National & International

୧୪୦ କୋଟି ଭାରତୀୟ ମୋ ଶକ୍ତି : ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ପ୍ରସିଦ୍ଧ ପଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ଏହି ପୋଡକାଷ୍ଟରେ ତାଙ୍କ ପିଲାଦିନ, ହିମାଳୟରେ ବିତାଇଥିବା ସମୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କର ଯାତ୍ରା ସମେତ ବିଭିନ୍ନ ବିଷୟ ଉପରେ ସେ…

ପାକ୍‌ ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ, ୯୦ ଯବାନ ମୃତ

ପାକିସ୍ତାନର ବାଲୋଚିସ୍ତାନ ପ୍ରଦେଶରେ ରବିବାର ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ ହୋଇଛି। ପାକ୍‌ ସେନାର କିଛି ବସରେ ଯବାନମାନେ ନୌଶକି ଅଞ୍ଚଳ ଦେଇ କ୍ଵେଟାରୁ ତାଫତାନ ଯାଉଥିଲେ। ଏହି ସମୟରେ ହଠାତ ଆଇଇଡି ଭର୍ତ୍ତି ଏକ ଗାଡ଼ି ପାକ୍‌ ସେନାର…

ପଣବନ୍ଦୀ ଥିବା ୨୧୪ ଯାତ୍ରୀଙ୍କୁ ହତ୍ୟା କଲା ବିଏଲଏ

ପାକିସ୍ତାନରେ ଜାଫର ଏକ୍ସପ୍ରେସ ହାଇଜ୍ୟାକ୍‌ ଘଟଣାରେ ପଣବନ୍ଦୀ ଥିବା ୨୧୪ ଯାତ୍ରୀଙ୍କୁ ବାଲୋଚ ଲିବରେସନ ଆର୍ମି(ବିଏଲଏ) ହତ୍ୟା କରିଛି। ଏ ନେଇ ବିଏଲଏ ପକ୍ଷରୁ ଦାବି କରାଯାଇଛି। ବନ୍ଦୀ ଅଦଳ ବଦଳ କରିବାକୁ ପାକ୍ ସରକାର ରାଜି ନ ହେବାରୁ ପଣବନ୍ଦୀମାନଙ୍କୁ…

ଖୁବ୍‌ଶୀଘ୍ର ମହାକାଶରୁ ଫେରିବେ ସୁନିତା ୱିଲିୟମ୍ସ, ମହାକାଶ ଷ୍ଟେସନରେ ପହଞ୍ଚିଲା ନାସାର କ୍ରୁ-୧୦ ମିଶନ୍

ନୂଆଦିଲ୍ଲୀ: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍ ୱିଲମୋର ଆଉ କିଛି ଦିନ ପରେ ପୃଥିବୀକୁ ଫେରିବେ। ସେମାନଙ୍କୁ ଫେରାଇ ଆଣିବା ପାଇଁ ‘ନାସା’ ଓ ‘ସ୍ପେସ ଏକ୍ସ’ ଦ୍ୱାରା ପ୍ରକ୍ଷେପଣ କରାଯାଇଥିବା କ୍ରୁ-୧୦ ର…

ମାସିଡୋନିଆ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ, ୫୧ ମୃତ

ସ୍କୋପଜେ (ମାସିଡୋନିଆ) : ଶନିବାର ବିଳମ୍ବିତ ରାତିରେ ଉତ୍ତର ମାସେଡୋନିଆର କୋକାନି ସହରରେ ଥିବା ଏକ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ ଘଟି ୫୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଛନ୍ତି। ଅଗ୍ନିଶମ ବିଭାଗ ସହାୟତା…

ଜଳନ୍ଧରରେ ଗ୍ରେନେଡ୍ ଆକ୍ରମଣ, ନିଜକୁ ଦାୟୀ କଲା ପାକିସ୍ତାନୀ ଗ୍ୟାଙ୍ଗଷ୍ଟର

ଜଳନ୍ଧର: ପଞ୍ଜାବର ଜଳନ୍ଧରରେ ଏକ ଘର ଉପରେ ଗ୍ରେନେଡ୍ ଆକ୍ରମଣ ହୋଇଛି । ପାକିସ୍ତାନୀ ଗ୍ୟାଙ୍ଗଷ୍ଟର ଶାହଜାଦ ଭଟ୍ଟି ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି । ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ସେୟାର କରି…

