National & International

ଜଜଙ୍କ ଘରୁ ଟଙ୍କା ମିଳିବା ଘଟଣା: ୨୦୧୮ରେ ସିବିଆଇ ଏଫଆଇଆର୍‌ରେ ରହିଥିଲା ଜଷ୍ଟିସ ବର୍ମାଙ୍କ ନାଁ

ନୂଆଦିଲ୍ଲୀ : ବିବାଦରେ ଥିବା ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶବନ୍ତ ବର୍ମାଙ୍କୁ ନେଇ ଗୋଟିଏ ବଡ଼ ଖବର ସାମ୍ନାକୁ ଆସିଛି। ମାର୍ଚ୍ଚ ୧୪ରେ ଜଷ୍ଟିସ ବର୍ମାଙ୍କ ଘରେ ନିଆଁ ଲାଗି ଯାଇଥିଲା। ଏହାପରେ ତାଙ୍କ ଘରକୁ ବିପୁଳ ପରିମାଣର ନଗଦ…

ସୀମାନିର୍ଦ୍ଧାରଣକୁ ଆଉ ୨୫ ବର୍ଷ ସ୍ଥଗିତ ରଖାଯାଉ : ଚେନ୍ନାଇ ଜେଏସି ବୈଠକରେ ଦାବି

ଚେନ୍ନାଇ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ଅଧ୍ୟକ୍ଷତାରେ ଚେନ୍ନାଇରେ ଅନୁଷ୍ଠିତ ମିଳିତ କାର୍ଯ୍ୟକାରୀ କମିଟି (ଜେଏସି) ବୈଠକରେ ୨୫ ବର୍ଷ ପାଇଁ ନିର୍ବାଚନମଣ୍ଡଳୀର ସୀମା ନିର୍ଦ୍ଧାରଣ (ପରିସୀମନ) ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଏକ ପ୍ରସ୍ତାବ ଗୃହୀତ ହୋଇଛି। ନିର୍ବାଚନମଣ୍ଡଳୀ…

ଲଦାଖରେ ଚୀନ୍‌ର ବେଆଇନ ପଦକ୍ଷେପ: କଡ଼ା ପ୍ରତିବାଦ ଜଣାଇ ଉଚିତ୍ ଜବାବ ଦେଲା ଭାରତ

ନୂଆଦିଲ୍ଲୀ: ଚୀନ୍ ନିଜର ଷଡ଼ଯନ୍ତ୍ରରୁ ପଛକୁ ହଟିବାର କୌଣସି ସଙ୍କେତ ଦେଖାଉନାହିଁ। ସେ ଭାରତ ସୀମାରେ ନିରନ୍ତର ଉତ୍ତେଜନାମୂଳକ କାର୍ଯ୍ୟ ଚଳାଇ ଆସୁଛନ୍ତି। ଏବେ ଏହା ଲଦାଖ ନିକଟବର୍ତ୍ତୀ ସୀମାନ୍ତ ଅଞ୍ଚଳରେ ଦୁଇଟି ନୂତନ ଜିଲ୍ଲା ଗଠନ ଘୋଷଣା କରିଛି। ଭାରତ…

‘ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଆମକୁ ଦଣ୍ଡିତ କରା ନ ଯାଉ’, ଡିଲିମିଡେଶନକୁ ନେଇ ଚେନ୍ନାଇରେ ଏକଜୁଟ ହେଲେ ବିରୋଧୀ

ଚେନ୍ନାଇ,୨୨।୩: ସୀମା ନିର୍ଦ୍ଧାରଣ ପ୍ରସଙ୍ଗ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଶନିବାର ଚେନ୍ନାଇରେ ବିରୋଧୀ ନେତାମାନଙ୍କର ଏକ ବୈଠକ ଡାକିଥିଲେ। କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ସମେତ ଅନେକ ରାଜ୍ୟ ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ…

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୧୭ଲକ୍ଷ ହ୍ବାଟସଆପ ଆକାଉଣ୍ଟ ବ୍ଲକ୍‌

