ଶ୍ରୀକଲା ଘାଟି ନିକଟରେ ଭୟଙ୍କର ଦୁର୍ଘଟଣା: ଓ୍ବାଗନର୍ କାର୍ ସହ ମୁହାଁମୁହିଁ ଧକ୍କା ହୋଇ ୩ ବାଇକ୍ ଆରୋହୀ ମୃତ
ଜି.ଉଦୟଗିରି : କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅନ୍ତର୍ଗତ ଶ୍ରୀକଲା ଘାଟି ନିକଟ ଦାରାମାହା ନିକଟରେ ଶୁକ୍ରବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଓଡି ୧୨ ୭୩୭୪ ନମ୍ବର ଥିବା ଓ୍ବାଗ୍ନର କାର ଏବଂ ଓଡି ୧୯ ଏଚ୍ ୪୨୯୫ ନମ୍ବର ବାଇକ…
