National & International

ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେଲେ ସେନାମୁଖ୍ୟ – ସେନାକୁ ରାଜନୀତିରେ ଟାଣିବା ଉଚିତ୍ ନୁହେଁ

ନୂଆଦିଲ୍ଲୀ,୧୯।୨: ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଭାରତ-ଚୀନ ସୀମା ବିବାଦ ଏବଂ ଦେଶ ଭିତରେ ସେନାକୁ ନେଇ ଚାଲିଥିବା ରାଜନୀତି ଉପରେ ଏକ ବିବୃତ୍ତି ଦେଇଛନ୍ତି। ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେବା ସମୟରେ ସେ…

ସୁରକ୍ଷା ଦିଗରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମକୁ ଦେଲେ ଏପରି ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯।୨: ସାଇବର ଠକେଇକୁ ରୋକିବା ପାଇଁ, କେନ୍ଦ୍ର ସରକାର ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ଏକ୍ସ ସମେତ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ନୋଟିସ କରିଛନ୍ତି କେନ୍ଦ୍ର ସରକାର। ଯେଉଁଥିରେ ସେମାନଙ୍କୁ ଏପରି ଆପ୍ଲିକେସନ୍ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ଯାହା ବ୍ୟବହାରକାରୀମାନଙ୍କୁ ସେମାନଙ୍କର…

ମେସିନ ଦ୍ବାରା ସଫା ହେଉଛି ତ୍ରିବେଣୀ ସଙ୍ଗମ ଜଳ

ପ୍ରୟାଗରାଜ: ମହାକୁମ୍ଭକୁ ପ୍ରତିଦିନ କୋଟି କୋଟି ଭକ୍ତ ବୁଡ଼ ପକାଇବାକୁ ପହଞ୍ଚୁଛନ୍ତି। ଏଥିପାଇଁ ତ୍ରିବେଣୀ ସଙ୍ଗମରେ ପୂଜା ପାଇଁ ବ୍ୟବହୃତ ନଡ଼ିଆ, ଫୁଲ ଇତ୍ୟାଦି ପୂଜା ସାମଗ୍ରୀ ପଡ଼ି ରହୁଛି। ପ୍ରତିଦିନ ଆସୁଥିବ ଭକ୍ତଙ୍କୁ ନିର୍ମାଳ ପାଣି ଦେବା ପାଇଁ ୟୁପି…

ଜେଲ ପରିସର‌ରେ କଏଦୀମାନଙ୍କ ସଙ୍ଗମ ବୁଡ଼ !

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ଆୟୋଜନ କରାଯାଇଛି। ଏହା ଜାନୁଆରି ୧୩ରୁ ଫେବୃଆରି ୨୬ ପର୍ଯ୍ୟନ୍ତ ଚାଲିବ। ଏହି ସଂଗମରେ ଏପର୍ଯ୍ୟନ୍ତ କୋଟି କୋଟି ଶ୍ରଦ୍ଧାଳୁ ପବିତ୍ର ବୁଡ଼ ପକାଇ ସାରିଛନ୍ତି। ବିଶ୍ୱାସ ଏକ ବ୍ୟକ୍ତିଗତ ବିଷୟ । ତେଣୁ…

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ ଚୟନ କମିଟି ବୈଠକରେ ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବେ ଜ୍ଞାନେଶ କୁମାରଙ୍କୁ ନିଯୁକ୍ତି ମିଳିଛି । ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି…

ୟୁକ୍ରେନ ବିନା କରାଯାଇଥିବା ବୁଝାମଣାକୁ ମାନିବୁ ନାହିଁ : ଜେଲେନସ୍କି

କିବ୍ : ଋଷ ଓ ୟୁକ୍ରେନ ମଧ୍ୟରେ ଗତ କିଛି ବର୍ଷ ଧରି ଚାଲିଥିବା ଯୁଦ୍ଧକୁ ବନ୍ଦ କରିବା ଏବଂ ଅସ୍ତ୍ରବିରତି ଚୁକ୍ତିକୁ କାର୍ଯ୍ୟକାରୀ କରିବା ପାଇଁ ମଙ୍ଗଳବାର (ଫେବୃଆରୀ ୧୮) ସାଉଦି ଆରବର ରିୟାଦରେ ରୁଷ୍ ଏବଂ ଆମେରିକୀୟ କୂଟନୀତିଜ୍ଞମାନେ…

ମହାକୁମ୍ଭ ନଦୀରୁ ମିଳିଲା ମଣିଷ ଓ ପଶୁ ମଳରେ ଥିବା ଜୀବାଣୁ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ। ସେଠାରେ ଥିବା ନଦୀର ଏକାଧିକ ସ୍ଥାନରେ କୋଟି କୋଟି ଲୋକ ପୁଣ୍ୟ ଅର୍ଜନ କରିବା ଆଶାରେ ବୁଡ଼ ପକାଉଛନ୍ତି। ହେଲେ ଲୋକମାନେ ବୁଡ଼ ପକାଉଥିବା ନଦୀର ପାଣିରୁ ମିଳିଛି ମଣିଷ ଓ ପଶୁ ମଳର…

ପୁଣି ଖଣ୍ଡ ଖଣ୍ଡ ହେବ ପାକିସ୍ତାନ : ମୌଲାନା ଫଜଲୁର

ଇସଲାମାବାଦ: ଇସଲାମିକ ଧର୍ମଗୁରୁ ତଥା ପାକିସ୍ତାନୀ ସାଂସଦ ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ୧୯୭୧ ମସିହାର ବିଭାଜନ କଥା ମନେ ପକାଇ ଦେଇଛନ୍ତି, ଯେତେବେଳେ ପୂର୍ବ ପାକିସ୍ତାନ ଭାଙ୍ଗି ବାଂଲାଦେଶ ହୋଇଯାଇଥିଲା। ସେ କହିଛନ୍ତି ଯେ ବେଲୁଚିସ୍ତାନ ପାକିସ୍ତାନରୁ ଅଲଗା ହୋଇପାରେ…

ଶିକ୍ଷା, ସ୍ୱାସ୍ଥ୍ୟ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଅତୁଳନୀୟ କାର୍ଯ୍ୟ ପାଇଁ ନୀତା ଅମ୍ବାନୀ ମାସାଚୁସେଟ୍ସର ଗଭର୍ଣ୍ଣରଙ୍କ ଦ୍ୱାରା ସମ୍ମାନିତ

ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଆମେରିକାର ମାସାଚୁସେଟ୍ସର ଗଭର୍ଣ୍ଣର ମୌରା ହେଲି ସମ୍ମାନଜନକ ଗଭର୍ଣ୍ଣର ପ୍ରଶଂସାପତ୍ରରେ ସମ୍ମାନିତ କରିଛନ୍ତି। ଏହି ପ୍ରଶଂସାପତ୍ରରେ ନୀତା ଅମ୍ବାନୀଙ୍କୁ ଜଣେ ଦୂରଦର୍ଶୀ ନେତ୍ରୀ, ସମାଜସେବୀ ଏବଂ ପ୍ରକୃତ ବିଶ୍ୱ ପରିବର୍ତ୍ତନକାରୀ ଭାବରେ ସ୍ୱୀକୃତି…

ମହାକୁମ୍ଭରେ ପୁଣି ଅଘଟଣ, ସେକ୍ଟର ୮ରେ ଥିବା ଏକ ଶିବିରରେ ଅଗ୍ନିକାଣ୍ଡ

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଛି ପବିତ୍ର ମହାକୁମ୍ଭ ମେଳା । ଏଠାକୁ ଦେଶ ବିଦେଶରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ପହଞ୍ଚିଛନ୍ତି । ମହାକୁମ୍ଭରେ ପୁଣି ଲାଗିଲା ନିଆଁ । ମହାକୁମ୍ଭ ସେକ୍ଟର ୮ରେ ଏକ ଶିବିରରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ…