National & International

ଭାରତର କୂଟନୈତିକ ଚାପ: ପରମାଣୁ ବୋମା ଧମକ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ: ଦୋଷ ଦୁର୍ବଳତା ଲୁଚାଇବାକୁ ମତିଗତି ଭୁଲି ଗଲାଣି ପାକିସ୍ତାନ । ପହଲଗାମ ଆତଙ୍କୀ ଆକ୍ରମଣ ପରେ ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ କୂଟନୈତିକ ଚାପ ପକାଉଛି ଭାରତ । ସିନ୍ଧୁ ନଦୀ ଜଳଚୁକ୍ତି ରଦ୍ଦ କରିବା ସହ ସମସ୍ତ…

ବିଏସଏଫରେ ଯୋଡ଼ିହେବ ୧୬ ନୂଆ ବାଟାଲିଅନ, ସୃଷ୍ଟି ହେବ ୧୭ ହଜାର ପଦବୀ

ସୀମା ସୁରକ୍ଷା ବଳ (ବିଏସଏଫ)ରେ ଯୋଡ଼ି ହେବ ୧୬ ନୂଆ ବାଟାଲିଅନ। ଏଥିପାଇଁ ସୃଷ୍ଟି ହେବ ୧୭ ହଜାର ନୂଆ ପଦବୀ। ପାକିସ୍ତାନ ଏବଂ ବାଂଲାଦେଶ ପଟୁ ଭାରତ ପ୍ରତି ଅଧିକ ବିପଦ ସୃଷ୍ଟି ହେଉଥିବାରୁ ବିଏସଏଫ ପକ୍ଷରୁ ଏଥିପାଇଁ ପ୍ରସ୍ତୁତି…

ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ପୂର୍ଣ୍ଣ ସମର୍ଥନ ଜଣାଇଲା ରୁଷ

ପହଲଗାଓଁ ଆକ୍ରମଣ ପରେ ବିଭିନ୍ନ ରାଷ୍ଟ୍ର ଭାରତକୁ ମାପିଚୁପି ନିଜର ସମର୍ଥନ ଜଣାଉଛନ୍ତି। କିନ୍ତୁ ଏହି ସମୟରେ ଭାରତର ପ୍ରକୃତ ବନ୍ଧୁ ରୁଷ ଖୋଲାଖୋଲି ସମର୍ଥନ ଜଣାଇଛି। ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ ରହିଛି ବୋଲି ରୁଷ…

ଡାକ୍ତରଖାନାରେ ପବନଦୀପ, ଅବସ୍ଥା ଗୁରୁତର

ଅମରୋହା: ଦୁର୍ଘଟଣାର ଶିକାର ହେଲେ ଲୋକପ୍ରିୟ ଟିଭି ଶୋ’ ଇଣ୍ଡିଆନ୍‌ ଆଇଡଲ ବିଜେତା ଗାୟକ ପବନଦୀପ ରାଜନ୍‌। ଉତ୍ତରାଖଣ୍ଡରୁ ନୋଏଡ଼ା ଯାଉଥିବା ସମୟରେ ସଡ଼କ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଭାବେ ଆହତ ହୋଇଛନ୍ତି ପବନଦୀପ। ତାଙ୍କ କାର୍‌ ନିୟନ୍ତ୍ରଣ ହରାଇ…

ଧାମ ବିବାଦ : ଫଳକ ହଟାଇଲେ, ହେଲେ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ ମମତା

ଭୁବନେଶ୍ଵର: ଧାମ ବିବାଦରେ ମୁହଁ ଖୋଲିଲେ, ହେଲେ ଭୁଲ ମାନିବେ କ’ଣ, ଓଲଟା ବିତଣ୍ଡା ଯୁକ୍ତି କଲେ। ଖାଲି ଯୁକ୍ତି କଲେନି, ମୂଳ ପୀଠ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ। ଦୀଘାର ‘ଜଗନ୍ନାଥ ଧାମ’ ବିବାଦ ଉପରେ କିଛି ଏପରି ପ୍ରତିକ୍ରିୟା…

ଉଜ୍ଜୈନ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି । ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ…

ଲଗାତର ୧୧ତମ ଦିନରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଜମ୍ମୁ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରଠାରୁ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲଓସି)ରେ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରି ଗୁଳିଚାଳନା କରିଆସୁଛି। ବିନା ପ୍ରରୋଚନାରେ ପାକିସ୍ତାନୀ ପୋଷ୍ଟରୁ ଏହି ଗୁଳିଚାଳନା ଗୋଟିଏ କିମ୍ବା ଦୁଇଟି ସେକ୍ଟର ମଧ୍ୟରେ ସୀମିତ ହୋଇ ରହିନାହିଁ। ବରଂ ଏକକାଳୀନ…

ଭାରତକୁ ବନ୍ଧୁ ଦରକାର, ଉପଦେଶ ଦେଉଥିବା ରାଷ୍ଟ୍ର ନୁହେଁ: ଜୟଶଙ୍କର

ଭାରତ ପାଇଁ ବନ୍ଧୁର ଆବଶ୍ୟକତା ରହିଛି। ଉପଦେଶ ଦେଉଥିବା ଦେଶର ଆବଶ୍ୟକତା ନାହିଁ। ୟୁରୋପ ଉଦ୍ଦେଶ୍ୟରେ ଏଭଳି କଠୋର ମନ୍ତବ୍ୟ ଦେଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ରବିବାର ଆର୍କଟିକ୍‌ ସର୍କଲ ଇଣ୍ଡିଆ ଫୋରମ ୨୦୨୫ରେ ଯୋଗଦେଇ ଜୟଶଙ୍କର କହିଛନ୍ତି, ଭାରତ…

ଇସ୍ରାଏଲ ବିମାନବନ୍ଦରରେ ହୁତି ଆତଙ୍କବାଦୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣ, ନେତନ୍ୟାହୁ ଡକାଇଲେ ଜରୁରୀ ବୈଠକ

ଇସ୍ରାଏଲର ବେନ୍‌ ଗୁରିୟନ ବିମାନବନ୍ଦରରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ହୁତି ଆତଙ୍କବାଦୀମାନଙ୍କ ଦ୍ଵାରା ଏହି ଆକ୍ରମଣ କରାଯାଇଛି। ଏଥିରେ ୬ ନାଗରିକ ଆହତ ହୋଇଥିବା ସୂଚନା ମିଳିନାହିଁ। ଏହି ଘଟଣା ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଜରୁରୀ ବୈଠକ ଡକାଇଛନ୍ତି।…

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ମୁଖ୍ୟ ଅମରପ୍ରୀତ ସିଂହ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ବୈଠକ ପରେ, ଅମରପ୍ରୀତ ସିଂହ ପ୍ରଧାନମନ୍ତ୍ରୀ ବାସଭବନ ଛାଡି ଚାଲିଯାଇଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମ ଆକ୍ରମଣ ପରେ, ଜାତୀୟ ସୁରକ୍ଷା ସହ ଜଡିତ ବିଷୟ ଉପରେ ଏକ…