National & International

ଷ୍ଟକବଜାର ପାଇଁ କଳା ଶୁକ୍ରବାର, ୧୧ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ : ଟ୍ରମ୍ପଙ୍କ ନୂତନ ଟାରିଫ୍ ନୀତି ପରେ ଗୁରୁବାର ଆମେରିକୀୟ ବଜାରରେ ହୋଇଥିବା ପ୍ରବଳ ହ୍ରାସର ସିଧାସଳଖ ପ୍ରଭାବ ଆଜି ଭାରତୀୟ ଷ୍ଟକ ବଜାର ସମେତ ସମଗ୍ର ଅନ୍ତର୍ଜାତୀୟ ଷ୍ଟକ ବଜାର ଉପରେ ପଡ଼ିଛି। ଆଜି ସପ୍ତାହର ଶେଷ ବ୍ୟବସାୟ…

ୱାକଫ ବିଧେୟକକୁ ନେଇ ଜେଡିୟୁରେ ଫାଟ, ଦଳ ଛାଡ଼ିଲେ ଆଉ ୩ ନେତା

ୱାକଫ(ସଂଶୋଧନ) ବିଧେୟକକୁ ନେଇ ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାରଙ୍କ ଜେଡିୟୁ ମଧ୍ୟରେ ଫାଟ ଦେଖିବାକୁ ମିଳିଛି। ସଂସଦରେ ଜେଡିୟୁ ବିଧେୟକକୁ ସମର୍ଥନ କରିବା ପରେ ଦଳ ଭିତରେ ରହିଥିବା ମୁସଲମାନ ବିଧାୟକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଦୁଇ ଦିନ ମଧ୍ୟରେ…

‘ଓ୍ବାକଫ ବିଲକୁ ଜବରଦସ୍ତି ଗୃହୀତ କରାଯାଇଛି !’, ସୋନିଆଙ୍କ ମନ୍ତବ୍ୟକୁ ନେଇ ବିବାଦ

ନୂଆଦିଲ୍ଲୀ : ଲୋକସଭା ବାଚସ୍ପତି ଓମ୍ ବିର୍ଲା ଶୁକ୍ରବାର କଂଗ୍ରେସ ସଂସଦୀୟ ଦଳ ମୁଖ୍ୟ ସୋନିଆ ଗାନ୍ଧୀଙ୍କ ନାମ ନ ନେଇ କହିଛନ୍ତି ଯେ ୱାକଫ୍ (ସଂଶୋଧନ) ବିଲ୍ ଉପରେ ତାଙ୍କର ମନ୍ତବ୍ୟ ଦୁର୍ଭାଗ୍ୟଜନକ ଏବଂ ସଂସଦୀୟ ଶୈଳୀର ଅନୁରୂପ ନୁହେଁ।…

ଶେଷ ହେଲା ବଜେଟ୍ ଅଧିବେଶନ: ଲୋକସଭା ପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ରାଜ୍ୟସଭା

ନୂଆଦିଲ୍ଲୀ: ସଂସଦ ଉଭୟ ଗୃହରେ ଶେଷ ହେଲା ବଜେଟ୍ ଅଧିବେଶନ । ଲୋକସଭା ପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ରାଜ୍ୟସଭା । ୩୧ ଜାନୁୟାରୀରେ ଆରମ୍ଭ ହୋଇଥିଲା ସଂସଦର ବଜେଟ ଅଧିବେଶନ । ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ…

ୱାକଫ୍‌ ବିଲ୍‌: ବିବେକ ଅନୁସାରେ ଭୋଟ୍‌ ଦେବାକୁ ନିଷ୍ପତ୍ତି ନେଲା ବିଜେଡି

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଅଧିବେଶନର ଆଉ ଦୁଇ ଦିନ ବାକି ଥିବା ବେଳେ ଗୁରୁବାର ରାଜ୍ୟସଭାରେ ଓ୍ୱାକଫ୍‌ (ସଂଶୋଧନ) ବିଲ୍‌ ଉପସ୍ଥାପନ ହୋଇଛି। ଏହାପୂର୍ବ ଦିନ ଲୋକସଭାରେ ୧୨ ଘଣ୍ଟାର ଜୋରଦାର ଆଲୋଚନା ପରେ ପାସ ହୋଇଥିଲା। ଏବେ ରାଜ୍ୟସଭାରେ ଏହାର…

ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ହେଲା ଦେୟମୁକ୍ତ

ନୂଆଦିଲ୍ଲୀ: ଏଣିକି ଆଉ ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ପାଇଁ ଚାର୍ଜ ଦେବାକୁ ପଡିବ ନାହିଁ । ଆର୍ଥିକ ସଂସ୍ଥାଗୁଡ଼ିକ ଏନେଇ ଯେଉଁ ଚାର୍ଜ ଲଗାଉଥିଲେ, ତାହା ଏବେ ଆଉ ଲଗାଯିବ ନାହିଁ । ଏଣିକି ଦେୟମୁକ୍ତ ହେବ ପିପିଏଫ ଆକାଉଣ୍ଟ…

ରାଜ୍ୟସଭାରେ ୱକଫ୍ ବିଲ୍ ଆଲୋଚନା ବେଳେ ବିଜେଡିର ବିରୋଧ

ନୂଆଦିଲ୍ଲୀ/ଭୁବନେଶ୍ବର: ରାଜ୍ୟସଭାରେ ୱାକଫ୍ ବିଲ୍ ଆଲୋଚନା ବେଳେ ବିଜେଡି ଏହାକୁ ବିରୋଧ କରିଛି। ଆଲୋଚନାରେ ଭାଗ ନେଇ ସାଂସଦ ମୁନା ଖାନ୍ ଏହାକୁ ବିରୋଧ କରିଛନ୍ତି। ସେ କହିଛନ୍ତି, ୱକଫ୍ ସମ୍ପତ୍ତି ସୁରକ୍ଷିତ ରହିବା ନେଇ ପ୍ରଥମେ ମନ୍ତ୍ରୀ ସ୍ପଷ୍ଟ କରନ୍ତୁ।…

ନିଯୁକ୍ତି ରଦ୍ଦ ହେବା ପରେ ମମତାଙ୍କ ବୟାନ ; ଅଦାଲତକୁ ସମ୍ମାନ କରୁଛୁ, କିନ୍ତୁ ଏହି ନିଷ୍ପତ୍ତିକୁ ଅସ୍ୱୀକାର

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ପ୍ରାୟ ୨୬୦୦୦ ଶିକ୍ଷକ ଓ ଷ୍ଟାଫଙ୍କ ନିଯୁକ୍ତିକୁ ସୁପ୍ରିମକୋର୍ଟ ଅବୈଧ ଘୋଷଣା କରିବା ପରେ ରାଜନୀତି ଜୋର ହୋଇଛି । ଏହି ମାମଲାରେ ବିରୋଧୀ ଦଳ ବିଜେପି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରିଛି । ଅନ୍ୟପଟେ…

ରାଜ୍ୟ ସଭାରେ ୱାକଫ ବିଧେୟକ ଆଗତ

ରାଜ୍ୟ ସଭାରେ ଆଗତ ହୋଇଛି ୱାକଫ (ସଂଶୋଧନ) ବିଧେୟକ। ଗତ ବୁଧବାର ଏହି ବିଧେୟକ ଲୋକସଭାରେ ପାରିତ ହେବା ପରେ ଗୁରୁବାର ରାଜ୍ୟ ସଭାରେ ଆଗତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏହି ବିଲ ଆଗତ କରି କହିଥିଲେ,…

ସମ୍ପତ୍ତି ତାଲିକା ସାର୍ବଜନୀନ କଲେ ସିଜେଆଇଙ୍କ ସମେତ ୩୦ ବିଚାରପତି

ସୁପ୍ରିମକୋର୍ଟର ସମସ୍ତ ବିଚାରପତି ନିଜ ସମ୍ପତ୍ତି ତାଲିକା ସାର୍ବଜନୀନ କରିବା ଲାଗି ଘୋଷଣା କରିଛନ୍ତି। ଏଣିକି ପ୍ରଧାନ ବିଚାରପତିଙ୍କୁ ବି ନିଜର ସମ୍ପତ୍ତି ତାଲିକା ଘୋଷଣା କରିବାକୁ ହେବ। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁସାରେ ବିଚାରପତିମାନେ ପଦବୀ ସମ୍ଭାଳିବା ମାତ୍ରେ ନିଜ ସମ୍ପତ୍ତିର…