National & International

ଜଜ୍‌ଙ୍କ ଘରୁ ବିପୁଳ ଟଙ୍କା: ଏହି କଥାକୁ ନେଇ ଆଶ୍ଚର୍ଯ୍ୟ ହେଲେ ଜଗଦୀପ ଧନକର

ନୂଆଦିଲ୍ଲୀ: ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ସରକାରୀ ବଙ୍ଗଳାରେ ଅଗ୍ନିକାଣ୍ଡ ଘଟି କୋଟି କୋଟି ଟଙ୍କା ଉଦ୍ଧାର ହେବା ବିଷୟରେ ଏବେ ଚର୍ଚ୍ଚାର ପରିସର ଭିତରେ ରହଛି। ନିଆଁ ଲିଭାଇବାକୁ ଯାଇଥିବା ଦମକଳ ବାହିନୀ ସେଠାରେ ବିପୁଳ ପରିମାଣର ଟଙ୍କା ପାଇଥିଲେ। ତା’ପରେ…

ଅଲଗା ହେଲେ କ୍ରିକେଟର ୟୁଜବେନ୍ଦ୍ର ଚହଲ ଓ ଧନଶ୍ରୀ ବର୍ମା

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଓ ନୃତ୍ୟ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କୁ ମୁମ୍ବାଇର ଏକ ପାରିବାରିକ ଅଦାଲତ ଛାଡ଼ପତ୍ର ପ୍ରଦାନ କରିଛନ୍ତି। କୋର୍ଟ ଛାଡ଼ପତ୍ରର ନିର୍ଦ୍ଦେଶକୁ ମଞ୍ଜୁର କରିଛନ୍ତି। କୋର୍ଟ ଉଭୟ ପକ୍ଷର ମିଳିତ ଆବେଦନକୁ ଗ୍ରହଣ କରିଛନ୍ତି। କୋର୍ଟ ବାହାରେ…

ରୁଷ୍‌ ଉପରେ ୟୁକ୍ରେନ୍‌ର ବଡ଼ ଧରଣର ଆକ୍ରମଣ

ନୂଆଦିଲ୍ଲୀ: ଥମୁନାହିଁ ରୁଷ-ୟୁକ୍ରେନ୍‌ ବିବାଦ। ଏହି ଦୁଇ ଦେଶ ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧ ବନ୍ଦ୍‌ ହେବା ନେଇ କଥାବାର୍ତ୍ତା ଚାଲିଥିବା ବେଳେ ୟୁକ୍ରେନ୍ ରୁଷ ଉପରେ କରିଛି ଏବ ବଡ଼ ଧରଣର ଆକ୍ରମଣ। ଉଭୟ ଦେଶ ପରସ୍ପର…

ଦିଲ୍ଲୀ ହାଇକୋର୍ଟ ବିଚାରପତିଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା, କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ସୁପ୍ରିମକୋର୍ଟ କଲେଜିୟମ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମାଙ୍କ ବଦଳି ପାଇଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ। ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନାଙ୍କ ନେତୃତ୍ୱାଧୀନ ତିନି ଜଣ ବରିଷ୍ଠ ବିଚାରପତିଙ୍କ କଲେଜିୟମ୍ ଜଷ୍ଟିସ୍ ବର୍ମାଙ୍କୁ ତାଙ୍କର ମୂଳ ହାଇକୋର୍ଟ ଅର୍ଥାତ୍ ଆହ୍ଲାବାଦ…

୨୫ ସେଲିବ୍ରିଟିଙ୍କ ନାଁରେ ଏତଲା

ରାଣା ଦଗୁବାତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା ଓ ମଞ୍ଚୁ ଲକ୍ଷ୍ମୀଙ୍କ ସମେତ ପ୍ରାୟ ୨୫ ଜଣ ଲୋକପ୍ରିୟ ସେଲିବ୍ରିଟି ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କ ବିରୋଧରେ ଏତଲା ଦାୟର କରିଛି ତେଲଙ୍ଗାନା ପୁଲିସ। ଏମାନଙ୍କ ବିରୋଧରେ ବେଆଇନ ବେଟିଂ ଆପ୍ସକୁ ପ୍ରୋତ୍ସାହନ…

ଆସନ୍ତା ବର୍ଷ ଭାରତ ହେବ ନକ୍ସଲ ମୁକ୍ତ: ୨୬ ନକ୍ସଲ ଏନକାଉଣ୍ଟର ପରେ ଶାହାଙ୍କ ବଡ ବୟାନ

ନୂଆଦିଲ୍ଲୀ: ଏନକାଉଣ୍ଟରରେ ଥରିଛି ଛତିଶଗଡର ଛାତି । ଜଙ୍ଗଲରେ ଶୁଭିଛି ଗୁଳିର ଗର୍ଜନ । ଆଉ ଯବାନଙ୍କ ଗୁଳିରେ ଟଳିପଡିଛନ୍ତି ୨୬ ମାଓବାଦୀ । ଇଟାର ଜବାବ ପଥରରେ ଦେଇଛନ୍ତି ସୁରକ୍ଷା କର୍ମୀ । ଛତିଶଗଡର ୨ଟି ଅଲଗା ଅଲଗା ସ୍ଥାନରେ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକ ନିର୍ମାଣ ପାଇଁ ମୋର ଦାବି: ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଟିମ୍ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଏକ ବାୟୋପିକ୍ ନିର୍ମାଣ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି।। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକରେ ଦେଖାଯିବା ଉଚିତ ଯେ ଅଲରାଉଣ୍ଡର ତାଙ୍କ ସଂଘର୍ଷମମୟ ଯାତ୍ରା‌ରେ…

ଚହଲ ଏବଂ ଧନଶ୍ରୀଙ୍କ ଛାଡ଼ପତ୍ର ମାମଲାକୁ ନେଇ ଆସିଲା କୋର୍ଟ ନିଷ୍ପତ୍ତି

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା ଡିସେମ୍ବର ୨୦୨୨ରେ ବିବାହ କରିଥିଲେ। ବିବାହର ପ୍ରାୟ ଚାରି ବର୍ଷ ପରେ ଦୁହେଁ ଆନୁଷ୍ଠାନିକ ଭାବରେ ଅଲଗା ହୋଇଯାଇଛନ୍ତି। ଧନଶ୍ରୀ ଏବଂ ଚହଲଙ୍କ ଛାଡପତ୍ର ମାମଲା ବାନ୍ଦ୍ରା ପରିବାର…

ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ମାଓବାଦୀ ନିହତ, ଜଣେ ଯବାନ ସହିଦ

ମାଲକାନଗିରି: ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା । ଓଡ଼ିଶା ସୀମାନ୍ତ ଛତିଶଗଡ଼ର ବିଜାପୁର ଓ ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ଜଣ ମାଓବାଦୀ ନିହତ ହୋଇଛନ୍ତି । ଏହି ଅପରେସନ ବେଳେ ଜଣେ ଯବାନ ମଧ୍ୟ ସହିଦ ହୋଇଛନ୍ତି ।…

ଭାରତ ସରକାରଙ୍କ ବିରୋଧରେ ମାମଲା ରୁଜ୍ଜୁ କଲା ‘ଏକ୍ସ’

ବେଙ୍ଗାଲୁରୁ: ଏଲୋନ ମସ୍କଙ୍କ କମ୍ପାନୀ ଏକ୍ସ କର୍ପୋରେସନ କର୍ଣ୍ଣାଟକ ହାଇକୋର୍ଟରେ ଭାରତ ସରକାରଙ୍କ ବିରୁଦ୍ଧରେ ଏକ ପିଟିସନ ଦାଖଲ କରିଛି। ସେ ଭାରତ ସରକାରଙ୍କ ଆଇଟି ଆଇନର ଧାରା ୭୯(୩)(ଖ) ଉପରେ ପ୍ରଶ୍ନ ଉଠାଇଛନ୍ତି। କମ୍ପାନୀ କହିଛି ଯେ ଏହି ନିୟମ…