National & International

ମୋଦୀଙ୍କ ଉତ୍ତରାଧିକାରୀ ମହାରାଷ୍ଟ୍ରରୁ ଆସିବେ : ସଂଜୟ ରାଉତ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାଗପୁର ଗସ୍ତ ଉପରେ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତଙ୍କ ବୟାନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ରବିବାର ନାଗପୁର ଯାଇ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ…

କୁମ୍ଭ ଭାଇରଲ ଗାର୍ଲ ମୋନାଲିସାକୁ ଫିଲ୍ମ ଅଫର ଦେଇଥିବା ନିର୍ମାତା ଦୁଷ୍କର୍ମ ଅଭିଯୋଗରେ ଗିରଫ

କୁମ୍ଭମେଳା ସମୟରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଅଭିନୟ ପାଇଁ ଅଫର ଦେଇଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ଏକ ଦୁଷ୍କର୍ମ ମାମଲାରେ ଗିରଫ କରାଯାଇଛି। ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିବା ପରେ ଏହି ଗିରଫଦାରୀ ହୋଇଛି।…

ଆଶାରାମକୁ ମିଳିଲା ୯୦ ଦିନ ଜାମିନ

ଶାହଜହାଁପୁର: ଦୁଷ୍କର୍ମ ମାମଲାରେ ଆଜୀବନ ଜେଲଦଣ୍ଡାଦେଶ ଭୋଗୁଥିବା ଆଶାରାମ ବାପୁଙ୍କ ଜାମିନ ଅବଧି ଆଉ ୩ ମାସ ବଢିଛି। ଫଳରେ ପୀଡ଼ିତାଙ୍କ ପିତା ପରିବାରର ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଦୁଷ୍କର୍ମ ପୀଡ଼ିତାଙ୍କ ପିତା କହିଛନ୍ତି ତାଙ୍କ ପରିବାର ନିମନ୍ତେ…

ମଣିପୁର, ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶରେ ଲାଗୁ ରହିବ AFSPA, ୬ ମାସ ଅବଧି ବୃଦ୍ଧି କଲେ ଗୃହ ମନ୍ତ୍ରଣାଳୟ

ମଣିପୁର ରାଜ୍ୟର ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସଶସ୍ତ୍ର ବାହିନୀ ସ୍ୱତନ୍ତ୍ର କ୍ଷମତା ଆଇନ (AFSPA)(ଆର୍ମଡ୍ ଫୋର୍ସଡ ସ୍ପେସାଲ ପାୱାର ଆକ୍ଟ ) କୁ ଛଅ ମାସ ପାଇଁ ବୃଦ୍ଧି କରିଛନ୍ତି । ଗୃହ…

ନାଗପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନାଗପୁରରେ ଗସ୍ତରେ ଅଛନ୍ତି । ଇତି ମଧ୍ୟରେ ନାଗପୁର ସ୍ଥିତ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ପ୍ରତିଷ୍ଠାକୁ ୮ବର୍ଷ ବିତିଯାଇଛି । ନାଗପୁର ଗସ୍ତରେ ଆସି ଶ୍ରୀ ମୋଦି ଆରଏସଏସର ସଂସ୍ଥାପକଙ୍କ ମୁର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…

ହିମାଚଳପ୍ରଦେଶରେ ଭୂସ୍ଖଳନ, ୬ ମୃତ

ହିମାଚଳପ୍ରଦେଶର କୁଲ୍ଲୁ ଜିଲା ଅନ୍ତର୍ଗତ ମଣିକର୍ଣ୍ଣ ଅଞ୍ଚଳରେ ରବିବାର ଭୂସ୍ଖଳନ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ମଣିକର୍ଣ୍ଣ ସାହିବ…

ଦିଲ୍ଲୀ ଉପକଣ୍ଠକୁ ସ୍ଥାନାନ୍ତର ହେବ ତିହାର ଜେଲ

ନୂଆଦିଲ୍ଲୀ : ଦିଲ୍ଲୀସ୍ଥିତ ତିହାର ଜେଲକୁ ସ୍ଥାନାନ୍ତର କରିବାକୁ ରାଜ୍ୟ ସରକାର ଚିନ୍ତା କରୁଥିବା ଜଣାପଡିଛି। ଜେଲ ସ୍ଥାନାନ୍ତରଣ ସର୍ଭେ କାର୍ଯ୍ୟ ପାଇଁ ଚଳିତ ବଜେଟରେ ୧୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସୂଚନା ଦେଇଛନ୍ତି।…

ପରିବେଶ ସୁରକ୍ଷା ପ୍ରତି ସଚେତନ ହେବାକୁ ରାଷ୍ଟ୍ରପତିଙ୍କ ପରାମର୍ଶ

ନୂଆଦିଲ୍ଲୀ : ପରିବେଶ ସୁରକ୍ଷା ପ୍ରତି ସଚେତନ ହେବା ସହ ଏଥିପାଇଁ ଉଦ୍ୟମ କରିବାକୁ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଜ୍ଞାନ ଭବନରେ ପରିବେଶ ସମ୍ପର୍କିତ ଏକ ଜାତୀୟ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ରାଷ୍ଟ୍ରପତି ମୁର୍ମୁ ପରିବେଶ ସୁରକ୍ଷା…

୧୬୦୦ ଟପିଲା ମିଆଁମାର ଭୂକମ୍ପ ମୃତ୍ୟୁ ସଂଖ୍ୟା

ୟାଙ୍ଗନ/ବ୍ୟାଙ୍କକ୍‌ : ମ୍ୟାଁମାରରେ ଶୁକ୍ରବାର ଘଟିଥିବା ଭୟାବହ ଭୂମିକମ୍ପରେ ମୃତକଙ୍କ ସଂଖ୍ୟା ୧୬୪୪ରେ ପହଞ୍ଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩୫୦୦ରୁ ଅଧିକ ଲୋକ ଆହତ ହୋଇଥିବା ମ୍ୟାଁମାରରେ କ୍ଷମତାସୀନ ଜୁନ୍ତା ସରକାରଙ୍କ ପକ୍ଷରୁ ଶନିବାର ସ୍ପଷ୍ଟ କରାଯାଇଛି। ଧ୍ବଂସସ୍ତୂପ ତଳେ ସହସ୍ରାଧିକ…

ଜୁଲାଇ ୩ରୁ ଅମରନାଥ ଯାତ୍ରା

ନୂଆଦିଲ୍ଲୀ ୨୯।୩: ଅମରନାଥ ଯାତ୍ରାର ତାରିଖ ଧାର୍ଯ୍ୟ ହୋଇଛି। ଯାତ୍ରା ସହିତ ରେଜିଷ୍ଟ୍ରେସନ ତାରିଖ ମଧ୍ୟ ସାମ୍ନାକୁ ଆସିଛି। ପବିତ୍ର ଅମରନାଥ ଯାତ୍ରା ଚଳିତବର୍ଷ ଜୁଲାଇ ୩ ତାରିଖରୁ ଆରମ୍ଭ ହୋଇ ୯ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଚାଲିବ। ଶ୍ରୀ ଅମରନାଥ…