। କୁହାଯାଉଛି ମୃତକଙ୍କ ମଧ୍ୟରେ ଜଣେ ୬୦ ବର୍ଷ ବୟଷ୍କା ମହିଳା ମଧ୍ୟ ଅଛନ୍ତି। ପୋଲିସ ଅନୁସାରେ ଏହି ଗୁଳିକାଣ୍ଡ ଚୁରାଚାନ୍ଦପୁରର ମୋଙ୍ଗଜାଙ୍ଗ ଗାଁ…
