National & International

ଯୁଦ୍ଧବିରାମ ପାଇଁ ଭିକ୍ଷା ମାଗୁଛନ୍ତି ଟ୍ରମ୍ପ, କ୍ଷେପଣାସ୍ତ୍ର ବର୍ଷା କରି ଏମିତି କହିଲା ଇରାନ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହୁଏତ ଯୁଦ୍ଧବିରତି ପାଇଁ ଘୋଷଣା କରିଛନ୍ତି, କିନ୍ତୁ ଉଭୟ ପାଶ୍ୱର୍ରୁ କ୍ଷେପଣାସ୍ତ୍ର ବର୍ଷା ଜାରି ରହିଛି । ଆଜି ସକାଳେ ଇରାନ ୩ଟି କ୍ଷେପଣାସ୍ତ୍ର ମାଡ କରିଛି । ଯେଉଁଥିରେ ତିନି ଜଣ ଇସ୍ରାଏଲୀ ନାଗରିକଙ୍କ…

ଟ୍ରମ୍ପଙ୍କ କଥା ମାନୁନି ଇସ୍ରାଏଲ, ପୁଣି କଲା ଆକ୍ରମଣ

ତେହେରାନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ଘୋଷଣା ସତ୍ତ୍ବେ ଇସ୍ରାଏଲ ଓ ଇରାନ ମଧ୍ୟରେ ସଂଘର୍ଷ ଜାରି ରହିଛି । ଆଜି ଇରାନ ପକ୍ଷରୁ ଇସ୍ରାଏଲ ଉପରେ ପୁଣି ଥରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା, ଏହାର ଜବାବରେ ଇସ୍ରାଏଲ…

ଇରାନର ୪୦୦ କିଲୋଗ୍ରାମ ୟୁରାନିୟମର ପତ୍ତା ମିଳୁନି

ତେହେରାନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏହି ଯୁଦ୍ଧବିରତିକୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଏବଂ ଇରାନ ଉଭୟ ନିଶ୍ଚିତ କରିଛନ୍ତି। ଏହି ସମୟରେ ଇସ୍ରାଏଲ କହିଛି ଯେ, ଇରାନ ପୁଣି…

ଇରାନରୁ ନିଜ ପାଇଲଟଙ୍କୁ ଫେରାଇ ଆଣ : ଇସ୍ରାଏଲକୁ କହିଲେ ଟ୍ରମ୍ପ

ଓ୍ବାସିଂଟନ : ଯୁଦ୍ଧ ବିରତି ସତ୍ତ୍ବେ ଇରାନ ଓ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରୁ ତାର ପାଇଲଟମାନଙ୍କୁ ତୁରନ୍ତ ଫେରାଇ ଆଣିବାକୁ ଇସ୍ରାଏଲକୁ ଚେତାବନୀ ଦେଇଛନ୍ତି। ଟ୍ରମ୍ପ…

ଅଯୋଧ୍ୟାର ରାମ ମନ୍ଦିର ପରିସରରୁ ମିଳିଲା ପ୍ରାଚୀନ ମୂର୍ତ୍ତି

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଏବେ ବି ଚାଲିଛି। ଏହି ସମୟରେ ସେଠାରେ ହଜାର ହଜାର ବର୍ଷ ପୁରୁଣା ପ୍ରାଚୀନ ଅବଶେଷ ବାହାରିବା ଘଟଣା ସାମ୍ନାକୁ ଆସୁଛି। ଏହି ଘଟଣାକୁ ନେଇ ପ୍ରତ୍ନତତ୍ତ୍ୱ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ…

ମୋଦୀ ଦେଶ ପାଇଁ ଏକ ସମ୍ପତ୍ତି : ଶଶୀ ଥରୁର

ନୂଆଦିଲ୍ଲୀ: ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରସଂଶା କରିଛନ୍ତି କଂଗ୍ରେସ ସାଂସଦ ଶଶି ଥରୁର । ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶକ୍ତି, ତାଙ୍କର ବହୁମୁଖୀ ବ୍ୟକ୍ତିତ୍ୱ ଏବଂ ଆଲୋଚନା ପାଇଁ ତତ୍ପରତା ବିଶ୍ୱ ସ୍ତରରେ ଭାରତ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତି…

ଏସ୍‌ୟୁଭି ଭିତରୁ ମିଳିଲା ବାପାମାଆ ଓ ପୁଅର ମୃତଦେହ

ଚଣ୍ଡିଗଡ଼: ପଞ୍ଜାବର ପଟିଆଲା ଜିଲ୍ଲାର ଏକ ଗାଁ ନିକଟସ୍ଥ କ୍ଷେତରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ଏକ ଏସ୍‌ୟୁଭି ଭିତରୁ ମିଳିଛି ଗୋଟାଏ ପରିବାରର ୩ ଜଣଙ୍କ ମୃତଦେହ। ଏହି ଘଟଣା ସଂପର୍କରେ ପୁଲିସ ଅଧିକାରୀ ମନଜିତ ସିଂହ କହିଛନ୍ତି ଯେ…

YSRCP ମୁଖ୍ୟ ଜଗନ ମୋହନ ରେଡ୍ଡିଙ୍କ ବିରୋଧରେ ଏକ ସଡ଼କ ଦୁର୍ଘଟଣାର ଅଭିଯୋଗ

ଗୁଣ୍ଟୁର,୨୩।୬: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ YSRCP ମୁଖ୍ୟ ଜଗନ ମୋହନ ରେଡ୍ଡିଙ୍କ ବିରୋଧରେ ଏକ ସଡ଼କ ଦୁର୍ଘଟଣାର ଅଭିଯୋଗ ଆସିଛି। ପୋଲିସର ସୂଚନା ଅନୁଯାୟୀ, ଜଗନ ମୋହନ ରେଡ୍ଡି ପାଲନାଡୁର ରେଣ୍ଟାପାଲ୍ଲା ଗାଁ ଅଭିମୁଖେ ଯାଉଥିବା ସମୟରେ ତାଙ୍କ…

ଉପନିର୍ବାଚନରେ ଚମକିଲା ଆପ୍‌ : ୨ ଆସନରେ ବିଜୟୀ

ଲୁଧିଆନା,୨୩।୬: ପଞ୍ଜାବର ଲୁଧିଆନା ପଶ୍ଚିମ ବିଧାନସଭା ଆସନ ଏବଂ ଗୁଜରାଟର ବିସାବାଦ ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନରେ ଆମ ଆଦମୀ ପାର୍ଟି (ଆପ) ପ୍ରାର୍ଥୀମାନେ ବଡ଼ ବିଜୟ ହାସଲ କରିଛନ୍ତି। ଏହା ଆପ ପାଇଁ ଜୀବନ ରକ୍ଷାକାରୀଠାରୁ କମ ନୁହେଁ। ପାଞ୍ଚ…

ଇରାନକୁ ସାହାଯ୍ୟ କରିବୁ : ପୁଟିନ

ମସ୍କୋ : ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷରେ ଆମେରିକାର ପ୍ରବେଶ ପରେ ଆଜି ବିଶ୍ୱରେ ତୃତୀୟ ବିଶ୍ୱଯୁଦ୍ଧର ଆଶଙ୍କା ବୃଦ୍ଧି ପାଇଛି। ଇରାନ ଉପରେ ଆମେରିକାର ଆକ୍ରମଣ ପରେ ରୁଷ ଇରାନକୁ ସମସ୍ତ ପ୍ରକାରର ସାହାଯ୍ୟ ଯୋଗାଇବାକୁ ପ୍ରତିଶ୍ରୁତି…