National & International

କୁମ୍ଭମେଳାକୁ ନେଇ ବିବାଦୀୟ ବୟାନ ଦେଲେ ରାଜ ଠାକରେ

ନୂଆଦିଲ୍ଲୀ: ବିଶ୍ୱ ପ୍ରସିଦ୍ଧ କୁମ୍ଭମେଳା ସରିଗଲାଣି, ହେଲେ ଏହାକୁ ନେଇ ରାଜନୀତି କମିବାର ନାମ ନେଉନାହିଁ | ବିଭିନ୍ନ ପ୍ରସଙ୍ଗରେ ରାଜନୈତିକ ଦଳମାନେ ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି | ଏବେ ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ବି…

ଆମେରିକାରେ ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା କଲେ ଅଜଣା ବ୍ୟକ୍ତି

ନ୍ୟୁୟର୍କ: ଆମେରିକାର କାଲିଫର୍ଣ୍ଣିଆର ଚିନୋ ହିଲ୍ସରେ ଥିବା ବୋକାସାନୱାସୀ ଅକ୍ଷର ପୁରୁଷୋତ୍ତମ ସ୍ୱାମୀନାରାୟଣ ସନ୍ଥ (BAPS) ଙ୍କ ମନ୍ଦିରକୁ ଅଜ୍ଞାତ ବ୍ୟକ୍ତିମାନେ ଭଙ୍ଗାରୁଜା କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରି ମନ୍ଦିର କର୍ତ୍ତୃପକ୍ଷ ଏହି ସୂଚନା…

ଛାତିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଛି। ସୂଚନାନୁସାରେ, ଗତକାଲି ରାତି ପ୍ରାୟ ୨ଟା ସମୟରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। କୁହାଯାଉଛି ଯେ ରାତିରେ ଶୋଇବା ସମୟରେ ସେ ଅସ୍ଥିରତା ଏବଂ ଛାତିରେ ଯନ୍ତ୍ରଣା ଅନୁଭବ…

ମହିଳା ଦିବସ ୨୦୨୫: ମୋଦୀଙ୍କ ସୋସିଆଲ ମିଡିଆରେ ଭୁବନେଶ୍ଵର ଝିଅ ଏଲିନା ମିଶ୍ର

ନୂଆଦିଲ୍ଲୀ: ମାର୍ଚ୍ଚ ୮ ତାରିଖ, ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ସାମାଜିକ ଗଣମାଧ୍ୟମ ହ୍ୟାଣ୍ଡେଲକୁ ସଫଳ ମହିଳାମାନେ ପରିଚାଳନା କରିଛନ୍ତି । ଓଡ଼ିଆ ଆଣବିକ ବିଜ୍ଞାନୀ ଏଲିନା ମିଶ୍ରଙ୍କୁ ଏହି ସୌଭାଗ୍ୟ ମିଳିଛି । ପ୍ରଧାନମନ୍ତ୍ରୀଙ୍କ ଏକ୍ସ ହ୍ୟାଣ୍ଡେଲରେ ଏଲିନା…

ଜେଲରୁ ମୁକ୍ତ ହେଲେ ଦକ୍ଷିଣ କୋରିଆର ନିଲମ୍ବିତ ରାଷ୍ଟ୍ରପତି ୟୁନ୍ ସୁକ୍ ୟୁଲ୍

ମହାଭିଯୋଗିରେ ଦୋଷୀ ସାବ୍ୟସ୍ତ ଦକ୍ଷିଣ କୋରିଆର ରକ୍ଷଣଶୀଳ ରାଷ୍ଟ୍ରପତି ୟୁନ୍ ସୁକ୍ ୟୁଲଙ୍କୁ ଆଜି ତାଙ୍କୁ ଜେଲରୁ ମୁକ୍ତ କରାଯାଇଛି। ସିଓଲ୍ କୋର୍ଟ ରାଷ୍ଟ୍ରପତିଙ୍କୁ ଗିରଫ ନ କରି ବିଦ୍ରୋହ ନିମନ୍ତେ ବିଚାର ପାଇଁ ଅନୁମତି ଦେବା ସହ ତାଙ୍କ ଗିରଫଦାରୀ…