ନୂଆଦିଲ୍ଲୀ,୨୨।୩: ଟେଲିକମ ଠକେଇର ମୁକାବିଲା କରିବା ପାଇଁ ଭାରତ ସରକାର ଶୁକ୍ରବାର କହିଛନ୍ତି ଯେ, ସଞ୍ଚାର ସାଥୀ ପୋର୍ଟାଲ ମାଧ୍ୟମରେ ଏପର୍ଯ୍ୟନ୍ତ ୩.୪ କୋଟିରୁ ଅଧିକ ମୋବାଇଲ ଫୋନ କନେକ୍ସନ କଟାଯାଇଛି। ଏଥିସହ ୩.୧୯ ଲକ୍ଷ IMEI ନମ୍ବରକୁ ବ୍ଲକ କରାଯାଇଛି।…

ନାଗପୁର ହିଂସା ସମୟରେ ଆହତ ହୋଇଥିବା ଯୁବକ ମୃତ

ନାଗପୁର: ଶନିବାର ଦିନ ନାଗପୁରରେ ହୋଇଥିବା ହିଂସା ମାମଲାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକଙ୍କ ନାମ ଇରଫାନ ଅନସାରୀ ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ହିଂସା ସମୟରେ ଇରଫାନ ଅନସାରୀ ଗୁରୁତର ଆହତ…

୫.୩ ନିୟୁତ ପ୍ରବାସୀଙ୍କୁ ଆମେରିକା ଛାଡିବାକୁ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ

ୱାଶିଂଟନ: ଆମେରିକାର ପ୍ରବାସ ନୀତି ସମ୍ପର୍କରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଏକ ବଡ଼ ନିଷ୍ପତ୍ତି ନେଇଛି। ଯାହା ଦ୍ୱାରା ୪ ଦେଶର ନାଗରିକଙ୍କୁ ଏବେ ଆମରେିକା ଛାଡିବାକୁ ପଡ଼ିବ। କ୍ୟୁବା, ହାଇତି, ନିକାରାଗୁଆ ଏବଂ ଭେନେଜୁଏଲାର ଆଦି ୪ ଦେଶର…

ଖୁବଶୀଘ୍ର ନିଜର ଇଣ୍ଟରନେଟ ବ୍ରାଉଜର ଖୋଲିବ ଭାରତ

ନୂଆଦିଲ୍ଲୀ: ଖୁବଶୀଘ୍ର ନିଜର ବ୍ରାଉଜର ଲଞ୍ଚ କରିବ ଭାରତ । ଭାରତ ସ୍ୱଦେଶୀ ଭାବରେ ବ୍ରାଉଜର ବିକଶିତ କରିବା ନେଇ ଯୋଜନା କରୁଛି, ଯାହା ଡାଟା ସୁରକ୍ଷା ଏବଂ ଗୋପନୀୟତା ସୁନିଶ୍ଚିତ କରିବ । ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି…

ହନିଟ୍ରାପ୍‌ ପ୍ରସଂଗ‌କୁ ନେଇ କମ୍ପିଲା କର୍ଣ୍ଣାଟକ ବିଧାନସଭା

ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୟାଙ୍କ ବିରୋଧରେ ହନଟ୍ରାପ ଦୁର୍ନୀତି ଅଭିଯୋଗ ଆସିବା ପରେ ତାହାକୁ ନେଇ ବିବାଦ ଉପୁଜିଛି। ଏହି ମାମଲାରେ ୪୮ ଜଣ ବରିଷ୍ଠ ମନ୍ତ୍ରୀ ସାମିଲ୍‌ ଥିବା ଅଭିଯୋଗ ହୋଇଛି। କର୍ଣ୍ଣାଟକ ସମବାୟ ମନ୍ତ୍ରୀ କେ ଏନ୍‌…

ପ୍ରତିରକ୍ଷା କ୍ଷମତା ବୃଦ୍ଧି ପାଇଁ ୫୪ ହଜାର କୋଟି

ନୂଆଦିଲ୍ଲୀ : ଭାରତୀୟ ପ୍ରତିରକ୍ଷା ବାହିନୀର ପରିଚାଳନା କ୍ଷମତାକୁ ବୃଦ୍ଧି କରିବା ପାଇଁ ୫୪ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ (ଡିଏସି) ୫୪ ହଜାର କୋଟିରୁ ଅଧିକ ମୂଲ୍ୟର…