National & International

ୟୁକ୍ରେନ ଉପରେ ରୁଷର ଆକ୍ରମଣ ଜାରି: ୨୧ ମୃତ, ୮୩ ଆହତ

ଗୋଟିଏ ପଟେ ଯୁଦ୍ଧ ବିରତି ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷ ସହିତ ଆଲୋଚନା ଜାରି ରଖିଥିବାବେଳେ ଅନ୍ୟପଟେ ରୁଷ ୟୁକ୍ରେନ ଉପରେ ଆକ୍ରମଣକୁ ଜୋରଦାର କରିବାରେ ଲାଗିଛି। ରବିବାର ରୁଷ ପକ୍ଷରୁ ୟୁକ୍ରେନର ସୁମି ସହର ଉପରେ କ୍ଷେପଣାସ୍ତ୍ର…

ବିଦେଶୀ ନାଗରିକଙ୍କ ପାଇଁ ନୂଆ ନିୟମ ଲାଗୁ କଲେ ଟ୍ରମ୍ପ ସରକାର

ନୂଆଦିଲ୍ଲୀ: ଟ୍ରମ୍ପ ସରକାର ଆମେରିକାରେ ବିଦେଶୀ ନାଗରିକଙ୍କ ପାଇଁ ଏକ ନୂତନ ନିୟମ ଲାଗୁ କରିଛନ୍ତି। ନୂତନ ନିୟମ ଅନୁଯାୟୀ, ୩୦ ଦିନରୁ ଅଧିକ ସମୟ ପାଇଁ ଆମେରିକାରେ ରହୁଥିବା ବିଦେଶୀ ନାଗରିକମାନଙ୍କୁ ନିଜକୁ ପଞ୍ଜୀକରଣ କରିବାକୁ ପଡିବ। ଯଦି ସେମାନେ…

ମୁଁ ପଶ୍ଚିମବଙ୍ଗ ସରକାରଙ୍କ ମୁଖପାତ୍ର ନୁହେଁ: ଓୱେସି

କୋଲକାତା: କେନ୍ଦ୍ର ସରକାରଙ୍କ ୱକଫ୍‌ ଆଇନକୁ ବିରୋଧ କରି ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାରେ ଚାଲିଥିବା ୱକଫ୍‌ ବିରୋଧୀ ଆନ୍ଦୋଳନ ଭୟଙ୍କର ହିଂସାର ରୂପ ନେଇଛି। ପଶ୍ଚିମବଙ୍ଗରେ ୱାକଫ ଆଇନ ବିରୋଧରେ ଘଟିଥିବା ହିଂସାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ମୁର୍ଶିଦାବାଦ, ୨୪…

ୱାକ୍‌ଫ ବିଲ୍ ପାସ୍‌ ହେବାପରେ ମଧ୍ୟପ୍ରଦେଶରେ ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ; ୨୦ ବର୍ଷର ମଦ୍ରାସା ଉପରେ ଚାଲିଲା ବୁଲଡୋଜର

ଭୋପାଳ: ଦେଶରେ ୱାକ୍‌ଫ ଆଇନ କାର୍ଯ୍ୟକାରୀ ହେବାପରେ ମଧ୍ୟପ୍ରଦେଶରେ ପ୍ରଥମ ଥର ପାଇଁ କୌଣସି ବେଆଇନ ମଦ୍ରାସା ଉପରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିକଟରେ ବିଜେପି ରାଜ୍ୟ ସଭାପତି ବିଷ୍ଣୁ ଦତ୍ତ ଶର୍ମା ଅଭିଯୋଗ କରିଥିଲେ ଯେ, ସରକାରୀ ଜମିରେ…

ମୁର୍ଶିଦାବାଦ ଦଙ୍ଗା : ସିଏଏ ବିରୋଧୀ ଦଙ୍ଗା ପରି ରଣନୀତି ଅନୁସରଣ କରାଯାଉଛି : ଗୁଇନ୍ଦା ରିପୋର୍ଟ

କୋଲକାତା : ଓ୍ବାକଫ ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଘଟିଥିବା ଘଟଣା ସମ୍ପର୍କରେ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି ଗୁଇନ୍ଦା ଏଜେନ୍ସି। ଇସ୍ଲାମିକ ମୌଳବାଦୀମାନେ ୨୦୧୯ ସିଏଏ ବିରୋଧୀ ଦଙ୍ଗା ସମୟରେ ବ୍ୟବହାର କରିଥିବା ରଣନୀତି ଭଳି ରଣନୀତି ବ୍ୟବହାର କରୁଛନ୍ତି…

ଇରାନ ପରମାଣୁ ବୋମା ତିଆରି କରିବାଠାରୁ ପାଦେ ଦୂରରେ

ରିୟାଦ: ଇରାନର ପରମାଣୁ କାର୍ଯ୍ୟକ୍ରମକୁ ନେଇ ପଶ୍ଚିମ ଏସିଆରେ ଭୟଙ୍କର ଯୁଦ୍ଧ ହେବାର ସମ୍ଭାବନା ରହିଛି। ଆମେରିକା ଇରାନ ସଂଲଗ୍ନ ଅଞ୍ଚଳରେ ହଜାର ହଜାର ସୈନିକ, ପରମାଣୁ ବିମାନ ବାହକ ଏବଂ ଡଜନ ଡଜନ ଲଢ଼ୁଆ ବିମାନ ମୁତୟନ କରିଛି। ଆମେରିକା…

୩,୮୮୦ କୋଟିର ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍‌ଘାଟନ

ବାରାଣସୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଉତ୍ତରପ୍ରଦେଶର ବାରାଣସୀରେ ୩,୮୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଆୟୋଜିତ ସଭାକୁ ସମ୍ବୋଧନ କରି ସେ କହିଥିଲେ ଯେ ଗତ ୧୦…

ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ

ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ତାମିଲନାଡୁ ରାଜ୍ୟପାଳଙ୍କ ଦ୍ୱାରା ବିଚାରାଧୀନ ବିଲ୍‌ଗୁଡ଼ିକୁ ଅନୁମୋଦନ ନ ଦେବାର ନିଷ୍ପତ୍ତିକୁ…

ତହଉର ରାଣାଙ୍କୁ ଭାରତ ଆଣିବାରେ ମୋଦିଙ୍କର କିଛି ବାହାଦୂରି ନାହିଁ

ନୂଆଦିଲ୍ଲୀ,୧୨।୪: ତହଉର ରାଣାଙ୍କ ପ୍ରତ୍ୟର୍ପଣକୁ ନେଇ ରାଜନୀତି ତୀବ୍ର ହେବାରେ ଲାଗିଛି। କଂଗ୍ରେସ ଏବଂ ଭାଜପା ନେତାମାନଙ୍କ ମଧ୍ୟରେ ଶ୍ରେୟ ନେବା ପାଇଁ ପ୍ରତିଯୋଗିତା ଚାଲିଛି। ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ସେ…

ଏମ୍‌କେ ଷ୍ଟାଲିନ, ମମତା ବାନାର୍ଜୀ, ସିଦ୍ଧରମୈୟାଙ୍କୁ ଚିଠି ଲେଖିଲେ ମେହେବୁବା ମୁଫତି

ନୂଆଦିଲ୍ଲୀ,୧୨।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଚିଠି ଲେଖି ବଢିଚାଲିଥିବା ବହୁସଂଖ୍ୟକବାଦି ରାଜନୈତିକ ପରିବେଶ ମଧ୍ୟରେ ଭାରତୀୟ ସମ୍ବିଧାନର ମୌଳିକ ମୂଲ୍ୟବୋଧ ପାଇଁ…