କୁଳଭୂଷଣ ଯାଦବଙ୍କ ଅପହରଣରେ ସଂପୃକ୍ତ ଥିବା ଆଇଏସଆଇ ଏଜେଣ୍ଟକୁ ହତ୍ୟା

ଇସଲାମାବାଦ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଆଇଏସଆଇ ବଡ଼ ବଡ଼ ଅପରାଧୀ ଓ ଆତଙ୍କବାଦୀଙ୍କୁ ନିଜର ଗୁପ୍ତ ଏଜେଣ୍ଟ ମାନଙ୍କ ମାଧ୍ୟମରେ ଅନେକ ଷଡ଼ଯନ୍ତ୍ର ଓ ହତ୍ୟା କରିଥାଏ । କିନ୍ତୁ ଖୋଦ ଆଇଏସଆଇର ଜଣେ ଏଜେଣ୍ଟ ଅଜ୍ଞାତ ଲୋକଙ୍କ ଦ୍ବାରା ହତ୍ୟାର…

ହିଜବୁଲ ଆତଙ୍କବାଦୀ ଗିରଫ: ପାକିସ୍ତାନରେ ପ୍ରଶିକ୍ଷଣ, ମୁରାଦାବାଦରେ କରିଥାଆନ୍ତା ଆକ୍ରମଣ

ପାକିସ୍ତାନରେ ପ୍ରଶିକ୍ଷଣ ନେଇ ଉତ୍ତରପ୍ରଦେଶର ମୁରାଦାବାଦରେ ଆକ୍ରମଣ ଯୋଜନା କରୁଥିବା ଏକ ଆତଙ୍କୀକୁ ଗିରଫ କରିଛି ଉତ୍ତରପ୍ରଦେଶ ପୁଲିସର ଆତଙ୍କବାଦୀ ନିରୋଧୀ ସ୍କ୍ବାଡ(ଏଟିଏସ)। ଗିରଫ ଆତଙ୍କୀ ହେଉଛି ହିଜବୁଲ ମୁଜ୍ଜାହିଦ୍ଦିନ ଆତଙ୍କବାଦୀ ସଂଗଠନର ସକ୍ରିୟ ସସଦ୍ୟ ଉଲଫତ ହୁସେନ ଓରଫ ମହମ୍ମଦ…

ରାହୁଲଙ୍କ ମାନସିକ ସ୍ଥିତି ବିଗିଡିଯାଇଛି: ସୁଧାଂଶୁ ତ୍ରିବେଦୀ

ନୂଆଦିଲ୍ଲୀ: ଗୁଜୁରାଟ କଂଗ୍ରେସ ଉପରେ ଦଳୀୟ ନେତା ରାହୁଲ ଗାନ୍ଧୀ ଦେଇଥିବା ବୟାନ ପରେ ରାଜନୀତି ଉଷ୍ମ ହୋଇଛି। ଭାରତୀୟ ଜନତା ପାର୍ଟି (ବିଜେପି) କହିଛି ଯେ ଅନ୍ୟମାନଙ୍କୁ ଦୋଷ ଦେବା ସହିତ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜ ଲୋକଙ୍କୁ…

ପ୍ରମାଣ ଅଭାବରୁ ନାନାଙ୍କ ଉପରେ ତନୁଶ୍ରୀ ଆଣିଥିବା ଅଭିଯୋଗକୁ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ: ୨୦୧୮ ମସିହାରେ ବଲିଉଡ ଅଭିନେତ୍ରୀ ତନୁଶ୍ରୀ ଦତ୍ତା, ଅଭିନେତା ନାନା ପାଟେକରଙ୍କ ବିରୋଧରେ ଯୌନ ନିର୍ଯାତନାର ଗମ୍ଭୀର ଅଭିଯୋଗ ଆଣିଥିଲେ। ଏହି ଘଟଣା ପରେ, #ମିଟୁ ଅଭିଯାନ ସୋସିଆଲ ମିଡିଆରେ ବହୁତ ଲୋକପ୍ରିୟ ହୋଇଥିଲା। ଏବେ ଏହି ମାମଲାରେ ଏକ…

ମହିଳା ସମୃଦ୍ଧି ଯୋଜନାକୁ ଦିଲ୍ଲୀ ସରକାରଙ୍କ ମଂଜୁରୀ, ମହିଳାଙ୍କୁ ମାସକୁ ମିଳିବ ୨୫୦୦ ଟଙ୍କା

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଦିଲ୍ଲୀର ମହିଳାମାନଙ୍କୁ ଉପହାର ଦେଇଛନ୍ତି ବିଜେପି ସରକାର । ନିର୍ବାଚନ ପ୍ରତିଶ୍ରୁତି ମୁତାବକ ରାଜ୍ୟ ସରକାର ମହିଳା ସମୃଦ୍ଧି ଯୋଜନାକୁ ଅନୁମୋଦନ କରିଛନ୍ତି। ଏହି ଯୋଜନା ଅନୁସାରେ ମହିଳାମାନଙ୍କୁ ମାସକୁ ୨୫୦୦ ଟଙ୍କା ମିଳିବ…