ରାଜ୍ୟ ସଭାରେ ୱାକଫ ବିଧେୟକ ଆଗତ
ରାଜ୍ୟ ସଭାରେ ଆଗତ ହୋଇଛି ୱାକଫ (ସଂଶୋଧନ) ବିଧେୟକ। ଗତ ବୁଧବାର ଏହି ବିଧେୟକ ଲୋକସଭାରେ ପାରିତ ହେବା ପରେ ଗୁରୁବାର ରାଜ୍ୟ ସଭାରେ ଆଗତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏହି ବିଲ ଆଗତ କରି କହିଥିଲେ,…
ରାଜ୍ୟ ସଭାରେ ଆଗତ ହୋଇଛି ୱାକଫ (ସଂଶୋଧନ) ବିଧେୟକ। ଗତ ବୁଧବାର ଏହି ବିଧେୟକ ଲୋକସଭାରେ ପାରିତ ହେବା ପରେ ଗୁରୁବାର ରାଜ୍ୟ ସଭାରେ ଆଗତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏହି ବିଲ ଆଗତ କରି କହିଥିଲେ,…
ସୁପ୍ରିମକୋର୍ଟର ସମସ୍ତ ବିଚାରପତି ନିଜ ସମ୍ପତ୍ତି ତାଲିକା ସାର୍ବଜନୀନ କରିବା ଲାଗି ଘୋଷଣା କରିଛନ୍ତି। ଏଣିକି ପ୍ରଧାନ ବିଚାରପତିଙ୍କୁ ବି ନିଜର ସମ୍ପତ୍ତି ତାଲିକା ଘୋଷଣା କରିବାକୁ ହେବ। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁସାରେ ବିଚାରପତିମାନେ ପଦବୀ ସମ୍ଭାଳିବା ମାତ୍ରେ ନିଜ ସମ୍ପତ୍ତିର…
ପ୍ରୟାଗରାଜ: ଗୁରୁବାର ଦିନ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୱାକଫ ବୋର୍ଡ ଉପରେ ସିଧାସଳଖ ଆକ୍ରମଣ କରି ଏହା ଉପରେ ଜମି ଜବରଦଖଲ କରିବାର ଅଭିଯୋଗ ଆଣିଛନ୍ତି ଏବଂ କହିଛନ୍ତି ଯେ ସାର୍ବଜନୀନ ଏବଂ ଐତିହାସିକ ସ୍ଥାନଗୁଡ଼ିକ ଉପରେ ଏହାର…
ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ମିଳିଛି। ରାଜ୍ୟରେ ହୋଇଥିବା ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତିକୁ ରଦ୍ଦ କରିବା ଲାଗି କଲକାତା ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟଙ୍କ…
ଅର୍ଥନୀତିଜ୍ଞ ତଥା ନ୍ୟାସନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ(ଏନସିଏଇଆର)ର ମହାନିର୍ଦେଶକ ପୁନମ ପାଣ୍ଡେଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର। ସେ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ। ଗତ…
ଜାତୀୟ ରାଜପଥ କର୍ତ୍ତୃପକ୍ଷ – ଏନ୍ଏଚ୍ଏଆଇ ୨୦୨୪-୨୫ ଆର୍ଥିକ ବର୍ଷରେ ୫ ହଜାର ୧୫୦ କିଲୋମିଟର ଜାତୀୟ ରାଜପଥ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରିଥିବା ବେଳେ ୫୬୦୦ କିଲୋମିଟରରୁ ଅଧିକ ଜାତୀୟ ରାଜପଥ ନିର୍ମାଣ କରିଛନ୍ତି। ସଡ଼କ ପରିବହନ ଓ ରାଜପଥ…
ୱାକଫ ସଂଶୋଧନ ବିଧେୟକ ବୁଧବାର ସଂସଦରେ ଆଗତ ହୋଇଛି। ଏହା ଉପରେ ୮ ଘଣ୍ଟା ଆଲୋଚନା ହେବ। ତେବେ ବିଧେୟକକୁ ବିରୋଧୀ ଦଳଗୁଡ଼ିକ ବିରୋଧ କରିଆସୁଛନ୍ତି। ଏହା ମଧ୍ୟରେ ବିଧେୟକକୁ ସ୍ବାଗତ କରିଛନ୍ତି ଦିଲ୍ଲୀ ହଜ୍ କମିଟି ଅଧ୍ୟକ୍ଷା କୌସର ଜାହାଁ।…
ବେ ଅଫ୍ ବେଙ୍ଗଲ ଇନିସିଏଟିଭ ଫର ମଲ୍ଟି ସେକ୍ଟୋରାଲ ଟେକ୍ନିକାଲ ଆଣ୍ଡ ଇକୋନୋମିକ କୋଅପରେସନ(ବିମଷ୍ଟେକ) ଶିଖର ସମ୍ମେଳନ ଆସନ୍ତା ୪ ତାରିଖରୁ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଆୟୋଜିତ ହେବ। ଏହି ସମ୍ମିଳନୀ ପୂର୍ବରୁ ୨ ତାରିଖରେ ବରିଷ୍ଠ ଅଧିକାରୀଙ୍କ ବୈଠକ ଏବଂ…
ବିଜୟନଗରମ: ନାଗାବଳୀ ଏକ୍ସପ୍ରେସ ଲାଇନଚ୍ୟୁତ । ବିଜୟନଗରମ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହେଲା ନାନ୍ଦେଡରୁ ସମ୍ବଲପୁର ଯାଉଥିବା ନାଗାବଳୀ ଏକ୍ସପ୍ରେସ । ଟ୍ରେନର ପଛପଟେ ଥିବା ଦୁଇଟି କୋଚ୍ ଲାଇନଚ୍ୟୁତ ହୋଇଥିଲା । ଏକ୍ସପ୍ରେସଟି ବିଜୟନଗରମ୍ ଷ୍ଟେସନ ଛାଡିବା ପରେ ପରେ…
ପାଟନା: ବିଗିଡ଼ିଲା ଆରଜେଡି ନେତା ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା। ଦିଲ୍ଲୀ ଯିବାକୁ ପରାମର୍ଶ ଦେଲେ ପାଟନା ଡାକ୍ତର। କୁହାଯାଉଛି ଯେ, ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଲାଲୁ ଯାଦବ ଦିଲ୍ଲୀ ଯିବାକୁ ଘରୁ ବାହାରିଥିଲେ। କିନ୍ତୁ ବିମାନବନ୍ଦର…