National & International

ଟ୍ରମ୍ପ୍‌ଙ୍କୁ ନୋବେଲ ଶାନ୍ତି ପୁରସ୍କାର ମିଳିବା ନେଇ ଚର୍ଚ୍ଚା

ୱାଶିଂଟନ: ତିନି ବର୍ଷ ଧରି ଚାଲିଥିବା ରୁଷିଆ-ୟୁକ୍ରେନ ଯୁଦ୍ଧକୁ ବନ୍ଦ କରିବା ପାଇଁ ସମସ୍ତ ପ୍ରୟାସ ବିଫଳ ହେଉଥିଲା ଏବଂ ତା’ପରେ ଡୋନାଲ୍ଡ ଟ୍ରମ୍ପ୍ ତାଙ୍କ ନିର୍ବାଚନ ପ୍ରଚାର ସମୟରେ ଯୁଦ୍ଧ ବନ୍ଦ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ରାଷ୍ଟ୍ରପତି ପଦ ଗ୍ରହଣ…

ସୁନୀତା ୱିଲିୟମ୍ସ ବସି ଫେରିଥିବାକ୍ରୁ ଡ୍ରାଗନ୍ କ୍ୟାପସୁଲର ମୂଲ୍ୟ ୧୧୭୦ କୋଟି ଟଙ୍କା

ନୂଆଦିଲ୍ଲୀ: ଅନେକଦିନର ଚେଷ୍ଟା ପରେ ୯ ମାସ ପରେ ଦୀର୍ଘ ୧୭ ଘଣ୍ଟାର ଯାତ୍ରା ପରେ ସ୍ପେସ ଷ୍ଟେସନରୁ ସଫଳତା ସହ ସୁନୀତା ୱିଲିୟମ୍ସ ଓ ବୁଚ୍ ୱିଲମୋର ଏବଂ ତାଙ୍କର ଅନ୍ୟ ଦୁଇ ମହାକାଶଚାରୀ ଆଲେକଜାଣ୍ଡର ଗୋର୍ବୁନୋଭ ଓ ନିକ୍…

ଭୂକମ୍ପରେ ଥରିଲା ନେପାଳ

ନୂଆଦିଲ୍ଲୀ : ପଡୋଶୀ ଦେଶ ନେପାଳରେ ପୁଣି ଥରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ମଙ୍ଗଳବାର ପଶ୍ଚିମ ନେପାଳରେ ୪.୩ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ମାତ୍ର ଏଥିରେ ଧନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ ।…

ମହାକୁମ୍ଭ ରୂପରେ ପୁରା ଦୁନିଆ ଦର୍ଶନ କଲା ଭାରତ : ମୋଦୀ

ନୂଆଦିଲ୍ଲୀ: ଆଜି ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବୋଧନ କରିଛନ୍ତି। ପ୍ରଥମେ ମହାକୁମ୍ଭର ସଫଳ ଆୟୋଜନ ପାଇଁ ଉତ୍ତର ପ୍ରଦେଶ ପ୍ରଶାସନ ଏବଂ ଜନତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୋଦୀ କହିଛନ୍ତି ମହାକୁମ୍ଭ ଜରିଆରେ ରାଷ୍ଟ୍ରୀୟ ଚେତନାର ଦର୍ଶନ ହେଲା। ମହାକୁମ୍ଭ ରୂପରେ ପୁରା…

ଆପଣଙ୍କ କାମ ଦେଖି ଚିଠି ଲେଖିବା ପାଇଁ ନିଜକୁ ଅଟକାଇ ପାରିଲି ନାହିଁ: ମୋଦୀ

ନୂଆଦିଲ୍ଲୀ: ଭାରତର ଝିଅ ତଥା ମହାକାଶ ବିଜ୍ଞାନୀ ସୁନୀତା ୱିଲିଅମ୍ସ ପୃଥିବୀକୁ ଫେରିବାର ଯାତ୍ରା ଆରମ୍ଭ ହୋଇଯାଇଛି। ଦୀର୍ଘ ୯ ମାସ ପରେ ମହାକାଶରେ ଫସିଥିବା ମହାକାଶ ବିଜ୍ଞାନୀ ସୁନୀତା ୱିଲିଅମ୍ସ ଓ ବୁଚ୍ ୱିଲମୋର ମଙ୍ଗଳବାର ସକାଳ ୧୦.୩୦ରେ ଅନ୍ତର୍ଜାତୀୟ…

