National & International

ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ : ହଜାର ହଜାର ଲୋକଙ୍କ ଉପସ୍ଥିତିରେ କଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ । ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଶୁଭେନ୍ଦୁ ଅଧିକାରୀ । ପଦ ଏବଂ ଗୋପନୀୟତାର ଶପଥ…

ନୂଆ CDS ଭାବେ ନିଯୁକ୍ତ ହେଲେ ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ ରାଜା ସୁବ୍ରମଣି

ନୂଆଦିଲ୍ଲୀ: ନୂଆ CDS ନିଯୁକ୍ତ । ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ ରାଜା ସୁବ୍ରମଣି CDS ଭାବେ ନିଯୁକ୍ତ ହୋଇଛନ୍ତି । ନୂଆ ଚିଫ୍ ଡିଫେନ୍ସ ଷ୍ଟାଫ ନିଯୁକ୍ତ କଲେ ଭାରତ ସରକାର । ସାମରିକ ବ୍ୟାପାର ବିଭାଗ ସଚିବ ଭାବେ ମଧ୍ୟ…

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ୯ରେ ଶପଥ ଗ୍ରହଣ

କଲକତା: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପଶ୍ଚିମବଙ୍ଗ ବିଜେପି ବିଧାୟକ ଦଳ ବୈଠକର ଅଧ୍ୟକ୍ଷତା କରି ଶୁଭେନ୍ଦୁ ଅଧିକାରୀଙ୍କୁ ସପକ୍ଷରେ ସମସ୍ତ ପ୍ରସ୍ତାବ ଗ୍ରହଣ କରିଛନ୍ତି। ବିଜେପି ଦଳ ବିଧାୟକ ଭାବେ ନିର୍ବାଚିତ ପରେ ଆଗାମୀ ୯ତାରିଖ ଶନିବାର ମୁଖ୍ୟମନ୍ତ୍ରୀ ଭାବେ…

ପଶ୍ଚିମବଙ୍ଗ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ପଦ ହରାଇଲେ ଦିଦି

କଲକାତା : ପଶ୍ଚିମବଙ୍ଗ ରାଜ୍ୟପାଳ ଆରଏନ୍ ରବି ଗୁରୁବାର ରାଜ୍ୟ ବିଧାନସଭା ଭଙ୍ଗ କରିଛନ୍ତି। ଏହାଦ୍ବାରା ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ସରକାରର ଅନ୍ତ ହେବା ସହିତ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦ ହରାଇଛନ୍ତି। ବିଧାନସଭା ନିର୍ବାଚନରେ ଦଳର ପରାଜୟ ପରେ…

ଜଷ୍ଟିସ ବର୍ମାଙ୍କ ଇସ୍ତଫା ପତ୍ରକୁ ଅନୁମୋଦନ କରିନାହାନ୍ତି ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆହ୍ଲାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ ଯଶବନ୍ତ ବର୍ମାଙ୍କ ଇସ୍ତଫା ପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରି ନାହାନ୍ତି। ଏପ୍ରିଲ ୯ ତାରିଖରେ ଜଷ୍ଟିସ ବର୍ମା ତାଙ୍କ ପଦରୁ ଇସ୍ତଫା ଦେଇଥିଲେ। ମାତ୍ର ଏହା ଅନୁମୋଦନ ହୋଇ ନଥିବାରୁ ତାଙ୍କ…

ନିଆରା ବିବାହ, କଏଦୀଙ୍କୁ ବାହା ହେଲେ ଜେଲର

ଭୋପାଳ: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ବିଚିତ୍ର ଘଟଣା ଦେଖିବାକୁ ମିଳିଛି। ହତ୍ୟା ଅଭିଯୋଗରେ ଆଜୀବନ କାରାଦଣ୍ଡାଦେଶ ଭୋଗିସାରିଥିବା ଜଣେ କଏଦୀଙ୍କୁ ଉକ୍ତ ଜେଲ୍‌ ଦାୟିତ୍ବରେ ଥିବା ଜଣେ ମହିଳା ଜେଲର ବିବାହ କରିଥିବା ଘଟଣା ବର୍ତ୍ତମାନ ଆଲୋଚନାର ବିଷୟ ପାଲଟିଛି।…

ହଣ୍ଟାଭାଇରସ୍‌ ବ୍ୟାପିଥିବା ଜାହାଜରେ ଅଛନ୍ତି ଦୁଇ ଭାରତୀୟ

ନୂଆଦିଲ୍ଲୀ,: ଆଟଲାଣ୍ଟିକ ମହାସାଗରରେ କେପ୍‌ ଭର୍ଡେ ନିକଟରେ ଅଟକି ରହିଥିବା କ୍ରୁଜ ଜାହାଜ ‘ଏମ୍‌ଭି ହଣ୍ଡିୟସ୍’ରେ ହଣ୍ଟାଭାଇରସ୍‌ ବ୍ୟାପିବା ଘଟଣା ଏବେ ସମସ୍ତଙ୍କୁ ଭୟଭୀତ କରିଛି। ଜାହାଜରେ ଥିବା କ୍ରୁ ସଦସ୍ୟଙ୍କ ମଧ୍ୟରେ ଦୁଇଜଣ ଭାରତୀୟ ଅଛନ୍ତି। ଜାହାଜରେ ହଣ୍ଟାଭାଇରସ୍‌ ବ୍ୟାପିଥିବାବେଳେ…

ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଓ ଭିସିକେ: ମୁଖ୍ୟମନ୍ତ୍ରୀ ହେବ ବିଜୟ

ତାମିଲନାଡୁ : ବିଜୟଙ୍କ ସରକାର ଗଠନ କରିବା ନେଇ ତୁଟିଲା ସବୁ ଦ୍ବନ୍ଦ୍ବ । ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ । ଏହାସହିତ ଟିଭିକେ ବହୁମତ ସଂଖ୍ୟା ପାର୍ କରିଛି । ସିପିଆଇ, ସିପିଏମ୍ ଏବଂ ଭିସିକେର…

କାର୍ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ, ଜଳିଗଲା ୪୦୦ରୁ ଅଧିକ ଗାଡ଼ି

ନାଗପୁର : ମହାରାଷ୍ଟ୍ର ନାଗପୁର ଜିଲ୍ଲାରେ ଜଳିଗଲା କାର୍ ଗୋଦାମ । ଖେରୀ ଗାଁ ସ୍ଥିତ ପୁରୁଣା କାର୍ ଗୋଦାମରେ ଭୟଙ୍କର ନିଆଁ ଲାଗିଛି । ନିଆଁ ଯୋଗୁଁ ଅତିକମରେ ୪୦୦ରୁ ଅଧିକ ପୁରୁଣା କାର୍, ପାର୍ଟସ, ଟାୟାର ଏବଂ ଅନ୍ୟ…

ସମୁଦ୍ର ମଝିରେ ମହାମାରୀ ଆତଙ୍କ, WHO ର ବଡ଼ ବୟାନ

ନୂଆଦିଲ୍ଲୀ : ସମୁଦ୍ର ମଝିରେ ମହାମାରୀ ଆତଙ୍କ । ହାଣ୍ଟାଭାଇରସ୍ ସ୍ଥିତି ଉପରେ WHO ର ବଡ଼ ବୟାନ। ଡଚ୍ କ୍ରୁଜ୍ ସିପ୍ MV Hondius ରେ ହାଣ୍ଟାଭାଇରସ୍ ର ସଂକ୍ରମଣ ଚିହ୍ନଟ ହେବା ପରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ…