ଆଇଏସ୍ଆଇର ତିନିଜଣ ଅଧିକାରୀଙ୍କ ସହ ଯୋଗାଯୋଗରେ ଥିଲେ ଜ୍ୟୋତି
ନୂଆଦିଲ୍ଲୀ: ୟୁଟ୍ୟୁବ ଏବଂ ଇନଷ୍ଟାଗ୍ରାମରେ ବିପୁଳ ଲୋକପ୍ରିୟତା ହାସଲ କରିଥିବା ଜ୍ୟୋତି ମାଲହୋତ୍ରା ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ପାକିସ୍ତାନ ଗୁଇନ୍ଦା ସଂସ୍ଥା ଆଇଏସ୍ଆଇ ଏବଂ ପାକିସ୍ତାନୀ ଏଜେଣ୍ଟମାନଙ୍କୁ ଦେଶର ସମ୍ବେଦନଶୀଳ ସୂଚନା ପ୍ରଦାନ କରିଥିବା ଅଭିଯୋଗରେ…
