ମହାକୁମ୍ଭ ଯୋଗୁଁ ବଢିବ ଭାରତର ଅର୍ଥନୈତିକ ଅଭିବୃଦ୍ଧି : ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା
ନୂଆଦିଲ୍ଲୀ: ଅର୍ଥନୈତିକ କ୍ଷେତ୍ରରୁ ଭାରତ ପାଇଁ ସନ୍ତୋଷଜନକ ଖବର । ୨୦୨୫ ଆର୍ଥିକ ବର୍ଷର ତୃତୀୟ ତ୍ରୟମାସରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର ୬.୨%କୁ ବୃଦ୍ଧି ପାଇଛି। ପୂର୍ବ ତ୍ରୈମାସରେ ଏହା ୫.୪% ଥିଲା। ଭଲ ମୌସୁମୀ ପରେ ଅର୍ଥନୀତିକୁ ଦୃଢ଼…
