National & International

ବେଙ୍ଗାଲୁରୁ ଦଳାଚକଟା ଘଟଣା ପରେ ମୁହଁ ଖୋଲିଲେ କୋହଲି: କହିଲେ- ମୁଁ ଶବ୍ଦହୀନ, ମୁଁ ମର୍ମାହତ

ବେଙ୍ଗାଲୁରୁ: ଆରସିବିର ବିଜୟ ଶୋଭାଯାତ୍ରା ବେଳେ ଦଳାଚକଟା ଘଟଣା । ୧୧ ଜଣଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ ଆରସିବିର ଷ୍ଟାର୍ ବ୍ୟାଟର ବିରାଟ କୋହଲି । ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ଏବଂ ଆହତ ହୋଇଥିବା ବ୍ୟକ୍ତିଙ୍କ ପାଇଁ…

୧୨ ଦେଶକୁ ଆମେରିକା ମନା, ୭ ଦେଶ ଉପରେ ଆଂଶିକ କଟକଣା

ଓ୍ବାଶିଂଟନ: ବିଦେଶୀ ନାଗରିକଙ୍କ ପାଇଁ ଆମେରିକାରେ କଟକଣା। ୧୨ ଦେଶର ଲୋକଙ୍କୁ ଆମେରିକା ମନା। ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ। ଏଥିସହ ଅନ୍ୟ ୭ଟି ଦେଶରୁ ଆସୁଥିବା ଲୋକଙ୍କ ଉପରେ ଆଂଶିକ କଟକଣା ଲାଗୁ କରାଯାଇଛି। ଏ ସମ୍ପର୍କିତ…

ଭାରତ ବିରୋଧରେ ପାକ୍‌ର ଧର୍ମ କାର୍ଡ ଫ୍ଲପ୍: ‘ଆମେ ଦୁହେଁ ଇସଲାମିକ୍ ରାଷ୍ଟ୍ର’

ନୂଆଦିଲ୍ଲୀ: ଜାତିସଂଘରେ କାଶ୍ମୀର ପ୍ରସଙ୍ଗ ଥିବା ଦର୍ଶାଇ ସମସ୍ତ ‘ଅପରେସନ ସିନ୍ଦୂର ଆଉଟ୍‌ରିିଚ୍‌’ କାର୍ଯ୍ୟକ୍ରମକୁ ବାତିଲ କରିବାକୁ ପାକିସ୍ତାନର ଅନୁରୋଧକୁ ମାଲେସିଆ ପ୍ରତ୍ୟାଖ୍ୟାନ କରିଛି। ଧର୍ମ କାର୍ଡ ଖେଳିବାକୁ ଚେଷ୍ଟା କରି ପାକିସ୍ତାନୀ ଦୂତାବାସ ମାଲେସିଆ ସରକାରୀ ଅଧିକାରୀମାନଙ୍କୁ ସଞ୍ଜୟ ଝାଙ୍କ…

ପଶ୍ଚିମବଙ୍ଗ ନିର୍ବାଚନ ପରବର୍ତ୍ତୀ ହିଂସା ମାମଲା: ପୁଲିସ ଉପରେ ବର୍ଷିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ୨୦୨୧ ନିର୍ବାଚନ ପରବର୍ତ୍ତୀ ହିଂସା ସମୟରେ ଜଣେ ବିଜେପି ସମର୍ଥକଙ୍କ ଘରେ ଭଙ୍ଗାରୁଜା ଓ ତାଙ୍କ ପତ୍ନୀଙ୍କୁ ଯୌନ ନିର୍ଯାତନା ମାମଲାରେ ସୁପ୍ରିମ୍‌କୋର୍ଟ ନିକଟରେ ପଶ୍ଚିମବଙ୍ଗ ପୁଲିସକୁ କଡ଼ା ସମାଲୋଚନା କରି କହିଛନ୍ତି ଯେ ଦାୟିତ୍ୱରେ ଥିବା ଅଧିକାରୀ ଏଫ୍‌ଆଇଆର୍…