ଷ୍ଟକ ବଜାରରେ ଫେରିଲା ଉତ୍ସାହ, ସେନସେକ୍ସ ୧୧୩୧ ପଏଣ୍ଟ ବୃଦ୍ଧି

ମୁମ୍ବାଇ: ଭାରତୀୟ ଷ୍ଟକ ବଜାର ଲାଗି ଆଜି ଥିଲା ଉତ୍ସାହର ଦିନ । ମଙ୍ଗଳବାର ବିଏସ୍ଇ ସେନ୍ସେକ୍ସ ୧୧୩୧.୩୧ ପଏଣ୍ଟ (୧.୫୩%) ବୃଦ୍ଧି ପାଇ ୭୫,୩୦୧.୨୬ ପଏଣ୍ଟରେ ବନ୍ଦ ହୋଇଛି। ଅନ୍ୟପକ୍ଷରେ ଏନଏସଇ ନିଫ୍ଟି ୫୦ ଇଣ୍ଡେକ୍ସ ୩୨୫.୫୫ ପଏଣ୍ଟ (୧.୪୫%)…

ନାଗପୁର ସଂଘର୍ଷ ଯୋଜନାବଦ୍ଧ ନା ସରକାରଙ୍କ ବିଫଳତା? ତେଜିଲା ରାଜନୀତି

ନାଗପୁର: ନାଗପୁର ସଂଘର୍ଷରେ ୩୦ ରୁ ଅଧିକ ଲୋକ ଆହତ ହେବା ପରେ ଏହାକୁ ନେଇ ଏବେ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କାରଣ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କହିଛନ୍ତି ଯେ ଏହି ହିଂସା ଯୋଜନାବଦ୍ଧ ଥିଲା। ମାତ୍ର ବିରୋଧୀ…

ଆତ୍ମସମର୍ପଣ ଅପେକ୍ଷା ଲଢେଇ କରିବାକୁ ଚାହିବୁ : ୟୁକ୍ରେନ୍

କିବ: ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ରୁଷରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଆଜି କଥାବାର୍ତ୍ତା ହେବାକୁ ଯାଉଛି । ଏହି କଥାବାର୍ତ୍ତାର କିଛି ଘଣ୍ଟା ପୂର୍ବରୁ ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଆଣ୍ଡ୍ରି ସିବିହା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ…

ହେଲମେଟ ପିନ୍ଧିନଥିବାରୁ ତେଜ ପ୍ରତାପଙ୍କ ଉପରେ ଲାଗିଲା ୪ହଜାର ଟଙ୍କାର ଜରିମାନା

ପାଟନା: ହୋଲି ପାଳନ ବେଳେ ଭୁଲିଗଲେ ନିୟମ। ହେଲମେଟ ପିନ୍ଧିନଥିବାରୁ ତେଜ ପ୍ରତାପଙ୍କ ଉପରେ ଲାଗିଲା ୪ହଜାର ଟଙ୍କାର ଜରିମାନା। ପାଟନାରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ବିନା ହେଲମେଟରେ ଦୁଇ ଚକିଆ ଯାନ ଚଳାଇ ଟ୍ରାଫିକ୍ ନିୟମ ଉଲ୍ଲଂଘନ କରିଥିବାରୁ ରାଷ୍ଟ୍ରୀୟ…

ଦୁବାଇ ଯାଉଥିବା ପ୍ରତିଟି କଳାକାର ପାଇଁ ଦାଉଦ ରାତିଭୋଜନର କରୁଥିଲା ଆୟୋଜନ

ନୂଆଦିଲ୍ଲୀ: ବଲିଉଡରେ ଏମିତି ଏକ ସମୟ ଥିଲା ଯେଉଁ ସମୟରେ ଅଣ୍ଡରୱାର୍ଲ୍ଡ ଡନ୍ ଦାଉଦ୍ ଇବ୍ରାହିମର ବହୁତ ପ୍ରଭାବ ଥିଲା। ଅନେକ ପ୍ରସିଦ୍ଧ ଚଳଚ୍ଚିତ୍ର ତାରକା ଏବଂ ଚଳଚ୍ଚିତ୍ର ନିର୍ମାତା ଦାଉଦର ବନ୍ଧୁ ଥିଲେ। ନିକଟରେ ସାମ୍ବାଦିକ ତଥା ଲେଖକ ହୁସେନ…