National & International

ଚାରି ଧାମ ଯାତ୍ରା ପାଇଁ ଜାରି ହେଲା ସ୍ବତନ୍ତ୍ର ନିର୍ଦ୍ଦେଶାବଳୀ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ବିଶ୍ୱ ପ୍ରସିଦ୍ଧ ଚାରିଧାମ ଯାତ୍ରା ଚଳିତ ବର୍ଷ ୩୦ ଏପ୍ରିଲରୁ ଆରମ୍ଭ ହେବାକୁ ଯାଉଛି । ପ୍ରତିବର୍ଷ ପରି ଏଥର ମଧ୍ୟ ଲକ୍ଷ ଲକ୍ଷ ଭକ୍ତ ଦର୍ଶନ ପାଇଁ ଗଙ୍ଗୋତ୍ରୀ, ଯମୁନେତ୍ରୀ, କେଦାରନାଥ ଏବଂ ବଦ୍ରିନାଥ ଆସିବେ ବୋଲି…

ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ସଂପତ୍ତି ଦଖଲ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆସୋସିଏଟେଡ୍ ଜର୍ଣ୍ଣାଲ୍ସ ଲିମିଟେଡ୍ (ଏଜେଏଲ୍)ର ସଂଲଗ୍ନ ସମ୍ପତ୍ତିକୁ ଦଖଲ କରିବା ପ୍ରକ୍ରିୟା ଆରମ୍ଭ କରିଛି ଇଡି। ୧୧ ଏପ୍ରିଲ୍ ୨୦୨୫ରେ, ଇଡି…

ପାକିସ୍ତାନର ୧.୫ ଲକ୍ଷରୁ ଅଧିକ ଶ୍ରମିକଙ୍କୁ ଚାକିରି ଦେବ ବେଲାରୁଷ୍

ଇସଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ କହିଛନ୍ତି, ବେଲାରୁଷ୍ ପ୍ରାୟ ୧.୫ ଲକ୍ଷ ପାକିସ୍ତାନୀଙ୍କୁ ଚାକିରି ପ୍ରଦାନ କରିଛି। ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏହାକୁ ପାକିସ୍ତାନବାସୀଙ୍କ ପାଇଁ ଏକ ଉପହାର ବୋଲି କହିଛନ୍ତି। ପାକିସ୍ତାନ କହିଛି ଯେ, ବେଲାରୁଷ୍‌ର ପ୍ରସ୍ତାବ ଦୁଇ…

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ୱାକଫ ଆଇନ: ମମତା ବାନାର୍ଜୀ

କୋଲକାତା : ୱାକଫ ଆଇନ ବିରୋଧରେ ପଶ୍ଚିମବଙ୍ଗର ଅନେକ ଜିଲ୍ଲାରେ ହିଂସାତ୍ମକ ପ୍ରତିବାଦ କରାଯାଉଛି । ମୁର୍ଶିଦାବାଦ, ହୁଗଲି, ୨୪ ପ୍ରଗଣା ଏବଂ ମାଲଦା ଜିଲ୍ଲାରେ ପୋଲିସ ଗାଡ଼ି ପୋଡ଼ି ଦିଆଯାଇଥିଲା। ଟ୍ରେନ୍ ଏବଂ ରାସ୍ତା ଅବରୋଧ କରାଯାଇଥିଲା ଏବଂ ପୋଡ଼ାଜଳା…

ବିହାରରେ କାଳବୈଶାଖୀର ତାଣ୍ଡବ, ଗଲାଣି ୧୦୨ ଜଣଙ୍କ ଜୀବନ

ବିହାର : ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ । ଏଯାଏ ଗଲାଣି ୧୦୨ ଜଣଙ୍କ ଜୀବନ । ବିହାରରେ ସବୁଠାରୁ ଅଧିକ ଦେଖିବାକୁ ମିଳିଛି ପ୍ରକୃତିର ପ୍ରଭାବ । ଭୀଷଣ ବର୍ଷା ଏବଂ ବ୍ରଜପାତ ଯୋଗୁଁ ଗତ ୨୪ ଘଣ୍ଟାରେ ୮୦…

