National & International

ପ୍ରଥମ ଥର ଭଳି ପୁଣି ବେଡ଼ି ପକାଇ ତଡ଼ିଲା ଆମେରିକା: ବିରୋଧୀଙ୍କ ନିନ୍ଦା

ଚଣ୍ଡିଗଡ଼,୧୬।୨: ଆମେରିକା ଦ୍ୱିତୀୟ ପର୍ଯ୍ୟାୟରେ ବିଦା କରିଥିବା ୧୧୭ ଜଣ ବେଆଇନ ଭାରତୀୟ ପ୍ରବାସୀ ଆମେରିକା ସାମରିକ ବିମାନରେ ଆସି ପଞ୍ଜାବର ଅମୃତସର ବିମାନବନ୍ଦରରେ ପହଞ୍ଚିଛନ୍ତି। ପ୍ରଥମ ଥର ଭଳି ଏଥର ମଧ୍ୟ ପ୍ରବାସୀମାନଙ୍କ ହାତରେ ହ୍ୟାଣ୍ଡକଫ୍‌ ଏବଂ ଗୋଡ଼ରେ ବେଡ଼ି…

ଭାରତୀୟ ନିର୍ବାଚନରେ ହସ୍ତକ୍ଷେପ ପାଇଁ ୧୮୨ କୋଟି ଖର୍ଚ୍ଚ କରିଥିଲା ଆମେରିକା

ନୂଆଦିଲ୍ଲୀ: ଆମେରିକା ଭାରତୀୟ ନିର୍ବାଚନରେ ହସ୍ତକ୍ଷେପ କରିବା କଥା ଗତ ବର୍ଷ ବିଜେପି ଅଭିଯୋଗ କରିଥିଲା । କିନ୍ତୁ ଏବେ ଖୋଦ ଆମେରିକା ସରକାର ତାହାର ପ୍ରମାଣ ଦେଇଛନ୍ତି । ଏଲନ ମସ୍କଙ୍କ ନେତୃତ୍ବାଧୀନ ଆମେରିକାର ସରକାରୀ ଦକ୍ଷତା ବିଭାଗ (ଡିଓଜିଇ)…

ବାଂଲାଦେଶକୁ ପାଣ୍ଠିଯୋଗାଣ ବନ୍ଦ କଲେ ମସ୍କ୍

ନୂଆଦିଲ୍ଲୀ : ଏଲନ୍ ମସ୍କଙ୍କ ନେତୃତ୍ବରେ ସରକାରୀ ଦକ୍ଷତା ବିଭାଗ (ଡିଓଜିଇ) ଏବେ କାର୍ଯ୍ୟରେ ଲାଗିଛି। ଇତିମଧ୍ୟରେ ଆମେରିକୀୟ ଟିକସଦାତାଙ୍କ ଟଙ୍କା ସଞ୍ଚୟ କରିବା ପାଇଁ ସରକାରୀ ଦକ୍ଷତା ବିଭାଗ (ଡିଓଜିଇ) ଅନେକ ବିଦେଶୀ ପ୍ରକଳ୍ପକୁ ବାତିଲ କରିଛି। ଏହି ତାଲିକାରେ…

ସରକାରଙ୍କୁ ହସ୍ତାନ୍ତର କରାଗଲା ଜୟଲଳିତାଙ୍କ ସମ୍ପତ୍ତି

ଚେନ୍ନାଇ,୧୬ା୨: ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜେ. ଜୟଲଳିତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଜବତ ହୋଇଥିବା ଜିନିଷପତ୍ର ରାଜ୍ୟ ସରକାରଙ୍କୁ ଆନୁଷ୍ଠାନିକ ଭାବରେ ହସ୍ତାନ୍ତର କରାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ କରାଯାଇଥିବା ଏହି ହସ୍ତାନ୍ତର ଦଶନ୍ଧି ଧରି ଚାଲିଥିବା ଆଇନଗତ ଲଢ଼େଇରେ…

କଂଗ୍ରେସ ସାଂସଦଙ୍କ ପତ୍ନୀଙ୍କୁ ନେଇ ଆସାମରେ ରାଜନୈତିକ ଝଡ଼: ଆଇଏସଆଇ ଲିଙ୍କ୍ ଅଭିଯୋଗ ଅଣିଲେ ହିମନ୍ତ

ଗୁଆହାଟୀ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜୋରହାଟର କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ପତ୍ନୀଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ତାଙ୍କର ଅଭିଯୋଗକୁ ଦୋହରାଇ ହିମନ୍ତ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ୨୦୧୫ ମସିହାରେ, ଭାରତରେ ପାକିସ୍ତାନ…

