National & International

ସାଇବର ଠକେଇ ରୋକିବାକୁ ରିଜର୍ଭ ବ୍ୟାଙ୍କର ନୂଆ ଉପାୟ

ମୁମ୍ବାଇ : ଦେଶରେ ସାଇବର ଠକେଇ ମାମଲା ବଢିଚାଲିଛି । ବ୍ୟାଙ୍କମାନେ ଯେତେ ସୁରକ୍ଷା ବ୍ୟବସ୍ଥା କଲେ ବି ଚୋରମାନେ ଅଭିନବ ଉପାୟ ବାହାର କରି ଲୋକମାନଙ୍କୁ ଠକିବାରେ ଲାଗିଛନ୍ତି । ଏବେ ସାଇବର ଠକେଇ ରୋକିବାକୁ ରିଜର୍ଭ ବ୍ୟାଙ୍କ କେତେକ…

କୁମ୍ଭମେଳାରେ ପୁଣି ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ହୋଇଥିବା ମହାକୁମ୍ଭ ମେଳା ଅଞ୍ଚଳରେ ପୁଣି ଅଗ୍ନିକାଣ୍ଡ ଘଟିଛି। ସମୟ ଥାଉଥାଉ ଅଗ୍ନିଶମ ବାହିନୀ ନିଆଁକୁ ନିୟନ୍ତ୍ରଣ କରି ନେଇଥିବାରୁ ବିଶେଷ କିଛି କ୍ଷୟକ୍ଷତି ହୋଇ ନଥିଲା। ପୁଲିସ ଅଧିକାରୀ ଅଗ୍ନିକାଣ୍ଡ ଘଟଣା ସମ୍ପର୍କର କହିଛନ୍ତି,‘…

ଆପ୍‌ ‘ଅପରେସନ୍ ଲୋଟସ୍’ ଅଭିଯୋଗ ଆଣିବା ପରେ ତଦନ୍ତ ନିର୍ଦ୍ଦେଶ ଦେଲେ ଉପରାଜ୍ୟପାଳ

ନୂଆଦିଲ୍ଲୀ: ଫଳାଫଳ ଆସିବା ପୂର୍ବରୁ ଦିଲ୍ଲୀରେ ବଡ଼ ଧରଣର ରାଜନୈତିକ ହଲଚଲ । ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳ ