National & International

JEE ଆଡଭାନ୍ସ ୨୦୨୫ ରେଜଲ୍ଟ ପ୍ରକାଶିତ, ରଜିତ ଗୁପ୍ତା ସର୍ବଭାରତୀୟ ଟପ୍ପର

JEE ଆଡଭାନ୍ସ ରେଜଲ୍ଟ ପ୍ରକାଶିତ ହୋଇଛି । ଚଳିତବର୍ଷ ପରୀକ୍ଷାର ଆୟୋଜନ ଆଇଆଇଟି କାନପୁରରେ ହୋଇଥିଲା । ପରୀକ୍ଷାର୍ଥୀ ନିଜର ରେଜଲ୍ଟ ଅଫିସିଆଲ ୱେବସାଇଟ jeeadv.ac.in କୁ ଯାଇ ଚେକ୍ କରିପାରିବେ । ରଜିତ ଗୁପ୍ତା ଚଳିତବର୍ଷ ଅଲ ଇଣ୍ଡିଆ ରାଙ୍କ…

ସିକ୍କିମ ଭୂସ୍ଖଳନରେ ୩ ଯବାନ ସହିଦ, ୬ ଜଣ ନିଖୋଜ

ସିକ୍କିମ: ପ୍ରବଳ ବର୍ଷା ପରେ ସିକ୍କିମରେ ଭୟଙ୍କର ଭୂସ୍ଖଳନ । ଭୂସ୍ଖଳନରେ ଧସିଲା ଯବାନଙ୍କ କ୍ୟାମ୍ପ୍ । ଉତ୍ତର ସିକ୍କିମର ଛାଟେନ୍ ଅଞ୍ଚଳରେ ଭୟଙ୍କର ଭୂସ୍ଖଳନରେ ଧସିଛି ଯବାନଙ୍କ କ୍ୟାମ୍ପ୍ । ଯେଉଁଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ…

ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୨୦୩ କରୋନା ମାମଲା ଚିହ୍ନଟ; ୪ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳ ୮ଟାରେ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ମନ୍ତ୍ରଣାଳୟର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ସକ୍ରିୟ କୋଭିଡ୍-୧୯ ମାମଲା ସଂଖ୍ୟା ୩,୯୬୧ ରେ ପହଞ୍ଚିଛି। ଗତ ୨୪…

ଏବେ ବି ଫେରିନି ୬୧୮୧ କୋଟି ମୂଲ୍ୟର ୨୦୦୦ ଟଙ୍କିଆ ନୋଟ୍

ମୁମ୍ବାଇ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୨୦୦୦ ଟଙ୍କାର ନୋଟ୍ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେବାର ପ୍ରାୟ ଦୁଇ ବର୍ଷ ବିତିଗଲାଣି, କିନ୍ତୁ ଏହି ନୋଟଗୁଡ଼ିକର ଏକ ବଡ଼ ସଂଖ୍ୟା ଏବେ ବି ଲୋକଙ୍କ ପାଖରେ ପଡ଼ି ରହିଛି। ଏଗୁଡ଼ିକର ମୋଟ…

ଜି-୭ ସମ୍ମିଳନୀରେ ଭାଗ ନନେଇପାରନ୍ତି ମୋଦୀ

ନୂଆଦିଲ୍ଲୀ: ଏଥର ଜି-୭ ସମ୍ମିଳନୀରେ ଅଂଶଗ୍ରହଣ ନକରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କାନାଡାରେ ହେବାକୁ ଥିବା ଏହି ସମ୍ମିଳନୀରେ ମୋଦୀଙ୍କ ଭାଗ ନେବାର ସମ୍ଭାବନା ଖୁବ୍ କମ୍‌। ଜି-୭ ହେଉଛି ବିଶ୍ୱର ସର୍ବାଧିକ ଶିଳ୍ପୋନ୍ନତ ଅର୍ଥନୀତି। ଯାହାକି ଫ୍ରାନ୍ସ, ଜର୍ମାନୀ, ଇଟାଲୀ,…