ମୋତେ ମାଡ଼ ମାରିଥିବା ଅଧିକାରୀଙ୍କୁ ମୁଁ ସ୍ପଷ୍ଟ ଭାବେ ଚିହ୍ନଟ କରି ପାରିବି: ରାନ୍ୟା

ନୂଆଦିଲ୍ଲୀ: ସୁନା ଚୋରା ଚାଲାଣ ମାମଲାରେ ଗିରଫ ହେବା ପରଠାରୁ କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ନେଇ ନୂଆନୂଆ ତଥ୍ୟା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମରେ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ (ଡିଆରଆଇ)ର ଅତିରିକ୍ତ ମହାନିର୍ଦ୍ଦେଶକଙ୍କୁ ଏକ ଚିଠି ଲେଖି ରାନ୍ୟା…

କର୍ଣ୍ଣାଟକରେ ମୁସଲିମ୍ କନ୍‌ଟ୍ରାକ୍ଟରଙ୍କୁ ୪% ସଂରକ୍ଷଣ, ବିଜେପି କହିଲା- ରାହୁଲ ଗାନ୍ଧୀଙ୍କ ମାନସିକତାର ପ୍ରତିଫଳନ

ନୂଆଦିଲ୍ଲୀ: କର୍ଣ୍ଣାଟକ ଟ୍ରାନ୍ସପରେନ୍ସି ଇନ୍ ପବ୍ଲିକ୍ ପ୍ରକ୍ୟୁରମେଣ୍ଟ (KTPP) ଆକ୍ଟରେ ସଂଶୋଧନକୁ କର୍ଣ୍ଣାଟକ କ୍ୟାବିନେଟ୍ ମଞ୍ଜୁରି ଦେଇଛି । ଏହି ସଂଶୋଧନ ପରେ ଠିକା କାମରେ ମୁସଲ୍‌ମାନ ଠିକାଦାରଙ୍କୁ ଚାରି ପ୍ରତିଶତ ସଂରକ୍ଷଣ ଦିଆଯିବ । କ୍ୟାବିନେଟ୍ ଅନୁମୋଦନ ମିଳିବା ପରେ…

ଯଦି ହିନ୍ଦୀକୁ ବିରୋଧ କରୁଛ ନିଜ ଚଳଚ୍ଚିତ୍ରକୁ ହିନ୍ଦୀରେ ଡବ୍ କରୁଛ କାହିଁକି ?: ପବନ କଲ୍ୟାଣ

ହାଇଦ୍ରାବାଦ : ଜନସେନା ପାର୍ଟି ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣ ତାମିଲନାଡୁର ରାଜନେତାଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଏହି ନେତାମାନେ ହିନ୍ଦୀକୁ ବିରୋଧ କରନ୍ତି, ତଥାପି ଆର୍ଥିକ ଲାଭ ପାଇଁ ତାମିଲ ଚଳଚ୍ଚିତ୍ରକୁ ହିନ୍ଦୀରେ ଡବିଂ…

ପାନକାର୍ଡ ପରି ଏବେ ଆଧାର ସହ ଲିଙ୍କ ହେବ ଭୋଟର ଆଇକାର୍ଡ

ନୂଆଦିଲ୍ଲୀ: ନିର୍ବାଚନୀ ପାରଦର୍ଶିତା ବଢାଇବା ଉଦ୍ଦେଶ୍ୟରେ ଏବେ ଭୋଟର ଆଇଡିକୁ ଆଧାର ସହ ସଂଯୋଗ କରିବା ପ୍ରକ୍ରିୟା ଜୋରଦାର କରାଯାଇଛି । ପାନକାର୍ଡ ପରି ଏବେ ଭୋଟ ପରିଚୟ ପତ୍ରକୁ ମଧ୍ୟ ଆଧାର ସହ ସଂଯୋଗ କରିବା ଯୋଜନା ଉପରେ ନିର୍ବାଚନ…