National & International

ଆମେରିକାରେ ଖଲିସ୍ତାନୀ କାର୍ଯ୍ୟକଳାପ ବନ୍ଦ ହେଉ : ତୁଳସୀଙ୍କୁ କହିଲେ ରାଜନାଥ

ନୂଆଦିଲ୍ଲୀ : କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସୋମବାର (ମାର୍ଚ୍ଚ ୧୭, ୨୦୨୫) ଆମେରିକାର ଗୁଇନ୍ଦା ମୁଖ୍ୟ ତୁଳସୀ ଗବାର୍ଡଙ୍କୁ ଭେଟିଛନ୍ତି। ଏହି ସମୟରେ ଆମେରିକା ମାଟିରେ ଭାରତୀୟ ସ୍ୱାର୍ଥ ବିରୁଦ୍ଧରେ କାର୍ଯ୍ୟ କରୁଥିବା ଖଲିସ୍ତାନୀ ଉଗ୍ରବାଦୀଙ୍କ ପ୍ରସଙ୍ଗ ଉଠିଥିଲା।…

ଖରାପ ସମୟରେ ଶ୍ରୀକୃଷ୍ଣ ଓ ଗୀତା ସବୁବେଳେ ମୋତେ ସାହାଯ୍ୟ କରନ୍ତି : ତୁଳସୀ ଗାବାର୍ଡ୍

ନୂଆଦିଲ୍ଲୀ : ଏହା ଆମ ଶାସ୍ତ୍ରରେ ଲେଖାଯାଇଛି, ଯେତେବେଳେ ବି ଅସୁବିଧା ଉପୁଜିବ, ଶ୍ରୀମଦ୍ ଭଗବତ ଗୀତା ପଢ଼ନ୍ତୁ। ଏହା ଆପଣଙ୍କୁ ବାଟ ଦେଖାଇଥାଏ । ମହାଜ୍ଞାନୀଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପର୍ଯ୍ୟନ୍ତ ସମସ୍ତେ ସବୁବେଳେ ଏହି ମନ୍ତ୍ରକୁ ଆପଣାଇଛନ୍ତି…

ଦୁଇ ଦିନରେ ୨୨ଟି ହତ୍ୟା ଏହା କ’ଣ ମଙ୍ଗଳ ରାଜ୍ୟ: ରାବ୍ରୀ ଦେବୀ

ନୂଆଦିଲ୍ଲୀ: ବିହାରର ଆଇନ ବ୍ୟବସ୍ଥାକୁ ନେଇ ସୋମବାର ବିଧାନସଭା ପରିଷଦରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ନୀତିଶ କୁମାରଙ୍କୁ ଟାଗେର୍ଟ କରିଥିଲେ। ରାଜ୍ୟରେ ବଢ଼ୁଥିବା ଅପରାଧ ଏବଂ ପୁଲିସ ଉପରେ ହେଉଥିବା ଆକ୍ରମଣ ଘଟଣାକୁ ନେଇ ରାବ୍ରୀ ଦେବୀ କହିଛନ୍ତି, ‘…

ଔରଙ୍ଗଜେବଙ୍କ ସମାଧି ବୀରତ୍ବର ପ୍ରତୀକ : ସଂଜୟ ରାଉତ

ମୁମ୍ବାଇ: ମହାରାଷ୍ଟ୍ରରେ ଔରଙ୍ଗଜେବଙ୍କ ସମାଧିକୁ ନେଇ ରାଜନୀତି ବଢିଚାଲିଛି ଏବଂ ଏହାର ଉତ୍ତାପ ସମଗ୍ର ଦେଶରେ ଅନୁଭୂତ ହେଉଛି । ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ସମେତ ବିଭିନ୍ନ ହିନ୍ଦୁ ସଂଗଠନ ଔରଙ୍ଗଜେବଙ୍କ ସମାଧି ହଟାଇବାକୁ ଦାବି କରୁଛନ୍ତି…

