National & International

ଜୁନ ପ୍ରଥମ ସପ୍ତାହରେ ସଂପୂର୍ଣ୍ଣ ହେବ ରାମ ମନ୍ଦିର : ନୃପେନ୍ଦ୍ର ମିଶ୍ର

ଅଯୋଧ୍ୟା : ଅଯୋଧ୍ୟାର ରାମ ମନ୍ଦିରର ନିର୍ମାଣ କାର୍ଯ୍ୟ ଆସନ୍ତା ଜୁନ ମାସ ପ୍ରଥମ ସପ୍ତାହ ସୁଦ୍ଧା ସଂପୂର୍ଣ୍ଣ ହେବ । ଜୁନ ୫ ସୁଦ୍ଧା ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହେବ ଓ ଏହାର ୧-୨ ଦିନ ସୁଦ୍ଧା ଲୋକମାନେ ନବନିର୍ମିତ…

ସଂସଦର ସ୍ଵତନ୍ତ୍ର ଅଧିବେଶନ ଡକାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଓ ଖଡଗେଙ୍କ ଚିଠି

ନୂଆଦିଲ୍ଲୀ : ପହଲଗାଓଁ ଆକ୍ରମଣ ପ୍ରସଙ୍ଗରେ ସଂସଦର ସ୍ଵତନ୍ତ୍ର ଅଧିବେଶନ ଡକାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ଖଡଗେ କହିଛନ୍ତି, ଏଭଳି ସମୟରେ ଆମେ ଏକ ରହିଛୁ ବୋଲି…

ଅବୈଧ ବାଂଲାଦେଶୀଙ୍କ ଉପରେ ବଡ଼ ଆକ୍ସନ, ବସ୍ତିରେ ଚାଲିଲା ବୁଲଡୋଜର, ୮୦୦ ଗିରଫ

ଅହମଦାବାଦ,୨୯।୪: ପହଲଗାମ ଆକ୍ରମଣ ପରେ, ଅନେକ ରାଜ୍ୟର ପୋଲିସ ଅବୈଧ ଶରଣାର୍ଥୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ନିକଟରେ, ଗୁଜରାଟ ପୋଲିସ ସୁରଟ ଏବଂ ଅହମ୍ମଦାବାଦରୁ ୧୦୦୦ରୁ ଅଧିକ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିଥିଲା। ସେହି ସମୟରେ, ଏବେ ପୋଲିସ…

ଚୀନ ରେସ୍ତୋରାଁରେ ନିଆଁ ଲାଗି ୨୨ ମୃତ

ଲିଆଓନିଂ: ଚୀନର ଲିଆଓନିଂରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ ଘଟି ୨୨ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡରେ ଅତି କମରେ ୩ ଜଣ ଆହତ ହୋଇଛନ୍ତି। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ।…

ପ୍ରଧାନମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ପହଲଗାମ୍‌ ଆତଙ୍କୀ ହମଲାକୁ ନେଇ ବଡ଼ ଧରଣର ଆଲୋଚନା। ସୁରକ୍ଷା ସମ୍ପର୍କିତ ହୋଇପାରେ ବଡ଼ ଧରଣର ନିଷ୍ପତ୍ତି। ଆଜି ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷାମନ୍ତ୍ରୀ…

BBC ର କଭରେଜକୁ ନେଇ କଡ଼ା ଆପତ୍ତି ଉଠାଇଲେ ଭାରତ ସରକାର, ରିପୋର୍ଟିଂ ଉପରେ ଆଗକୁ ନଜର ରଖିବ ଭାରତ

ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ବିବିସିର ମିଡିଆ କଭରେଜ୍କୁ ନେଇ କଡ଼ା ଆପତ୍ତି ଉଠାଇଛନ୍ତି ଭାରତ ସରକାର। “Pakistan suspends visas for Indians after deadly Kashmir attack,”ର ଆର୍ଟିକିଲରେ ଆତଙ୍କୀ ହମ୍‌ଲାକୁ ସେନା ଆକ୍ରମଣ ଭାବେ ବିବେଚନା କରିଛି…

କାଲି ଦେଉଥିଲେ ଧମକ, ଆଜି ଦେଶ ଛାଡ଼ିଲେ ବିଲାଓ୍ବଲଙ୍କ ପରିବାର

କାଲି ଦେଉଥିଲେ, ଆଜି ଦେଶ ଛାଡ଼ିଲେ ପରିବାର। ଭାରତର ଯୁଦ୍ଧାଭ୍ୟାସ ଦେଖି ଛାନିଆ ହୋଇପଡ଼ିଥିବା ପାକ୍ ନେତାମାନେ ଜୀବନ ବଞ୍ଚାଇବାକୁ ଦେଶ ଛାଡ଼ି ପଳାୟନ କରୁଥିବା ଦେଖିବାକୁ ମିଳିଛି। ପୂର୍ବରୁ ପାକ୍ ସେନାଧ୍ୟକ୍ଷ ଆସିଫ ମୁନିର ସପରିବାର ଦେଶ ଛାଡ଼ି ପଳାଇଥିବାବେଳେ…

ପାକିସ୍ତାନର ୧୬ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ୍, ସୋସିଆଲ ମିଡିଆରେ କରୁଥିଲେ ମିଛ ପ୍ରସାରଣ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ଭାରତ ସରକାର କଡ଼ା ପଦକ୍ଷେପ ନେଉଛନ୍ତି । ଗୃହ ମନ୍ତ୍ରଣାଳୟର ସୁପାରିଶ ପରେ ଏବେ ଭାରତ ସରକାର ପାକିସ୍ତାନର ଅନେକ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ୟାନ୍ କରିଛନ୍ତି । ପାକିସ୍ତାନର ୧୬ଟି ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ…

ବଢିଲା ୨୬/୧୧ ଅଭିଯୁକ୍ତ ତହବୁର ରାଣାର ହାଜତ ମିଆଦ

ନୂଆଦିଲ୍ଲୀ: ୨୬/୧୧ ଆତଙ୍କବାଦୀ ଆକ୍ରମଣ ଅଭିଯୁକ୍ତ ତହୱୁର ରାଣାର ହାଜତକୁ ଏନଆଇଏ କୋର୍ଟ ୧୨ ଦିନ ପାଇଁ ବୃଦ୍ଧି କରିଛନ୍ତି। ତହୱୁରକୁ ଆଜି ଦିଲ୍ଲୀର ପଟିଆଲା ହାଉସ କୋର୍ଟରୁ ନିଆଯାଇଥିଲା। ଏଠାକାର ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) କୋର୍ଟ ତାଙ୍କ ହାଜତ…

ଆତଙ୍କବାଦୀ ଭାବୁଛନ୍ତି ଯେ ଆମେ ପାକିସ୍ତାନ ସହିତ ଯିବୁ, ସେମାନେ ଭୁଲ : ଫାରୁକ ଅବଦୁଲ୍ଲା

ନୂଆଦିଲ୍ଲୀ: ଜମ୍ମୁ ଏବଂ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ସୋମବାର (୨୮ ଏପ୍ରିଲ, ୨୦୨୫) କହିଛନ୍ତି ଯେ କାଶ୍ମୀରବାସୀ ୧୯୪୭ ମସିହାରେ ଦୁଇ ରାଷ୍ଟ୍ର ତତ୍ତ୍ୱକୁ ପାଣିରେ ଫିଙ୍ଗି ଦେଇଥିଲେ ଏବଂ କହିଥିଲେ ଯେ ସେମାନଙ୍କର ଅଞ୍ଚଳ ପାକିସ୍ତାନ ସହିତ…