ବରିଷ୍ଠ କଂଗ୍ରେସ ନେତା ସୁରନାଦ ରାଜଶେଖରନଙ୍କ ପରଲୋକ

ବରିଷ୍ଠ କଂଗ୍ରେସ ନେତା ସୁରନାଦ ରାଜଶେଖରନଙ୍କର କୋଚିର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ତାଙ୍କୁ ମୃତ୍ୟୁ ସମୟରେ ୭୬ ବର୍ଷ ବୟସ ହୋଇଥିଲା । ସକାଳ ପ୍ରାୟ ୧୧ଟାରେ ତାଙ୍କ ପାର୍ଥିବ ଶରୀରକୁ କୋଲାମର ଚଥାନ୍ନୁରସ୍ଥିତ ତାଙ୍କ ବାସଭବନକୁ…

ଟ୍ରମ୍ପଙ୍କ ଶୁଳ୍କ ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ଜିନପିଙ୍ଗ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉପରେ ପାରସ୍ପରିକ ଶୁଳ୍କ ୧୪୫%କୁ ବୃଦ୍ଧି କରିବା ପରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ ଘନେଇବାରେ ଲାଗିଛି। ଚୀନ ଆମେରିକା ଉତ୍ପାଦ ଉପରେ ୧୨୫% ଶୁଳ୍କ ଲାଗୁ କରିବା ପରେ ଟ୍ରମ୍ପ ଏହି…

ଏଆଇଡିଏମକେ ସହ ମେଣ୍ଟ କଲା ବିଜେପି, ଏକାଠି ଲଢ଼ିବେ ତାମିଲନାଡୁ ବିଧାନସଭା ନିର୍ବାଚନ

ତାମିଲନାଡୁରେ ଶାସକ ଡିଏମକେକୁ ହରାଇବା ପାଇଁ ବିଜେପି ନୂଆ ଗୋଟି ଚାଳନା କରିଛି। ଆଗାମୀ ୨୦୨୬ ବିଧାନସଭା ନିର୍ବାଚନରେ ଏହି ଜାତୀୟ ଦଳ ତାମିଲନାଡୁର ଆଞ୍ଚଳିକ ଦଳ ଏଆଇଡିଏମକେ(ଅଲ୍‌ ଇଣ୍ଡିଆ ଆନ୍ନା ଦ୍ରାଭିଡ଼ ମୁନ୍ନେତ୍ର କାଝାଗମ) ସହିତ ମେଣ୍ଟ କରିଛି। ଉଭୟ…

ତାହାୱର ହୁସେନ ରାଣା ଭାରତ ପ୍ରତ୍ୟର୍ପିତ, ଗିରଫ କଲା ଏନ୍‌ଆଇଏ

ନୂଆଦିଲ୍ଲୀ : ଭାରତ ପ୍ରତ୍ୟର୍ପିତ ହୋଇଥିବା ୨୦୦୮ ମୁମ୍ବଇ ଆତଙ୍କବାଦୀ ଆକ୍ରମଣର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ତାହାୱର ହୁସେନ ରାଣା ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ପହଞ୍ଚିଛି। ନୂଆଦିଲ୍ଲୀର ଆନ୍ତର୍ଜାତିକ ବିମାନବନ୍ଦରରେ ରାଣା ପହଞ୍ଚିବା ପରେ ଜାତୀୟ ତଦନ୍ତକାରୀ ଏଜେନ୍ସି (ଏନଆଇଏ) ତାକୁ…

ଦିଲ୍ଲୀ ପହଞ୍ଚିଲେ ତହୱୁର ରାଣା, ଗିରଫ କଲା ଏନଆଇଏ

ନୂଆଦିଲ୍ଲୀ,୧୦।୪ : ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଭାରତ ଅଣାଯାଇଛି। ଆମେରିକାରୁ ତାଙ୍କୁ ଆଣୁଥିବା ସ୍ବତନ୍ତ୍ର ବିମାନଟି ପାଲମ ବିମାନବନ୍ଦରରେ ଅବତରଣ କରିଥିଲା। ଏଠାରୁ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ NIA କାର୍ଯ୍ୟାଳୟକୁ ନିଆଯିବ। ପାଲମ ବିମାନବନ୍ଦର ବାହାରେ…