ସୁନା ପରେ ବେଙ୍ଗାଲୁରୁ ବିମାନବନ୍ଦରରୁ ଜବତ ହେଲା ଡ୍ରଗ୍ସ; ୨ ମହିଳା ଗିରଫ

ମାଙ୍ଗାଲୁରୁ,୧୬ା୩: ବେଙ୍ଗାଲୁରୁ ବିମାନବନ୍ଦରରୁ ୩୭ କିଲୋଗ୍ରାମ୍‌ ଡ୍ରଗ୍ସ ସହ ନାଇଜେରିଆର ୨ ମହିଳାଙ୍କୁ ଗିରଫ କରାଯାଇଛି। ଜବତ ନିଶାଦ୍ରବ୍ୟର ମୂଲ୍ୟ ୭୫ କୋଟି ଟଙ୍କା ହେବ। କର୍ନାଟକରେ ଏହା ସର୍ବାଧିକ ଡ୍ରଗ୍ସ ଜବତ ବୋଲି ପୋଲିସ କହିଛି। ଗିରଫ ମହିଳା ହେଲେ…

“ଭାଷା ଘୃଣାଯୋଗ୍ୟ ନୁହେଁ, ଦିଲ୍ଲୀରେ ଯୋଗାଯୋଗ ପାଇଁ ହିନ୍ଦୀ ଉପଯୋଗୀ”: ଚନ୍ଦ୍ରବାବୁ ନାଇଡୁ

ନୂଆଦିଲ୍ଲୀ,୧୭।୩: ସୋମବାର ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ଏମକେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ତାମିଲନାଡୁ ସରକାର ଏବଂ କେନ୍ଦ୍ର ମଧ୍ୟରେ ଚାଲିଥିବା ଭାଷା ବିବାଦ ଉପରେ ଗୁରୁତ୍ୱାରୋପ କରି କହିଛନ୍ତି ଯେ “ଜାତୀୟ ଭାଷା” ଦିଲ୍ଲୀରେ ହିନ୍ଦୀରେ ସରଳ କଥାବାର୍ତ୍ତା…

‘ଚନ୍ଦ୍ରାୟାନ-୫ ମିଶନ’କୁ ମଞ୍ଜୁରୀ ଦେଲେ କେନ୍ଦ୍ର ସରକାର, ଜାପାନ କରିବ ସହଯୋଗ

ନୂଆଦିଲ୍ଲୀ,୧୭।୩: କେନ୍ଦ୍ର ସରକାର ମହତ୍ୱାକାଂକ୍ଷୀ ‘ଚନ୍ଦ୍ରାୟାନ-୫ ମିଶନ’କୁ ଅନୁମୋଦନ କରିଛନ୍ତି। ଏହି ମିଶନ ଅଧୀନରେ, ଚନ୍ଦ୍ରପୃଷ୍ଠର ଅଧ୍ୟୟନ ପାଇଁ ୨୫୦ କିଲୋଗ୍ରାମର ଏକ ରୋଭର ପଠାଯିବ। ଇସ୍ରୋ ଅଧ୍ୟକ୍ଷ ଭି. ନାରାୟଣନ ଏହି ଖବରକୁ ନିଶ୍ଚିତ କରିଛନ୍ତି ଏବଂ କହିଛନ୍ତି ଯେ…

ବ୍ୟାଙ୍କ ଧର୍ମଘଟ ଡାକରା: ୪ ଦିନ ବ୍ୟାଙ୍କ ସେବା ବନ୍ଦ ରହିବ

ନୂଆଦିଲ୍ଲୀ/ଭୁବନେଶ୍ବର: ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ (ଆଇବିଏ) ସହିତ ଆଲୋଚନା ବିଫଳ ହେବା ପରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (ୟୁଏଫବିୟୁ ) ମାର୍ଚ୍ଚ ୨୪ ଏବଂ ୨୫ ରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି। ୟୁଏଫବିୟୁର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ…

ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ | ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି | ମିଳିଥିବା ସୂଚନା ମୁତାବକ ଆଜି ସକାଳେ ୧୦ଟା ୩୦…

ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରି ୮୫୫କୋଟିର କ୍ଷତି ସହିଲା ପିସିବି

ନୂଆଦିଲ୍ଲୀ: ଆୟୋଜକ ହୋଇ କ୍ଷତି ସହିଲା ପାକିସ୍ତାନ। ଲାଭ ଆଶା ରଖି ସହିଲା କ୍ଷତି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବହୁତ ଆଶା ଏବଂ ବଡ଼ ସ୍ୱପ୍ନ ସହିତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ କରିଥିଲା। କିନ୍ତୁ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁଦେଶ…