National & International

ଇଭିଏମ୍ ତଥ୍ୟ ଡିଲିଟ୍ କରନାହିଁ : ନିର୍ବାଚନ କମିସନଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ : ଇଭିଏମ୍ ଯାଞ୍ଚ ସଂକ୍ରାନ୍ତ ଏକ ପିଟିସନ୍ ଉପରେ ଜବାବ ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ବାଚନ କମିଶନଙ୍କୁ କହିଛନ୍ତି। ଏହା ସହିତ ନିକଟରେ ହୋଇଥିବା ନିର୍ବାଚନ ସଂପର୍କିତ ତଥ୍ୟ ଇଭିଏମରୁ ନ ଲିଭାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସୋସିଏସନ୍ ଫର୍…

AI ଠାରୁ ସତର୍କ ରହିବା ଜରୁରୀ : ପ୍ରଧାନମନ୍ତ୍ରୀ ମୋଦୀ

ପ୍ୟାରିସ : ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସହ ବହୁ ପ୍ରତୀକ୍ଷିତ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ମିଳିତ ଭାବେ ଅଧ୍ୟକ୍ଷତା କରିଛନ୍ତି। ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଏଆଇ…

ବାଲାଟ୍ ପେପର ବ୍ୟବହାର କଲେ ବିଜେପି କୌଣସି ସ୍ଥାନରେ ଜିତିପାରିବ ନାହିଁ: ସଞ୍ଜୟ ରାଉତ

ମୁମ୍ବାଇ: ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ଆମ ଆଦମୀ ପାର୍ଟିକୁ ଝଟକା ଦେଇଥିବା ବେଳେ ଦେଶର ଅନ୍ୟାନ୍ୟ ଅଞ୍ଚଳର ବିରୋଧୀ ଦଳଗୁଡ଼ିକ ମଧ୍ୟ ଏହାକୁ ନେଇ ଆଶ୍ଚର୍ଯ୍ୟ ହୋଇଛନ୍ତି। ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା ୟୁବିଟି ନେତା ଏବଂ ରାଜ୍ୟସଭା ସାଂସଦ…

ଦିଲ୍ଲୀ ନିର୍ବାଚନର ପ୍ରଭାବ ଆମ ଉପରେ ପଡ଼ିବ ନାହିଁ : ମମତା

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନର ପ୍ରଭାବ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ପଡ଼ିଛି । ସ୍ଥିତି ଏପରି ହୋଇଛି ଯେ ସେ ତରବରିଆଭାବେ ନିଜ ଦଳର ବିଧାୟକ ବୈଠକ ଡାକି ସମୀକ୍ଷା କରିଛନ୍ତି । ତେବେ ସେ କହିଛନ୍ତି ଯେ ଦିଲ୍ଲୀ…

ଦିଲ୍ଲୀ ହାରିବା ପରେ ଏବେ ଆପକୁ ଘାରିଛି ପଞ୍ଜାବ ଚିନ୍ତା

ନୂଆଦିଲ୍ଲୀ: କେଜ୍ରିଓ୍ବାଲଙ୍କ ହାତରୁ ଖସିଯାଇଛି ଦିଲ୍ଲୀ ଶାସନ । ଯାହା କେବେ କେଜ୍ରିଓ୍ବାଲ କଳ୍ପନା ବି କରିନଥିଲେ, ଦିଲ୍ଲୀବାସୀ ତାହା କରିକି ଦେଖାଇଛନ୍ତି । ଚତୁର୍ଥ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବା କେଜ୍ରିଓ୍ବାଲଙ୍କ ସ୍ବପ୍ନକୁ ଭାଙ୍ଗି ଦେଇଛନ୍ତି । ଆଉ…

ପଞ୍ଜାବରେ ଭାଙ୍ଗିବ ଆପ୍ ସରକାର: କଂଗ୍ରେସ ନେତା

ରାଜଧାନୀ ନୂଆଦିଲ୍ଲୀରେ ଆମ ଆଦମୀ ପାର୍ଟି(ଆପ୍‌) ସରକାରର ପତନ ଘଟିଛି। ଏହା ପରେ ପଞ୍ଜାବ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ବିଜେପି ସହିତ କଂଗ୍ରେସ ବି ଭଗୱନ୍ତ ମନଙ୍କ ସରକାରକୁ ଟାର୍ଗେଟ କରିବାରେ ଲାଗି ପଡ଼ିଛି। କଂଗ୍ରେସର ବରିଷ୍ଠ ନେତା ପ୍ରତାପ…

ଫ୍ରାନ୍ସ ଓ ଆମେରିକା ଗସ୍ତ ପୂର୍ବରୁ ଏପରି କହିଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ଏହାପରେ ଫ୍ରାନ୍ସରୁ ସେ ଆମେରିକା ଗସ୍ତରେ ଯିବେ। ଫ୍ରାନ୍ସ ଓ ଆମେରିକା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ପ୍ରସ୍ଥାନକାଳୀନ ମନ୍ତବ୍ୟ ରଖିଛନ୍ତି। ଗସ୍ତ ପୂର୍ବରୁ ସେ କହିଛନ୍ତି, ‘‘ଫ୍ରାନ୍ସର…

ବିରେନ ସିଂହଙ୍କ ଇସ୍ତଫା ପରେ ବିଜେପି ସହ ମେଣ୍ଟକୁ ଫେରିଲା ଏନପିପି

ମଣିପୁର ମୁଖ୍ୟମନ୍ତ୍ରୀ ପଦରୁ ଏନ. ବିରେନ ସିଂହ ଇସ୍ତଫା ଦେବା ପରେ ବିଜେପିକୁ ନିଜର ସମର୍ଥନର ହାତ ବଢ଼ାଇଛି ନ୍ୟାସନାଲ ପିପୁଲ୍ସ ପାର୍ଟି(ଏନପିପି)। ମଣିପୁରରେ ଶାନ୍ତି ଏବଂ ସାଧାରଣ ଅବସ୍ଥା ଫେରାଇବାରେ ବିରେନ ସିଂହ ସରକାର ବିଫଳ ହୋଇଥିବା ଦର୍ଶାଇ ୩…

ପରୀକ୍ଷାର୍ଥୀଙ୍କୁ ମୋଦୀଙ୍କ ଟିପ୍ସ : ନିଜ ସହ କଥା ହୁଅ, ପରୀକ୍ଷା ଜୀବନରେ ସବୁ କିଛି, ତାହା ଭାବିବା ଭୁଲ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପିଏମ୍ ମୋଦୀ ପରୀକ୍ଷାର୍ଥୀ ମାନଙ୍କୁ କହିଛନ୍ତି କେବେ କେବେ ନିଜ ସହ ମଧ୍ୟ କଥା ହେବା ଉଚିତ୍। ଯେଉଁଠି କେହି ନ ଥିବେ ସେଠି ଆପଣ ପହଞ୍ଚନ୍ତୁ ,…

ମହାକୁମ୍ଭରେ ବୁଡ ପକାଇଲେ, ବିଦେଶାଗତ ପକ୍ଷୀଙ୍କୁ ଦାନା ଦେଲେ ମହାମହିମ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରୟାଗରାଜ ମହାକୁମ୍ଭରେ ବୁଡ ପକାଇଲେ ମହାମହିମ ରାଷ୍ଟ୍ରପତି । ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବୁଡ ପକାଇବା ସହ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପ୍ରୟାଗରାଜରେ ପହଞ୍ଚିବା ପରେ ମହାମହିମ ନୌବିହାର କରିଥିଲେ।…