ପାକିସ୍ତାନର ୫ ଲକ୍ଷ ମୁସଲମାନ ଇଦ୍ ପାଳନ କରିବେ ନାହିଁ: ମରିୟମ ସରକାରଙ୍କ କଡ଼ା ଆଇନ

ଇସଲାମାବାଦ: ପାକିସ୍ତାନରେ ପ୍ରାୟ ୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଅହମଦିଆ ମୁସଲିମ୍ ସମ୍ପ୍ରଦାୟକୁ ଏଥର ବକ୍ରିଇଦ୍ ପାଳନ କରିବାକୁ ଅନୁମତି ଦିଆଯିବ ନାହିଁ। ମରିୟମ ନୱାଜ ସରକାରଙ୍କ ଅଧୀନରେ ଥିବା ଲାହୋର ହାଇକୋର୍ଟ ବାର ଆସୋସିଏସନ ପଞ୍ଜାବ ପୁଲିସକୁ ଏକ ଚିଠି…

ରାତି ଅନିଦ୍ରା ହୋଇ ଅପରେଶନ ସିନ୍ଦୁର ଟ୍ରାକ୍ କରୁଥିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରେଶନ ସିନ୍ଦୁର ବିମାନ ଆକ୍ରମଣକୁ ରାତିସାରା ନୀରିକ୍ଷଣ କରୁଥିଲେ। ଏଥିସହିତ ପାକିସ୍ତାନର ପରମାଣୁ ବ୍ଲାକମେଲକୁ ଖାତିର ନ କରି କିପରି ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଆକ୍ରମଣ କଲା, ତାହାକୁ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ…

ମାର୍ଚ୍ଚ ୨୦୨୭ରୁ ଜନଗଣନା: ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ: ଦେଶରେ ୧ ମାର୍ଚ୍ଚ ୨୦୨୭ରୁ ଜାତି ଜନଗଣନା କରାଯିବ। ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସରକାର ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ଯୋଜନା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର…

ବିହାରକୁ ମିଳିଲା ବଡ ଉପହାର: ରକ୍ସୌଲରୁ ହଳଦିଆକୁ ଯୋଡ଼ିବ ଏକ୍ସପ୍ରେସୱେ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ରକ୍ସୌଲରୁ ହଳଦିଆ ପର୍ଯ୍ୟନ୍ତ ଏକ ନୂତନ ଛଅ ଲେନ୍ ବିଶିଷ୍ଟ ଗ୍ରୀନଫିଲ୍ଡ ଏକ୍ସପ୍ରେସୱେ ନିର୍ମାଣକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପରେ ପ୍ରାୟ ୫୪୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ମଧ୍ୟ…

ସେନା କର୍ମଚାରୀଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଦିଅନ୍ତୁ, ଗଣମାଧ୍ୟମକୁ ପ୍ରତିରକ୍ଷା ମନ୍ତ୍ରଣାଳୟର ପରାମର୍ଶ

ନୂଆଦିଲ୍ଲୀ : ଦେଶରେ ଥିବା ସମସ୍ତ ଗଣମାଧ୍ୟମ ସଂସ୍ଥାଗୁଡିକ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । କାର୍ଯ୍ୟରତ ସେନା କର୍ମଚାରୀ , ଅବସରପ୍ରାପ୍ତ ସେନା କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଜଣାଇବା…

ମଧ୍ୟପ୍ରଦେଶରେ ସଡ଼କ ଦୁର୍ଘଟଣାରେ ଚାଲିଗଲା ୯ ଜୀବନ; ୨ ଗୁରୁତର

ଝାବୁଆ: ମଧ୍ୟପ୍ରଦେଶର ଝାବୁଆ ଜିଲ୍ଳାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି। ସିମେଣ୍ଟ୍‌ରେ ଭର୍ତ୍ତି ହୋଇଥିବା ଏକ ଟ୍ରକ୍‌ଟି ଏକ କାର୍‌ ଉପରେ ଓଲଟି ପଡ଼ିବାକୁ ୯ ଜଣଙ୍କର ମୃତ୍ୟୁ ଘଟିଛି। ୯ ଜଣ ମୃତଙ୍କ ବ୍ୟତୀତ ଆହୁରି ଦୁଇ ଜଣ ଗୁରୁତର…