୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲ ମୂଳପୋଛ: ଅମିତ୍ ଶାହା
ନୂଆଦିଲ୍ଲୀ: ଛତିଶଗଡ ଏନକାଉଣ୍ଟର ପରେ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୋଦୀଙ୍କ ନେତୃତ୍ଵରେ ଦେଶରୁ ନକ୍ସଲବାଦ ମୂଳୋତ୍ପାଟନ କରାଯିବ। ୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲବାଦ ମୂଳପୋଛ କରାଯିବ। ନକ୍ସଲ ମାନଙ୍କୁ ମୁଖ୍ୟସ୍ରୋତକୁ ଫେରି ଆସିବାକୁ…
