ଲାହୋରରେ ପାକ୍ ଏୟାର ଡିଫେନ୍ସ ସିଷ୍ଟମ ନଷ୍ଟ କଲା ଭାରତ
ନୂଆଦିଲ୍ଲୀ: ପହଲଗାମ ଆକ୍ରମଣର ଜବାବରେ ଭାରତର ଏୟାର ଷ୍ଟ୍ରାଇକ୍ ପରେ ପାକିସ୍ତାନ ଆତଙ୍କିତ ହୋଇପଡ଼ିଛି। ବିଳିବିଳେଇ ହୋଇଉଠି ସେ ଭାରତର ଅନେକ ସୀମାବର୍ତ୍ତୀ ଅଞ୍ଚଳରେ ଗୁଳିବର୍ଷା କରିଛି। ତେବେ ଭାରତୀୟ ସେନାର ପ୍ରତିଜବାବରେ ପାକିସ୍ତାନକୁ ବହୁତ କ୍ଷତି ସହିବାକୁ ପଡ଼ିଛି। ଭାରତ…
