National & International

ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଗଣମାଧ୍ୟମ ଚ୍ୟାନେଲ ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଜାରି

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନାକୁ ଦୃଷ୍ଟିରେ ରଖି, କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ସମସ୍ତ ଗଣମାଧ୍ୟମ ଚ୍ୟାନେଲ ପାଇଁ ଏକ ପରାମର୍ଶ ଜାରି କରିଛି। ଜାତୀୟ ସୁରକ୍ଷାକୁ ଧ୍ୟାନରେ ରଖି ଏହି…

ଭାରତକୁ ବିଲାଓ୍ବଲ ଭୁଟ୍ଟୋଙ୍କ ଧମକ; ସିନ୍ଧୁ ନଦୀରେ ଜଳ ବହିବ ନଚେତ ଭାରତୀୟଙ୍କ ରକ୍ତ ବହିବ

ପହଲଗାଓଁ ଆକ୍ରମଣକୁ ନେଇ ଭାରତ ପାକିସ୍ତାନ ଉପରେ ବହୁ କୂଟନୈତିକ କଟକଣା ଲାଗୁ କରିଛି। ଏହାକୁ ନେଇ ପାକିସ୍ତାନର ବାଚାଳାମୀ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଠୋର ଚେତାବନୀ ପରେ ପାକିସ୍ତାନ ସରକାର ଭୟଭୀତ ହୋଇପଡ଼ିଛନ୍ତି। କିନ୍ତୁ ପାକିସ୍ତାନର ବିରୋଧୀ…

ଭାରତର ଆକ୍ରମଣ ଭୟରେ ଚୀନ୍‌ ଶରଣରେ ପାକିସ୍ତାନ

ଇସଲାମାବାଦ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ଭାରତ ପକ୍ଷରୁ ଆକ୍ରମଣର ଭୟ କରୁଛି। ଗତ ଦୁଇ ଦିନ ଧରି ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଉଥିବା ପାକିସ୍ତାନ ଶନିବାର ନୂତନ କୌଶଳ ଆପଣେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ…

ପାକିସ୍ତାନୀ ଦେଶ ଛାଡ଼ିବା ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା

ଏପ୍ରିଲ ୨୭ରେ ସମସ୍ତ ପାକିସ୍ତାନୀଙ୍କ ଭିଜା ରଦ୍ଦ ହେବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହାର ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି। ଏହି ନିର୍ଦେଶକୁ କିପରି କଡ଼ାକଡ଼ି ପାଳନ କରାଯିବ ସେ ନେଇ କେନ୍ଦ୍ର…

ନିଜ ପରିବାରକୁ ଗୋପନରେ ବିଦେଶ ପଠାଇଲେ ପାକ୍ ସେନାମୁଖ୍ୟ

ଇସ୍ଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନକୁ ନେଇ ପାକିସ୍ତାନ ସେନା ଆତଙ୍କିତ ହୋଇପଡ଼ିଛି। ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ନିଜ ପରିବାରକୁ ବିଦେଶ ପଠାଇ ଦେଇଛନ୍ତି। ସୁତ୍ରକୁ ଉଦ୍ଧାର କରି ଏବିପି ନ୍ୟୁଜର ଏକ…

ଆତଙ୍କବାଦୀଙ୍କୁ ସମର୍ଥନ କରିବାର ଇତିହାସ ଆମର ରହିଛି: ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ

ଆତଙ୍କବାଦୀଙ୍କୁ ସମର୍ଥନ କରିବା, ସେମାନଙ୍କୁ ନିଜ ମାଟିରେ ପାଳିବା ଏବଂ ପାଣ୍ଠି ଯୋଗାଉଥିବା ନେଇ ପାକିସ୍ତାନ ସ୍ଵୀକାର କରିଛି। ପାକିସ୍ତାନ ଆତଙ୍କାବାଦୀଙ୍କୁ ସମର୍ଥନ କରିବାର ଇତିହାସ ରହିଛି ବୋଲି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ସ୍କାଏ ନ୍ୟୁଜକୁ ସାକ୍ଷାତକାର ଦେବା…

ଭାରତ-ପାକିସ୍ତାନ ଏବେ ଶାନ୍ତ ରହିବା ଜରୁରୀ: ଜମ୍ମୁ-କଶ୍ମୀର କଂଗ୍ରେସ ଅଧ୍ୟକ୍ଷ

ଶ୍ରୀନଗର: ଜମ୍ମୁ-କଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସାରା ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଥିବା ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଲଗାମର…

ଆତଙ୍କବାଦୀଙ୍କୁ ସ୍ବାଧୀନତା ସଂଗ୍ରାମୀ ବୋଲି କହିଲେ ପାକିସ୍ତାନର ଉପ ପ୍ରଧାନମନ୍ତ୍ରୀ

ଇସ୍‌ଲାମବାଦ୍‌: ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢିବାରେ ଲାଗିଛି । ଯୁଦ୍ଧ ଆଶଙ୍କା ମଧ୍ୟରେ ପାକିସ୍ତାନର ଉପ ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ମନ୍ତ୍ରୀ ଇଶାକ ଦାରଙ୍କ ଭାରତ ବିରୋଧରେ ଦେଇଛନ୍ତି ବଡ଼ ବୟାନ । ଜମ୍ମୁ ଓ କଶ୍ମୀରର ପହଲଗାମ…

ନିୟନ୍ତ୍ରଣ ରେଖାରେ ଗୁଳିମାଡ କଲା ପାକିସ୍ତାନ, ଭାରତ ଦେଲା କଡା ଜବାବ

ନୂଆଦିଲ୍ଲୀ : ନିୟନ୍ତ୍ରଣ ରେଖାରେ କିଛି ସ୍ଥାନୀରେ ପାକିସ୍ତାନୀ ସେନା ତରଫରୁ ଫାୟାରିଂ କରାଯାଇଛି । ଭାରତୀୟ ସେନା ଅଧିକାରୀ ସୂଚନା ଦେଇଛନ୍ତି କି ଏହାର କଡା ଜବାବ ଦିଆଯାଇଛି । ସେନାର ସୂଚନା ଅନୁସାରେ ଭାରତୀୟ ସେନା ଗୁରୁବାର ରାତିରେ…

ପହଲଗାମ ଆକ୍ରମଣରେ ସାମିଲ ଜଣେ ଆତଙ୍କୀ ଘରେ ବୁଲିଲା ବୁଲଡୋଜର

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣରେ ସାମିଲ ସ୍ଥାନୀୟ ଆତଙ୍କୀ ଆଦିଲ ହୁସୈନ ଥୋକରର ଅନନ୍ତନାଗ ଜିଲାର ବିଜହେରା ଅଞ୍ଚଳରେ ସ୍ଥିତ ଘରକୁ ସୁରକ୍ଷାବଳ ବୋମାରେ ଉଡାଇ ଦେଇଛନ୍ତି । ଆଦିଲ ଥୋକ ଓରଫ ଆଦିଲ ଗୁରୀ ରୂପେ ପରିଚୟ ମିଳିଛି ।…