National & International

ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ। ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି। ଭାରତୀୟ…

ଭାରତକୁ ନୂଆ ଝଟକା ଦେବାକୁ ପ୍ରସ୍ତୁତ ହେଉଛନ୍ତି ଟ୍ରମ୍ପ, କୃଷି ଉତ୍ପାଦନ ଉପରେ ୧୦୦ ପ୍ରତିଶତ ଶୁଳ୍କ ଧମକ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତା ଗ୍ରହଣ କରିବା ମାତ୍ରେ ସାରା ବିଶ୍ୱରେ ଏକ ଶୁଳ୍କ ଯୁଦ୍ଧ ଆରମ୍ଭ କରିଦେଇଛନ୍ତି। ଟ୍ରମ୍ପ ଚାଇନା, କାନାଡା ଏବଂ ଭାରତ ସମେତ ଅନେକ ଦେଶ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି।…

ବାଣ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ସ୍ଲାବ୍ ଭୁଶୁଡ଼ି ପଡ଼ିବାରୁ ୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧।୪: ମଙ୍ଗଳବାର ଗୁଜରାଟର ବନାସକାଣ୍ଠା ଜିଲାରେ ଏକ ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟି ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଚାରି ଜଣ ଆହତ ହୋଇଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ଅଗ୍ନିକାଣ୍ଡ ପରେ ଅନେକ ବିସ୍ଫୋରଣ ହୋଇଥିଲା। ଏହି…

ଦିଲ୍ଲୀ ସରକାର ପାଳିବେ ଓଡ଼ିଶା ପର୍ବ: ଉତ୍କଳ ଦିବସରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ନୂଆଦିଲ୍ଲୀ: ଦିଲ୍ଲୀରେ ପାଳନ ହେବ ଓଡ଼ିଶା ପର୍ବ । ଆଗାମୀ ଦିନରେ ଧୂମଧାମରେ ପାଳନ ହେବ ଓଡ଼ିଶା ପର୍ବ । ରାଜଧାନୀର ଛାତି ଉପରେ ଦିଲ୍ଲୀ ସରକାର ପାଳିବେ ଓଡ଼ିଶା ପର୍ବ । ଉତ୍କଳ ଦିବସରେ ଏନେଇ ବଡ଼ ଘୋଷଣା କରିଛନ୍ତି…

ଉତ୍ତରାଖଣ୍ଡର ୧୧ଟି ସ୍ଥାନର ନାମ ପରିବର୍ତ୍ତନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଧାମୀ

ନୂଆଦିଲ୍ଳୀ : ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ପାହାଡ଼ି ରାଜ୍ୟଗୁଡ଼ିକର ହରିଦ୍ୱାର, ଡେରାଡୁନ, ନୈନିତାଲ ଏବଂ ଉଧମ ସିଂହ ନଗର ଜିଲ୍ଲାର ୧୧ଟି ସ୍ଥାନର ନାମ ପରିବର୍ତ୍ତନ ଘୋଷଣା କରିଛନ୍ତି। ଯାହାପରେ ବିରୋଧୀ ଦଳଗୁଡ଼ିକ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି…

କଟରାରୁ ଜମ୍ମୁ କଶ୍ମୀରକୁ ଚାଲିବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

କଟରାରୁ ଜମ୍ମୁ କଶ୍ମୀର ଯିବା ହେବ ସହଜ । କମ୍ ସମୟରେ କଶ୍ମୀରରେ ପହଞ୍ଚିପାରିବେ ଯାତ୍ରୀ । ପ୍ରଥମେ ୧୯ ଏପ୍ରଲରୁ କଟରାରୁ କାଶ୍ମୀରକୁ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ । ଏକ୍ସପ୍ରେସର ଶୁଭାରମ୍ଭ କରିବେ ମୋଦି । ୨୭୨କିଲୋମିଟର ପର୍ଯ୍ୟନ୍ତ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ IFS ନିଧି ତିୱାରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ (ପିଏସ) ଭାବରେ ଆଇଏଫଏସ ନିଧି ତିୱାରୀ ନିଯୁକ୍ତ ହୋଇଛନ୍ତି । କାର୍ମିକ ଏବଂ ତାଲିମ ବିଭାଗ (DoPT) ଦ୍ୱାରା ଜାରି କରାଯାଇଥିବା ଆଦେଶ ଅନୁଯାୟୀ, ନିଧି ତିୱାରୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟକ୍ତିଗତ ଭାବେ ଦାୟିତ୍ବ…

ଏଣିକି ମଦ ପିଇ ରୋଗାଗ୍ରସ୍ତ ହେଲେ ମିଳିବନି ସ୍ୱାସ୍ଥ୍ୟ ବୀମା

ନୂଆଦିଲ୍ଲୀ: ଉତ୍ତମ ଜୀବନ ପାଇଁ ସ୍ୱାସ୍ଥ୍ୟ ବୀମା ନୀହାତି କରିବା ଉଚିତ୍ । ଗ୍ରାହକଙ୍କୁ ଉତ୍ତମ ସୁବିଧା ଯୋଗାଇଦେବା ପାଇଁ ବିଭିନ୍ନ ବୀମା କମ୍ପାନୀ ଅଲଗା ଅଲଗା ପ୍ରକାରର ବ୍ୟକ୍ତିଗତ ସ୍ୱାସ୍ଥ୍ୟ ବୀମା ବା ହେଲଥ୍‌ ଇନସୁରାନ୍ସ ପଲିସି ଉପଲବ୍ଧ କରିଥାନ୍ତି…

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା ଅନୁଭୂତ, ତୀବ୍ରତା ୩.୫

ମିଆଁମାର ଏବଂ ଥାଇଲାଣ୍ଡ ପରେ ଅରୁଣାଚଳ ପ୍ରଦେଶର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୩.୫ ରହିଥିଲା । ଅପରାହ୍ନ ୨ଟା ୩୮ ସମୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପରେ କିଛି କ୍ଷୟକ୍ଷତି ହୋଇନାହିଁ ।…

ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନଙ୍କ କାର୍‌ ବିସ୍ଫୋରଣ, ଜେଲେଁସ୍କି ଦେଇଥିଲେ ଧମକ

ମସ୍କୋ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନଙ୍କୁ ହତ୍ୟା କରିବାକୁ ପୁଣି ଉଦ୍ୟମ ହୋଇଛି। ମସ୍କୋ ରାସ୍ତାରେ ରୁଷିଆର ପ୍ରମୁଖ ଗୁଇନ୍ଦା ଏଜେନ୍ସି ଏଫଏସବି ମୁଖ୍ୟାଳୟ ନିକଟରେ ପୁତିନ ବ୍ୟବହାର କରୁଥିବା ଅତ୍ୟନ୍ତ ନାମୀଦାମୀ ଅରସ୍ ସେନତ୍ ଲିମୋସିନ୍ କାର୍‌ରେ ଭୀଷଣ…