National & International

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା…

୧୩.୯ କୋଟିର କାମ୍ପା ଅର୍ଥରେ କିଣାଯାଇଛି ଆଇଫୋନ, ଫ୍ରିଜ, ଲାପଟପ୍‌

କ୍ଷତିପୂରକ ବନୀକରଣ ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ପାଣ୍ଠି ଅର୍ଥରେ କିଣା ହୋଇ ଆଇଫୋନ, ଫ୍ରିଜ ଏବଂ ଲାପଟପ। ଲକ୍ଷେ କି ୨ ଲକ୍ଷ ନୁହେଁ, ସିଧାସଳଖ ୧୩ କୋଟି ୯୦ ଲକ୍ଷ ଟଙ୍କା ଏଭଳି ଅଯଥା ଖର୍ଚ୍ଚରେ ବିନିଯୋଗ କରାଯାଇଛି।…

ଏୟାରଇଣ୍ଡିଆର ଦୟନୀୟ ସେବାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ଶିବରାଜ ଚୌହ୍ବାନ

କେନ୍ଦ୍ରୀୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଏୟାରଇଣ୍ଡିଆର ବିମାନ ସେବାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ବିମାନର ସିଟ୍‌ଗୁଡ଼ିକର ଖରାପ ସ୍ଥିତିକୁ ନେଇ ଶିବରାଜ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ଶିବରାଜ…

ଆମ ସମ୍ପର୍କ ଫେଭିକଲ ଭଳି ଅତୁଟ, କେବେ ତୁଟିବନି: ସିନ୍ଦେ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ମଧ୍ୟରେ ଶୀତଳ ଯୁଦ୍ଧ ଚାଲିଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ସିନ୍ଦେ ଏ ସମ୍ପର୍କରେ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ଫଡନବିସଙ୍କ ସହିତ ତାଙ୍କ ସମ୍ପର୍କ ଫେଭିକଲ…

ଗୀତା ଛୁଇଁ ଏଫବିଆଇ ନିର୍ଦେଶକ ଭାବେ ଶପଥ ନେଲେ କାଶ ପଟେଲ

ଭାରତୀୟ ବଂଶଜ ତଥା ଡୋନାଲ୍ଡ ଟ୍ରମ୍ପଙ୍କ ବିଶ୍ଵସ୍ତ କାଶ ପଟେଲ ଶନିବାର ସଂଘୀୟ ତଦନ୍ତକାରୀ ବ୍ୟୁରୋ(ଏଫବିଆଇ) ନିର୍ଦେଶକ ଭାବେ ଶପଥ ଗ୍ରହଣ କରିଛନ୍ତି। ପବିତ୍ର ଗ୍ରନ୍ଥ ଭଗବତ ଗୀତାକୁ ଛୁଇଁ ସେ ଶପଥ ନେଇଛନ୍ତି। ଏହା ସହିତ ସେ ଏଫବିଆଇର ନେତୃତ୍ଵ…

ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଲେ ସୋନିଆ

ନୂଆାଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି । ସୋନିଆ ଗାନ୍ଧୀଙ୍କୁ ଗତ ଗୁରୁବାର ସକାଳେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଦିଲ୍ଲୀର ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…

୨୬ରେ ସରିବ ମହାକୁମ୍ଭ: ଶିବରାତ୍ରୀ ଥିବାରୁ ଶେଷ ସପ୍ତାହରେ ସାଙ୍ଘାତିକ ଭିଡ଼

ପ୍ରୟାଗରାଜ: ସରି ଆସୁଛି ସମୟ, ବଢିବାରେ ଲାଗିଛି ଭିଡ । ମହାକୁମ୍ଭ ସରିସରି ଆସୁଥିବା ବେଳେ ପ୍ରୟାଗରାଜରେ ଦିନକୁ ଦିନ ଭିଡ ଅସମ୍ଭାଳ ହେଉଛି । ଆଗରୁ ଶିବରାତ୍ରୀ ଥିବାରୁ ଭିଡ ଆହୁରି ସାଙ୍ଘାତିକ ହେବା ନେଇ ଆଶଙ୍କା କରାଯାଉଛି ।…

ମହାକୁମ୍ଭରୁ ଫେରୁଥିବା ବେଳେ ସାଂସଦ ପପୁ ଯାଦବଙ୍କ ଭାଣିଜୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ

ଲକ୍ଷ୍ମୌ: ଉତ୍ତରପ୍ରଦେଶର ଗାଜିପୁରରେ ହୋଇଥିବା ସଡ଼କ ଦୁର୍ଘଟଣାରେ ସାଂସଦ ପପୁ ଯାଦବଙ୍କ ଭାଣିଜୀଙ୍କ ମୃତ୍ୟୁ ହୋଇଛି। ଏହି ଦୁଃଖଦ ଖବର ପାଇବା ପରେ ବିହାରର ପୁର୍ଣ୍ଣିୟା ସାଂସଦ ‌ଧୌର୍ଯ୍ୟ ଧରି ରହି ପାରୁ ନାହାନ୍ତି। ଭୋଭୋ ହୋଇ କାନ୍ଦୁଛନ୍ତି। ସଡ଼କ ଦୁର୍ଘଟଣାରେ…

ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ଆଇଆଇଟି ବାବାଙ୍କ ଭବିଷ୍ୟବାଣୀ, ଜିତିବ ଏହି ଦଳ

ପ୍ରୟାଗରାଜ: ପ୍ରୟାଗରାଜରେ ହେଉଥିବା ମହାକୁମ୍ଭରେ ଆଇଆଇଟି ବାବା ଅର୍ଥାତ୍ ଅଭୟ ସିଂହଙ୍କ ବିଷୟରେ ବହୁତ ଆଲୋଚନା ହୋଇସାରିଛି। ଅଭୟ ସିଂହ ପ୍ରଥମେ ଆଇଆଇଟିରେ ପଢ଼ିଥିଲେ, ପରେ ସେ ଚାକିରି କରିବାକୁ ବିଦେଶ ଚାଲିଯାଇଥିଲେ। କିନ୍ତୁ ଏବେ ସେ ଧର୍ମ ପଥରେ ଅଛନ୍ତି।…

ଦିଲ୍ଲୀରେ ରେଖା ସରକାର: ମୁଖ୍ୟମନ୍ତ୍ରୀ ନିଜ ପାଖରେ ରଖିଲେ ୧୦ ବିଭାଗ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀଙ୍କ ସହ ୬ କ୍ୟାବିନେଟ୍ ମନ୍ତ୍ରୀଙ୍କ ଶପଥ ପରେ ଭାଗବଣ୍ଟା ହୋଇଛି ବିଭାଗ । ବିଭାଗ ବଣ୍ଟନ ପରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସବୁଠୁ ବ୍ୟସ୍ତ ମନ୍ତ୍ରୀ ଭାବେ ଉଭା ହୋଇଛନ୍ତି । ତାଙ୍କ ଅଧିନରେ ଅର୍ଥ, ରାଜସ୍ବ, ମହିଳା…