National & International

ମଝି ଆକାଶରୁ ଗାୟବ ହେଲା ପାକିସ୍ତାନର କାର୍ଗୋ ବିମାନ

ଲାହୋର : ୟୁଏଇ ଶାରଜାହରୁ ପାକିସ୍ତାନ କରାଚୀ ଆସୁଥିବା ଏକ ପାକିସ୍ତାନୀ କାର୍ଗୋ ବିମାନ ମଙ୍ଗଳବାର ରାତିରେ ମଝି ଆକାଶରୁ ନିଖୋଜ ହୋଇଯାଇଛି । ବିମାନରେ ଚାଳକ ଦଳର ପାଞ୍ଚ ଜଣ କ୍ରୁ ସଦସ୍ୟ ଥିଲେ । ବିମାନର ସନ୍ଧାନ ଜାରି…

ଇରାନ ଉପରେ ଆମେରିକାର ମିସାଇଲ ମାଡ଼! ୮୦ଟି ଘାଟି ଧ୍ୱଂସ

ଆମେରିକା : ବଦଲା ନେଲା ଆମେରିକା! । ଇରାନ ଉପରେ ଟ୍ରମ୍ପସେନାର ମିସାଇଲ ମାଡ଼!। ୮୦ଟି ଘାଟି ଧ୍ୱଂସ । ଇରାନର ସାମରିକ ଘାଟି ଉପରେ ବୋମାମାଡ କରିଛି ଆମେରିକା। କିଛି ସପ୍ତାହ ପୂର୍ବରୁ ହୋଇଥିବା ଅସ୍ଥାୟୀ ସରକାରୀ ଚୁକ୍ତିକୁ ବେଖାତିର…

ଇଣ୍ଡୋନେସିଆରେ ବିଜୁ ବାବୁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଇଣ୍ଡୋନେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଦେଶର ସ୍ୱାଧୀନତା ସଂଗ୍ରାମ ସମୟରେ ଡଚ୍-ଅଧିକୃତ ଜାଭାରୁ ଇଣ୍ଡୋନେସିଆ ନେତାମାନଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରିବାରେ ବିଜୁ ବାବୁ…

ସଡ଼କ ଦୁର୍ଘଟଣାରେ ୩ ଶିଶୁ ମୃତ, ବାପା-ମା ଗୁରୁତର

ରାଜସ୍ଥାନ : ରାଜସ୍ଥାନର ଜୟପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଅନେକ ଗୁରୁତର ଆହତ ଥିବା ଜଣାପଡିଛି । ଗୋଟିଏ ଦ୍ରୁତଗାମୀ ଟ୍ରଲର ଅନେକଙ୍କୁ ଚାପି ଦେବା ଫଳରେ ଏହି ଦୁର୍ଘଟଣା…

ମହାରାଷ୍ଟ୍ରରେ ବର୍ଷା ବିତ୍ପାତ, ମୁମ୍ବାଇରେ ସ୍କୁଲ-କଲେଜ ବନ୍ଦ

ମୁମ୍ବାଇ: ପ୍ରବଳ ବର୍ଷା ଯୋଗୁଁ ଅନେକ ଜିଲ୍ଲା ବେହାଲ ହୋଇଛି । ଯାହା ମୁମ୍ବାଇ, ପୁଣେ ଓ ନାଶିକ ସମେତ ମହାରାଷ୍ଟ୍ରର ଅନେକ ଜିଲ୍ଲାରେ ଜନଜୀବନ ବ୍ୟାପକ ଭାବେ ପ୍ରଭାବିତ ହୋଇଛି । ପରିସ୍ଥିତିକୁ ଦେଖି ଅନେକ ଜିଲ୍ଲାରେ ସ୍କୁଲ ଓ…

ସିରିଆରେ ବିସ୍ଫୋରଣରେ ୬ ମୃତ, ଅଳ୍ପକେ ରକ୍ଷା ପାଇଲେ ରାଷ୍ଟ୍ରପତି

ସିରିଆ : ସିରିଆ ଡାମାସ୍କସର ଏକ ହୋଟେଲ ବାହାରେ ୨ଟି ପରେ ଗୋଟିଏ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଯେଉଁ ହୋଟେଲରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍ ଥିବା ଜଣାପଡିଛି । ଏହି ବିସ୍ଫୋରଣରେ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ…

ଅହମଦାବାଦ ବିସ୍ଫୋରଣ ମାମଲା ; ୧୧ ଜଣଙ୍କୁ ଆଜୀବନ, ୩୮ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ କାଏମ

ଅହମ୍ମଦାବାଦ : ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ମଙ୍ଗଳବାର ଏକ ବଡ ଖବର ସାମ୍ନାକୁ ଆସିଛି। ମଙ୍ଗଳବାର ଦିନ ଗୁଜୁରାଟ ହାଇକୋର୍ଟ ୨୦୦୮ ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ହାଇକୋର୍ଟ ସ୍ୱତନ୍ତ୍ର କୋର୍ଟର…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ, ସ୍ବାକ୍ଷର ହେଲା ବଡ଼ ଚୁକ୍ତିନାମା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦିଙ୍କ ଇଣ୍ଡୋନେସିଆ ଗସ୍ତର ପ୍ରଥମ ଦିନରେ ଆଜି ଜକାର୍ତ୍ତାରେ ପହଞ୍ଚିଛନ୍ତି । ଇଣ୍ଡୋନେସିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘ବିଟିଙ୍ଗ ଆଦିପୂର୍ଣ୍ଣ’ ସମ୍ମାନ ପଦକରେ ସମ୍ମାନିତ କରାଯାଇଛି । ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋଓ ସୁବିଆଣ୍ଟୋ ମୋଦିଙ୍କୁ ସମ୍ମାନିତ…

ବର୍ଥଡେ ପାର୍ଟିରୁ ଫେରିବା ବେଳେ ଦୁର୍ଘଟଣା, ଚାଲିଗଲା ୬ ଜୀବନ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମୈହାର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣା ସୋମବାର ବିଳମ୍ବିତ ରାତି ରିୱା ରୋଡ ସ୍ଥିତ ରାଷ୍ଟ୍ରୀୟ ରାଜମାର୍ଗ-୩୦ରେ ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୬ ଜଣଙ୍କର ମୃତ୍ୟୁ…

E-20 ପେଟ୍ରୋଲ ବିକ୍ରିକୁ ନେଇ ପ୍ରତିବାଦ, ଯନ୍ତର ମନ୍ତରରେ ସ୍ବର ଉତ୍ତୋଳନ

ନୂଆଦିଲ୍ଲୀ : E-20 ପେଟ୍ରୋଲ ବିକ୍ରିକୁ ନେଇ ବିଭିନ୍ନ ମହଲରେ କଡ଼ା ପ୍ରତିବାଦ । ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ସତ୍ତ୍ବେ ଏହାର ବ୍ୟବହାରକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଗାଡ଼ିଚାଳକ। ୨୦ ପ୍ରତିଶତ ଇଥାନଲ ମିଶ୍ରିତ ପେଟ୍ରୋଲ ବ୍ୟବହାର ଦ୍ୱାରା ଗାଡିର…