କାବୁଲ ଏୟାରପୋର୍ଟ ପାଖରେ ଆତଙ୍କବାଦୀ ଆଡ୍ଡା
କାବୁଲ : ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍ ଖୋରାସାନ୍ ପ୍ରଦେଶ (ଆଇଏସକେପି)ର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ କରିଛି ତାଲିବାନ । ଆଫଗାନିସ୍ତାନ ଗସ୍ତ କରୁଥିବା ଭିଆଇପିମାନଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରୁଥିଲା ଆଇଏସକେପି। ଏଥିପାଇଁ କାବୁଲ ଅନ୍ତର୍ଜାତୀୟ ଏୟାରପୋର୍ଟ ପାଖରେ…
