National & International

ହିନ୍ଦୀ ବିବାଦ: ‘ଭାଷା’ ଯୁଦ୍ଧରୁ ପଛକୁ ହଟିଲେ ଷ୍ଟାଲିନ

ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଶାସକ ଦ୍ରାବିଡ ମୁନେତ୍ର କାଝଗମ (ଡିଏମକେ) ସଭାପତି ଏମ୍.କେ. ଷ୍ଟାଲିନ୍ ବୁଧବାର କହିଛନ୍ତି ଯେ, ଯଦି ତାମିଲନାଡୁ ଏବଂ ତାମିଲମାନଙ୍କ ସ୍ୱାଭିମାନ ସହିତ ଖେଳ ନ ଖେଳି ହିନ୍ଦୀ ଭାଷାକୁ ବଳପୂର୍ବକ ସେମାନଙ୍କ ଉପରେ ଲଦି…

ଋଷିଆ-ୟୁକ୍ରେନ୍ ଯୁଦ୍ଧ: ଟ୍ରମ୍ପଙ୍କ ହସ୍ତକ୍ଷେପ, ୩ ବର୍ଷ ପରେ ଯୁଦ୍ଧ ନେଉଛି ନୂଆ ମୋଡ଼

ମସ୍କୋ: ଦୀର୍ଘ ୩ ବର୍ଷ ହେବ ଚାଲିଆସିଥିବା ଯୁଦ୍ଧ ନୂଆ ମୋଡ ନେବାରେ ଲାଗିଛି । ଡୋନାଲ୍ଡ ଟ୍ରମ୍ପ ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଯୁଦ୍ଧ ବନ୍ଦ ହେବା ନେଇ ଆଶଂକା ଯେତିକି ବଢିଛି, ସ୍ଥିତି ସେତେକି ଜଟିଳ…

ସିଏଜି ରିପୋର୍ଟଠାରୁ ସିବିଆଇ ଓ ଇଡି ଅଧିକ ତଥ୍ୟ ଦେଇଥିଲେ: ସନ୍ଦୀପ ଦୀକ୍ଷିତ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ଗତକାଲି ସିଏଜି ରିପୋର୍ଟ ଉପସ୍ଥାନ କରାଯାଇଥିଲା | ଅବକାରୀ ନୀତି ଉପରେ ଉପସ୍ଥାପନ ହୋଇଥିବା ସିଏଜି ରିପୋର୍ଟରୁ ଜଣାପଡ଼ିଥିଲା ଯେ ପୂର୍ବତନ ଆପ୍‌ ସରକାରଙ୍କ ଅବକାରୀ ନୀତି ଯୋଗୁଁ ୨୦୦୨ କୋଟି ଟଙ୍କାର ରାଜସ୍ବ ‌କ୍ଷତି ହୋଇଛି।…

ସୁଟଆଉଟରେ ନେଦରଲ୍ୟାଣ୍ଡକୁ ପରାସ୍ତ କଲା ଭାରତ

ଭୁବନେଶ୍ୱର: ମଙ୍ଗଳବାର ଦିନ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏଫଆଇଏଚ୍ ହକି ପ୍ରୋ ଲିଗ୍ (ମହିଳା) ଖେଳରେ ୨-୨ ଗୋଲରେ ଏକ ରୋମାଞ୍ଚକର ଡ୍ର ପରେ, ଭାରତ ନେଦରଲ୍ୟାଣ୍ଡକୁ ସୁଟଆଉଟରେ ୨-୧ ଗୋଲରେ ପରାସ୍ତ କରି ବୋନସ୍ ପଏଣ୍ଟ ହାସଲ କରିଛି।…

ସମ୍ଭଲରେ ୪୬ ବର୍ଷ ପରେ ଖୋଲିଲା ଶିବ ମନ୍ଦିର, ଶିବରାତ୍ରିରେ କରାଯିବ ରୁଦ୍ରାଭିଷେକ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ସମ୍ଭଲରେ ୪୬ ବର୍ଷ ଧରି ବନ୍ଦ ଥିବା ଶିବ ମନ୍ଦିର ଖୋଲାଯାଇଛି। ହିନ୍ଦୁ ସଂଗଠନର ଲୋକମାନେ ମନ୍ଦିରରେ ଜଳାଭିଷେକ କରିଛନ୍ତି । ଏହି ଶିବ ମନ୍ଦିରରେ ଦୀର୍ଘ ୪୬ ବର୍ଷ ଧରି ଜଳାଭିଷେକ କରାଯାଇନଥିଲା। ମନ୍ଦିର ବନ୍ଦ ଥିବାରୁ…

ୟୁନୁସଙ୍କୁ ହଟାଇବ ବାଂଲାଦେଶର ସେନା ?