କାହିଁକି ଅମୃତସର ବିମାନ ବନ୍ଦରରେ ଅବତରଣ କରୁଛି ନିର୍ବାସିତ ଭାରତୀୟଙ୍କୁ ନେଇ ଆସୁଥିବା ବିମାନ

ଆମେରିକାରୁ ଭାରତୀୟ ନିର୍ବାସିତଙ୍କ ବିମାନକୁ ପୁଣି ଥରେ ଅମୃତସରରେ ଅବତରଣ କରି କେନ୍ଦ୍ର ସରକାର ରାଜ୍ୟକୁ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ ମାନ ଅଭିଯୋଗ କରିଛନ୍ତି। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଆର୍ ପି ସିଂହ…

କେରଳ ନର୍ସିଂ କଲେଜରେ ରାଗିଂ ଘଟଣା: ଗିରଫ ୫ ବରିଷ୍ଠ ଛାତ୍ର ବହିଷ୍କୃତ

ତିରୁଅନନ୍ତପୁରମ: କେରଳର କୋଟ୍ଟାୟାମସ୍ଥିତ ସରକାରୀ ନର୍ସିଂ କଲେଜରେ ଘଟିଥିବା ରାଗିଂ ଘଟଣା ବର୍ତ୍ତମାନ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ପୁଲିସ ଏହି ଘଟଣାରେ ବୁଧବାର ୫ ଜଣ ସିନିୟର (ତୃତୀୟ ବର୍ଷ) ଛାତ୍ରଙ୍କୁ ଗିରଫ କରିଥିବାବେଳେ କଲେଜ କର୍ତ୍ତୃପକ୍ଷ ଗୁରୁବାର ସେମାନଙ୍କୁ…

ଅନୁପ୍ରବେଶ ଅପେକ୍ଷାରେ ୧୫୦ ଆତଙ୍କବାଦୀ, ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ହାଇ-ଆଲର୍ଟ

ନୂଆଦିଲ୍ଲୀ: ଭାରତ ସୀମା ମଧ୍ୟକୁ ଅନୁପ୍ରବେଶ କରିବା ଲାଗି ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ୧୫୦ରୁ ଅଧିକ ପ୍ରଶିକ୍ଷଣପ୍ରାପ୍ତ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ପିଓକେର ନୀଲମ ଭ୍ୟାଲିର ୬ଟି ଲଞ୍ଚ ପ୍ୟାଡ୍‌ରେ ଆତଙ୍କବାଦୀମାନେ ସଜାଗ ରହିଛନ୍ତି। ପିଓକେରେ କାଶ୍ମୀର ଏକତା ଦିବସ…

ମାର୍ଚ୍ଚ ୧୯ରେ ମହାକାଶରୁ ଫେରିବେ ସୁନିତା

ଫ୍ଲୋରିଡା : ଦୀର୍ଘ ଆଠ ମାସ ଧରି ଆଇଏସ୍‌ଏସ୍‌ରେ ରହିବା ପରେ ନାସା ମହାକାଶଚାରୀ ସୁନିତା ୱିଲିୟମ୍‌ସ ମାର୍ଚ୍ଚ ୧୯ରେ ପୃଥିବୀ ପୃଷ୍ଠକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି। ସୁନିତା ଓ ସାଥୀ ମହାକାଶଚାରୀ ବୁଚ୍‌ ୱିଲମୋରଙ୍କୁ ଫେରାଇ ଆଣିବାକୁ ମାର୍ଚ୍ଚ…

‘ଭାରତ ସରକାରଙ୍କ ନୀତିରେ ପ୍ରତିଫଳିତ ବୁଦ୍ଧଙ୍କ ପ୍ରତି ଶ୍ରଦ୍ଧା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥାଇଲ୍ୟାଣ୍ଡରେ ଆୟୋଜିତ ସମ୍ୱାଦ କାର୍ଯ୍ୟକ୍ରମରେ ଭିଡିଓ ବାର୍ତ୍ତା ଜରିଆରେ ନିଜର ବକ୍ତବ୍ୟ ପ୍ରଦାନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଥାଇଲ୍ୟାଣ୍ଡରେ ସମ୍ୱାଦର ସଂସ୍କରଣରେ ଯୋଗଦେବା ତାଙ୍କ ପାଇଁ ସମ୍ମାନର ବିଷୟ। ଏହି କାର୍ଯ୍ୟକ୍ରମକୁ ସମ୍ଭବ…