ମ୍ୟାଚ ହେଲା ବିଜୟ ରୂପାନିଙ୍କ ଡିଏନଏ
ନୂଆଦିଲ୍ଲୀ: ଅହମ୍ମଦାବାଦ ବିମାନ ଦୁର୍ଘଟଣାର ଶିକାର ହୋଇଥିବା ପୂର୍ବତନ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନିଙ୍କ ଡିଏନଏ ପରୀକ୍ଷା ମେଳ ଖାଇଛି। ଗୃହମନ୍ତ୍ରୀ ହର୍ଷ ସାଂଘଭି ଡିଏନଏ ମେଳକୁ ନିଶ୍ଚିତ କରିଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ। ଲଣ୍ଡନ…