ଢାକା : ବାଂଲାଦେଶରେ ପୁଣି ଥରେ କ୍ଷମତା ପରିବର୍ତ୍ତନ ହେବାର ଆଶଙ୍କା ରହିଛି କି ? ସେନାମୁଖ୍ୟ ଜେନେରାଲ ୱାକର-ଉଜ୍-ଜମାନ ନିଜ ବୟାନ ମାଧ୍ୟମରେ ଏପରି କିଛି ସଂକେତ ଦେଇଛନ୍ତି । ସେ କହିଛନ୍ତି ଯେ ଦେଶର ସ୍ୱାଧୀନତା ଓ ସାର୍ବଭୌମତ୍ୱ…

୧୪୪ ବର୍ଷ ପରେ ବାଲିରେ ହେବ ମହାକୁମ୍ଭ !

ନୂଆଦିଲ୍ଲୀ: ଆମେରିକା ଗସ୍ତରୁ ଫେରିଥିବା ଜଳବାୟୁ ଓ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଖୋଲା ଚିଠି ଲେଖି କହିଛନ୍ତି ଯେ ଜଳବାୟୁ ପରିବର୍ତ୍ତନ ସମସ୍ୟାର ସମାଧାନ ପାଇଁ ଭାରତ ଆଗେଇ ଆସିବା ଉଚିତ। ସେ କହିଛନ୍ତି…

ଇସ୍ରାଏଲ-ଆମେରିକା ଟାର୍ଗେଟରେ ଇରାନର ପରମାଣୁ କେନ୍ଦ୍ର

ତେହେରାନ : ଇରାନର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ଆଶଙ୍କା ବଢିଯାଇଛି । ଆମେରିକା ଓ ଇସ୍ରାଏଲ ଏପରି ଆକ୍ରମଣ କରିପାରନ୍ତି । ଏପରି ଗୁଇନ୍ଦା ରିପୋର୍ଟ ମିଳିବା ପରେ ଇରାନ ନିଜର ପରମାଣୁ କେନ୍ଦ୍ରଗୁଡ଼ିକର ସୁରକ୍ଷା ବଢାଇଦେଇଛି । ଇସ୍ରାଏଲ…

୯୦ ପ୍ରତିଶତ ଭାରତୀୟଙ୍କ ଶରୀରରେ ଲୁଚି ରହିଛି ବିପଜ୍ଜନକ ଭାଇରସ୍ : ୫୬ ପ୍ରତିଶତ ଏନେଇ ଅଜଣା

ନୂଆଦିଲ୍ଲୀ: ଆମ ମଧ୍ୟରୁ ଅଧିକାଂଶ ଲୋକ ଜାଣନ୍ତି ନାହିଁ ଯେ, ଆମ ଶରୀରରେ ଏକ ଭାଇରସ ଲୁଚି ରହିଛି, ଯାହା ବୟସ ବୃଦ୍ଧି ସହିତ ଏକ ବିପଜ୍ଜନକ ରୂପ ନେଇପାରେ। ଏକ ସଦ୍ୟତମ ସର୍ଭେ ଅନୁଯାୟୀ, ଏହି ଭାଇରସ ୫୦ ବର୍ଷ…

ଗଙ୍ଗା ଜଳରେ ଅଛନ୍ତି ଜୀବାଣୁ, ଲୋକଙ୍କୁ ଭୁଆଁ ବୁଲାଯାଉଛି: ଶିବପାଲ ଯାଦବ

ଲକ୍ଷ୍ନୌ,୨୫।୨: ସମାଜବାଦୀ ପାର୍ଟି ନେତା ଶିବପାଲ ଯାଦବ ମଙ୍ଗଳବାର କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ରିପୋର୍ଟ ଉପରେ ଉଠାଯାଉଥିବା ପ୍ରଶ୍ନ ଉପରେ ଆପତ୍ତି ଉଠାଇଛନ୍ତି। ଗଣମାଧ୍ୟମ ସହ କଥାବାର୍ତ୍ତା ସମୟରେ ସେ କହିଥିଲେ ଯେ ଏବେ ସିପିସିବି ରିପୋର୍ଟ ଉପରେ…