ମହାକୁମ୍ଭ ଆୟୋଜନ ଆମ ପାଇଁ ଅଗ୍ନିପରୀକ୍ଷା ଥିଲା, ଗୋଟିଏ ବି ଅପରାଧ ଘଟି ନାହିଁ: ଯୋଗୀ ଆଦିତ୍ୟନାଥ
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ବିଧାନସଭାରେ ସମ୍ୱୋଧନ କରି ସିଏମ୍ ଯୋଗୀ ଆଦିତ୍ୟନାଥ ମହାକୁମ୍ଭର ସଫଳ ଆୟୋଜୱନ କଥା କହିଛନ୍ତି । ସେ ବ୍ୟବସ୍ଥିତ ଆଇନଶୃଙ୍ଖଳାର ଉଦହାରଣ ଦେଇ କହିଛନ୍ତି ଯେ ମହାକୁମ୍ଭରେ ୩୩ କୋଟି ମହିଳା ଆସିଥିଲେ, କିନ୍ତୁ ଉତ୍ପୀଡ଼ନ/ ଅପରାଧର…
