National & International

ଛାନିଆରେ କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ

ଶ୍ରୀନଗର: ସବୁଠି ଭୟ… ସବୁଠି ଆତଙ୍କର ବାତାବରଣ । ପହଲଗାମ୍ ଆତଙ୍କୀ ହମଲା ପରେ ଏବେ ଛାନିଆ କାଶ୍ମୀର ବୁଲି ଯାଇଖିବା ପର୍ଯ୍ୟଟକ । କେମିତି ଘରେ ପହଞ୍ଚିବେ ଏବଂ ସେମାନଙ୍କ ମୂଲ୍ୟବାନ ଜୀବନକୁ ସୁରକ୍ଷିତ ରଖି ନିଜ ଆତ୍ମୀୟଙ୍କ ପାଖରେ…

ପହଲଗାମ୍‌ ଆକ୍ରମଣର ଦୃଢ଼ ଜବାବ ଦିଆଯିବ: ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣର ଦୃଢ଼ ଜବାବ ଦିଆଯିବ ବୋଲି ବୁଧବାର କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଘଟଣାର ଜବାବ ଦେବା ଲାଗି ଯାହା ଆବଶ୍ୟକ ଏବଂ ଉପଯୁକ୍ତ ସରକାର ସେ ଦିଗରେ ସମସ୍ତ ପ୍ରକାର ପଦକ୍ଷେପ ନେବେ…

ମୁସଲମାନଙ୍କୁ ଦମନ କରାଯାଉଥିବାରୁ ଏପରି ଆକ୍ରମଣ ହେଉଛି – ପ୍ରିୟଙ୍କାଙ୍କ ସ୍ବାମୀ

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମଗ୍ର ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଆକ୍ରମଣକୁ ଶାସକ ଏବଂ ବିରୋଧୀ ଦଳର ସମସ୍ତ ନେତା କଡ଼ା ସମାଲୋଚନା କରିଛନ୍ତି। ଏହି ସମୟରେ, କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ୱାମୀ ରବର୍ଟ…

୨୦୧୯ ରୁ ୨୦୨୫ ଭିତରେ ଭାରତରେ ୧୦ ଥର ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ: ପୁଲୱାମା ପରେ ପହଲଗାମ୍… ୨୦୧୯ ପରେ ୨୦୨୫… ସେବେ ଯବାନ ଏବେ ଜନତା । ସେବେ ଆତ୍ମଘାତୀ ବିସ୍ଫୋରଣ ଏବଂ ଆଖିବୁଜା ଗୁଳିଚାଳନା । ହତ୍ୟାର ତରିକା ସିନା ଭିନ୍ନଭିନ୍ନ ହେଲେ ଆତଙ୍କୀଙ୍କ ଲକ୍ଷ୍ୟ କିନ୍ତୁ ସମାନ । ହତ୍ୟା…

କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ, ଅନେକ ପର୍ଯ୍ୟଟକଙ୍କ ମୃତ୍ୟୁ ଆଶଙ୍କା, ଜଣେ ଓଡ଼ିଆ ପର୍ଯ୍ୟଟକ ମୃତ

କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ । ଆତଙ୍କବାଦୀଙ୍କ ଆଖବୁଜା ଗୁଳିମାଡ଼ରେ ୨୭ ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିବା ଜଣାପଡ଼ିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କାରହିଛି । ବାଲେଶ୍ବର ଜିଲ୍ଲାର ଜଣେ ପର୍ଯ୍ୟଟକଙ୍କର ଗୁଳିମାଡ଼ରେ ମୃତ୍ୟୁ ହୋଇଛି । ଦକ୍ଷିଣ…

ପୁଣି ବିବାଦରେ ରାମଦେବ, ଚେତାବନୀ ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ: ପୁଣି ବିବାଦରେ ବାବା ରାମଦେବ। ହମଦର୍ଦ କମ୍ପାନୀର ସର୍ବତ ଉପରେ ରାମଦେବଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ତାଗିଦ୍‌ କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଜଷ୍ଟିସ୍ ଅମିତ ବଂଶଲ ଏକ କଡ଼ା ଆଦେଶ ଜାରି କରିବାକୁ ଚେତାବନୀ…

ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ମିଳିବ ଚାକିରି: ସୁପ୍ରିମକୋର୍ଟଙ୍କୁ ଜଣାଇଲେ ଏଜି

ନୂଆଦିଲ୍ଲୀ: ମୃତ ସରକାରୀ କର୍ମଚାରୀଙ୍କ ପରିବାରଙ୍କ ପ୍ରତି ଓଡିଶା ସରକାରଙ୍କ ସମ୍ବେଦନଶୀଳ। ୩ ହଜାରରୁ ଉଦ୍ଧ୍ୱର୍ ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ସରକାରୀ ଚାକିରି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ୍‌ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୋମବାର ସୁପ୍ରିମକୋର୍ଟରେ ଏହା…

ମୁସଲିମ ମୌଳବାଦୀଙ୍କ ସହ ହାତ ମିଳାଇଛନ୍ତି ୟୁନୁସ୍‌

ଢାକା: ଗତ ବର୍ଷ ଅଗଷ୍ଟରେ ଏକ ହିଂସାତ୍ମକ ବିଦ୍ରୋହ ପରେ ଶେଖ ହାସିନାଙ୍କ ସରକାରର ପତନ ଏବଂ ସେ ଦେଶ ଛାଡି ପଳାଇବା ପରେ, ବାଂଲାଦେଶ ମୌଳବାଦୀ ଇସଲାମିକ ଗୋଷ୍ଠୀ ଏବଂ ଆତଙ୍କବାଦୀ ସଂଗଠନଗୁଡ଼ିକର ଆଶ୍ରୟସ୍ଥଳ ହେବାକୁ ଯାଉଛି। ଶେଖ ହସିନାଙ୍କ…

ରାମବନରେ ବନ୍ୟା ଓ ଭୂସ୍ଖଳନ ପ୍ରଭାବିତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା

ରାମ୍ବନ (ଜାମ୍ମୁ-କାଶ୍ମୀର):ଜମ୍ମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ମଙ୍ଗଳବାର ବାଦଲ ଫଟା ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ପରବର୍ତ୍ତି ପରିସ୍ଥିତିର ସମୀକ୍ଷା କରିଛନ୍ତି ଏବଂ ପ୍ରଭାବିତ ପରିବାର ସହିତ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଅବଦୁଲ୍ଲା ତାଙ୍କ ରାଜନୈତିକ ପରାମର୍ଶଦାତା ନାସିର…

ସଂସଦ ହିଁ ସୁପ୍ରିମ୍ ! ନିଜ କଥା ଦୋହରାଇଲେ ଧନଖଡ଼

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ପୁଣି ଥରେ ନ୍ୟାୟପାଳିକା ଏବଂ କାର୍ଯ୍ୟପାଳିକାର ଅଧିକାର କ୍ଷେତ୍ର ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ସେ ମଙ୍ଗଳବାର ଦିନ କହିଛନ୍ତି ଯେ ସମ୍ବିଧାନର ମୌଳିକ ଭାବନାର ‘ସର୍ବୋଚ୍ଚ ରକ୍ଷକ’ ହେଉଛନ୍ତି ନିର୍ବାଚିତ ଜନପ୍ରତିନିଧି…