ଓଡ଼ିଶା ପରେ ବିଜେପି ଫୋକସରେ ପଶ୍ଚିମବଙ୍ଗ: ୨୦୨୬ରେ ସରକାର ଗଢ଼ିବାକୁ ରଣନୀତି

କୋଲକାତା: ଆକ୍ସନ ମୋଡରେ ବିଜେପି । ଏଥର କଳେ ବଳେ କୌଶଳେ ପଶ୍ଚିମବଙ୍ଗରେ ସରକାର ଗଢିବାକୁ ଲକ୍ଷ୍ୟ ରଖିଛି ବିଜେପି । ଭାରତର ବିଭିନ୍ନ ରାଜ୍ୟରେ ବିଜେପି କ୍ଷମତାରେ ଥିବା ଅନ୍ୟ ଦଳମାନଙ୍କୁ ପରାଜିତ କରି ଗେରୁଆ ଗଡ଼ କରି ଚାଲିଥିବା…

ଅପରେସନ ସିନ୍ଦୂର; ସାମରିକ ତ୍ରୁଟିକୁ ସ୍ବୀକାର କଲେ ସିଡିଏସ୍‌

ନୂଆଦିଲ୍ଲୀ: ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ମେ’ ୭ରେ ପାକିସ୍ତାନ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ‘ଅପରେସନ ସିନ୍ଦୂର’କୁ କାର୍ଯ୍ୟକାରୀ କରାଯାଇଥିଲା। ଏହି ଆକ୍ରମଣରେ ପାକିସ୍ତାରେ ଥିବା ବିଭିନ୍ନ ଆତଙ୍କବାଦୀ ସଂଗଠନର ୯ ଆଡ୍ଡାସ୍ଥଳ ଧ୍ବଂସ କରାଯାଇଥିବାବେଳେ ୧୧ ବାୟୁସେନା ଘାଟି…

୩ ବର୍ଷ ମଧ୍ୟରେ ରୁଷ୍‌ର ସବୁଠୁ ବଡ଼ ଡ୍ରୋନ୍‌ ଆକ୍ରମଣ: ୧୨ ୟୁକ୍ରେନ ସୈନିକ ମୃତ, ୬୦ରୁ ଊର୍ଦ୍ଧ୍ବ ଆହତ

କିଭ୍: ୟୁକ୍ରେନ ସେନା ରୁଷ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଆକ୍ରମଣ କରିଥିବା ଦାବି ପରେ ପରେ ଋଷ ପକ୍ଷରୁ ୟୁକ୍ରେନ ଉପରେ ଭୟଙ୍କର ଆକ୍ରମଣ କରାଯାଇଥିବା କୁହାଯାଇଛି | ଯୁଦ୍ଧ ଆରମ୍ଭ ହେବା ପରଠାରୁ ଗତ ତିନି ବର୍ଷ ମଧ୍ୟରେ…

ପାକ୍ ପ୍ରଧାନମନ୍ତ୍ରୀଙ୍କ ସିନ୍ଧୁ ଜଳ ସନ୍ଧି ସମ୍ପର୍କିତ ଅଭିଯୋଗକୁ ଦୃଢ ଭାବେ ଖଣ୍ଡନ କଲା ଭାରତ

ନୂଆଦିଲ୍ଲୀ,୧।୬: ଭାରତ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ସିନ୍ଧୁ ଜଳ ସନ୍ଧି (ଆଇଡବ୍ଲୁଟି) ସମ୍ପର୍କିତ ଅଭିଯୋଗକୁ ଦୃଢ ଭାବେ ଖଣ୍ଡନ କରିଛି। ଭାରତର ପରିବେଶ ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ କହିଛନ୍ତି ଯେ ପାକିସ୍ତାନ ନିଜେ ସୀମାପାର ଆତଙ୍କବାଦକୁ ପ୍ରୋତ୍ସାହନ ଦେଇ…

ମେ ୨୦୨୫ ରେ GST ସଂଗ୍ରହ ୧୬.୪% ବୃଦ୍ଧି

ନୂଆଦିଲ୍ଲୀ,୧ା୬: ଭାରତର ଅର୍ଥନୀତି ମେ ୨୦୨୫ ମାସରେ ଏକ ଶକ୍ତିଶାଳୀ ପ୍ରଦର୍ଶନ ଦେଖାଇଛି, ଯେଉଁଥିରେ ସାମଗ୍ରୀ ଓ ସେବା କର (GST) ସଂଗ୍ରହ ୧୬.୪% ବୃଦ୍ଧି ପାଇ ରୁ. ୨.୦୧ ଲକ୍ଷ କୋଟିରେ ପହଞ୍ଚିଛି। ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ…