National & International

ଫେସ୍‌ବୁକ୍‌ରେ ବନ୍ଧୁତା, ଝଗଡ଼ା ଓ ମୋବାଇଲ୍ ଚାର୍ଜରରେ ତଣ୍ଟି ଚିପି ହତ୍ୟା

ନୂଆଦିଲ୍ଲୀ: ହରିୟାଣାର ରୋହତକରେ କଂଗ୍ରେସ ନେତ୍ରୀ ହିମାନୀ ନରୱାଲଙ୍କ ହତ୍ୟା ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସଚିନକୁ ଦିଲ୍ଲୀରୁ ଗିରଫ କରିଛି । ଜେରାରେ ସଚିନ ଅନେକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି । ଏଥିରେ ଏହି ହତ୍ୟାକାଣ୍ଡର ପୂରା କାହାଣୀ ସାମନାକୁ…

‘ସ୍କୁଲକୁ ଛାତ୍ରଛାତ୍ରୀ ସ୍ମାର୍ଟଫୋନ୍‌ ଆଣିବା ସମ୍ପୂର୍ଣ୍ଣ ବ୍ୟାନ୍ ଅସମ୍ଭବ’; ଗାଇଡଲାଇନ ଜାରି କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ବିଦ୍ୟାଳୟରେ ପାଠପଢ଼ା ସମୟରେ ଛାତ୍ରଛାତ୍ରୀମାନେ ମୋବାଇଲ୍ ବ୍ୟବହାର କରିବା ଏକ ବଡ଼ ସମସ୍ୟା ଉଭା ହୋଇଛି । ସ୍କୁଲରେ ଫୋନ୍ ବ୍ୟବହାର କରିବା ବ୍ୟାନ ଥିଲା । ହେଲେ ଦିଲ୍ଲୀ ହାଇକୋର୍ଟ ଏହା ଉପରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ।…

ଅଡୁଆରେ ପୂର୍ବ ସେବି ମୁଖ୍ୟ ମାଧବୀ ପୁରି ବୁଚ୍ : ମାମଲା ରୁଜ୍ଜୁ ପାଇଁ ନିର୍ଦ୍ଦେଶ

ମୁମ୍ବାଇ: ମୁମ୍ବାଇର ଦୁର୍ନୀତି ନିବାରଣ ବ୍ୟୁରୋ (ଏସିବି) ଅଦାଲତ ସେବିର ପୂର୍ବତନ ଅଧ୍ୟକ୍ଷ ମାଧବୀ ପୁରୀ ବୁଚ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲା ଜାଲିଆତି କରି ଏକ କମ୍ପାନିର ଲିଷ୍ଟିଂ…

ପାସପୋର୍ଟ ପାଇଁ ଏଣିକି ଆବଶ୍ୟକ ଏହି ଡକ୍ୟୁମେଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ପାସପୋର୍ଟ କରିବାକୁ ଯାଉଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ | ପାସପୋର୍ଟ ନିୟମରେ ସରକାର ଏକ ବଡ଼ ପରିବର୍ତ୍ତନ କରିଛନ୍ତି, ଯାହା ଅନେକ ଲୋକଙ୍କ ପାଇଁ ଅସୁବିଧା ସୃଷ୍ଟି କରିପାରେ | ନୂତନ ନିୟମ…

ଚନ୍ଦ୍ରରେ ଓହ୍ଲାଇଲା ‘ନୀଳ ଭୂତ’

କେପ୍ କାନାଭେରାଲ: ନୀଳ ଭୂତ ବା ବ୍ଲୁ ଗୋଷ୍ଟ ଯେତେବେଳେ ପ୍ରଥମ ଥର ପାଇଁ ଚନ୍ଦ୍ରରେ ପାଦ ରଖିଲା ସେତେବେଳେ ସାରା ବିଶ୍ୱ ଆଶ୍ଚର୍ଯ୍ୟ ହୋଇଯାଇଥିଲା। ଆଶ୍ଚର୍ଯ୍ୟ ହୁଅନ୍ତୁ ନାହିଁ, ଏହା କୌଣସି ଭୂତ ପ୍ରେତ ନୁହେଁ । ଆମେରିକାର ଏକ…

ଗଙ୍ଗା ଜଳ ଗାଧୋଇବା ପାଇଁ ଅନୁପଯୁକ୍ତ: ବିହାର ଅର୍ଥନୈତିକ ସର୍ଭେ ରିପୋର୍ଟ

ସବୁଠୁ ପବିତ୍ର କୁହାଯାଉଥିବା ଗଙ୍ଗା ନଦୀର ଜଳ ଏବେ ପ୍ରଦୂଷିତ। ବିହାର ଦେଇ ଯାଇଥିବା ଗଙ୍ଗା ନଦୀର ଏହି ଜଳ ଏବେ ଗାଧୋଇବା ପାଇଁ ମଧ୍ୟ ଅନୁପଯୁକ୍ତ। ଜଳରେ ବ୍ୟାକ୍ଟେରିଆ ବା ଜୀବାଣୁ ସଂଖ୍ୟା ବହୁ ଅଧିକ ରହୁଥିବାରୁ ତାହା ପ୍ରଦୂଷିତ…

କେନ୍ଦ୍ରମନ୍ତ୍ରୀଙ୍କ ଝିଅକୁ ଅସଦାଚରଣ, ଥାନାରେ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଦାବି କଲେ ମା’

ମହାରାଷ୍ଟ୍ରରେ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ଝିଅକୁ ରାସ୍ତାରେ ଅସଦାଚରଣ କରାଯାଇଛି। ସନ୍ଥ ମୁକ୍ତାଇ ଯାତ୍ରା ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ଝିଅ ଏବଂ ତାଙ୍କ କିଛି ସାଙ୍ଗକୁ କେତେଜଣ ଯୁବକ ରାସ୍ତାରେ ଅଟକାଇ ଅସଦାଚରର କରିଛନ୍ତି। ଏପରି କି ପୀଡ଼ିତାମାନଙ୍କ ସାଥୀରେ ଥିବା ସୁରକ୍ଷାକର୍ମୀଙ୍କୁ ବି…

ବିଏସପିର ସବୁ ପଦବୀରୁ ପୁତୁରା ଆକାଶ ଆନନ୍ଦଙ୍କୁ ହଟାଇଲେ ମାୟାବତୀ

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି(ବିଏସପି) ଅଧ୍ୟକ୍ଷ ମାୟାବତୀ ଦଳରେ ବଡ଼ ପରିବର୍ତ୍ତନ କରିଛନ୍ତି। ନିଜ ପୁତୁରା ଆକାଶ ଆନନ୍ଦଙ୍କୁ ସେ ସମସ୍ତ ପଦବୀରୁ ହଟାଇଛନ୍ତି। ଏହା ସହିତ ଆକାଶଙ୍କ ସ୍ଥାନରେ ତାଙ୍କ ବାପା ତଥା ଦଳର ସମ୍ପାଦକ…

ମହିଳା କଂଗ୍ରେସ କର୍ମୀଙ୍କୁ ହତ୍ୟା, ସୁଟ୍‌କେସ ଭିତରୁ ମିଳିଲା ମୃତଦେହ

ଭାରତ ଯୋଡ଼ୋ ଯାତ୍ରାରେ ରାହୁଲ ଗାନ୍ଧୀଙ୍କ ସହିତ ନଜର ଆସିଥିବା ୨୨ ବର୍ଷୀୟା ମହିଳା କଂଗ୍ରେସ କର୍ମୀ ହିମାନୀ ନରୱାଲଙ୍କୁ ହତ୍ୟା କରାଯାଇଛି। ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଦିନକ ପୂର୍ବରୁ ହିମାନୀଙ୍କୁ ହତ୍ୟା କରାଯିବାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।…

ପୋକ୍ସୋ ମାମଲାରେ ଚାର୍ଜଶିଟ୍ ଦାଖଲ ପରେ ୟେଦିୟୁରପ୍ପାଙ୍କୁ ସମନ କଲେ କୋର୍ଟ

ନୂଆଦିଲ୍ଲୀ: ପୋକ୍ସୋ ମାମଲାରେ ସିଆଇଡିର ନୂଆ ଚାର୍ଜସିଟ୍‌ ପରେ ୟେଦିୟୁରପ୍ପାଙ୍କୁ କୋର୍ଟଙ୍କ ସମନ। ଗୁରୁବାର କର୍ଣ୍ଣାଟକର ଏକ ସ୍ୱତନ୍ତ୍ର କୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ ୟେଦିୟୁରପ୍ପାଙ୍କୁ ଏନେଇ ସମନ କରିଛି। ପୂର୍ବରୁ ମଧ୍ୟ ୟେଦିୟୁରପ୍ପାଙ୍କ ବିରୋଧରେ ଏନେଇ ମାମଲା ବିଚାରାଧୀନ ଥିଲା। ହେଲେ…