National & International

ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍

ନୂଆଦିଲ୍ଲୀ: ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍ । ଇରାନର ରାଜଧାନୀ ତେହେରାନ ନିକଟବର୍ତୀ ଅଞ୍ଚଳରେ ସାମରିକ ଆକ୍ରମଣ ଆରମ୍ଭ କରିଛି ଇସ୍ରାଏଲ । ଏହି ଆକ୍ରମଣ ଇରାନର ପରମାଣୁ କାର୍ଯ୍ୟକ୍ରମ ଏବଂ ଏହାର ପ୍ରମୁଖ ବୈଜ୍ଞାନିକମାନଙ୍କୁ ଟାର୍ଗେଟ କରାଯାଇ…

ଚାଲିଗଲା ୨୬୫ ଜୀବନ: ଅହମଦାବାଦ ହସ୍ପିଟାଲ୍‌ରେ ଭିଡ଼ ଅଣାୟତ

ଅହମ୍ମଦାବାଦ୍‌: ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ ହୋଇଛି । ଆଉ ନିଜ ପ୍ରିୟଜନଙ୍କ ମୃତଦେହ ନେବାପାଇଁ ଅହମ୍ମଦାବାଦ ମେଡିକାଲରେ ସମ୍ପର୍କୀୟଙ୍କ ଗହଳି ଲାଗିଲାଣି । ଦୁର୍ଘଟଣା ପରେ ବିସ୍ଫୋରଣ ପାଇଁ ଅଧିକାଂଶ ମୃତଦେହ ସମ୍ପୂର୍ଣ୍ଣ ନଷ୍ଟ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ…

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏକ ଅଲୌକିକ ଘଟଣା ସାମ୍ନାକୁ ଆସିଛି। ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ୨୪୨ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କ ମଧ୍ୟରୁ ୨୦୦ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ହେଲେ ସୌଭାଗ୍ୟବଶତଃ ଜଣେ ଯାତ୍ରୀଙ୍କୁ…

ବିମାନ ଦୁର୍ଘଟଣା : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ମୃତ୍ୟୁ

ଅହମଦାବାଦ: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ ଘଟିଛି। ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା। ରୂପାନୀଙ୍କ ଝିଅକୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ। ଗୁଜୁରାଟ…

ବିମାନ ଦୁର୍ଘଟଣାରେ ପୋଲିସ କମିଶନରଙ୍କ ସୂଚନା, କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ

ଅହମ୍ମଦାବାଦ: ଅହମ୍ମଦାବାଦରେ ଘଟିଥିବା ହୃଦୟ ବିଦାରକ ବିମାନ ଦୁର୍ଘଟଣାରେ ଆସିଛି ବଡ଼ ଦୁଃଖଦ ଖବର। ସଦ୍ୟତମ ସୂଚନା ଅନୁଯାୟୀ, ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରୁଥିବା କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ। ଅହମ୍ମଦାବାଦର କମିଶନର ସୂଚନା ଦେଇ…

B787 ଡ୍ରିମଲାଇନର ଦୁର୍ଘଟଣାରେ ପୁଷ୍ଟି ହେଲା ମୃତକଙ୍କ ସଂଖ୍ୟା, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ମଧ୍ୟ ଥିଲେ

ଅହମଦାବାଦ : ଗୁରୁବାର ମଧ୍ୟାହ୍ନରେ ଅହମଦାବାଦ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଲଣ୍ଡନ ଉଡାଣ କରିଥିବା ଏୟାର ଇଣ୍ଡିଆ ଫ୍ଲାଇଟ୍ ଏଆଇ-୧୭୧ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନ ବନ୍ଦରରୁ ଉଡାଣ କରିବାର ମାତ୍ର ୫ ମିନିଟ ପରେ ସହରର…

ଡାକ୍ତରଙ୍କ ହଷ୍ଟେଲ କ୍ୟାଣ୍ଟିନ ଭିତରେ ପଶି ଗଲା ବିମାନ ; ହେଲା ବଡ଼ ବିସ୍ଫୋରଣ

ଅହମ୍ମଦାବାଦ : ଅହମ୍ମଦାବାଦରେ ଗୁରୁବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏୟାରପୋର୍ଟ ନିକଟରେ ଏୟାର ଇଣ୍ଡିଆର ବିମାନ କ୍ରାସ୍‌ ହୋଇଛି। ଲଣ୍ଡନ ପାଇଁ ଉଡ଼ାଣ ଭରିବାର କିଛି ମିନିଟ୍‌ ଭିତରେ ବିମାନ ଏକ ୫ ମହଲା କୋଠାରେ ଖସି ପଡ଼ିଛି। ଜଣାପଡ଼ିଛି…

ବିମାନ ଦୁର୍ଘଟଣାରେ ୧୭୦ ମୃତ, ଆହୁରି ବଢ଼ିପାରେ ମୃତ୍ୟୁସଂଖ୍ୟା

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ୧୭୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ସ୍ପଷ୍ଟ କରିଛି। ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ମୃତହେଦକୁ ଅଧାରକରି ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅପରାହ୍ନ ସାଢ଼େ ୪ଟା…

ବିମାନ ଦୁର୍ଘଟଣା : ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ : ଅହମ୍ମଦାବାଦରେ ଗୁରୁବାର ହୋଇଥିବା ମର୍ମନ୍ତୁଦ ବିମାନ ଦୁର୍ଘଟଣା ସମସ୍ତ ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଦୁର୍ଘଟଣାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧି…