ସରକାରୀ କାର୍ଯ୍ୟାଳୟରୁ ହେରୋଇନ୍ ଜବତ, ଜଣେ କର୍ମଚାରୀ ଗିରଫ
ଇଟାନଗର: ଇଟାନଗର ପୁଲିସ ଏଠାକାର ସିଭିଲ୍ ସଚିବାଳୟ ପରିସରରୁ ଜଣେ ସନ୍ଦିଗ୍ଧ ଡ୍ରଗ୍ସ(ହେରୋଇନ୍) ଯୋଗାଣକାରୀଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ୪୪.୩୬ ଗ୍ରାମ ହେରୋଇନ୍ ଜବତ କରାଯାଇଛି ବୋଲି ଜଣେ ବରିଷ୍ଠ ପୁଲିସ ଅଧିକାରୀ ମଙ୍ଗଳବାର କହିଛନ୍ତି। ଇଟାନଗର ପୋଲିସ ଅଧୀକ୍ଷକ…
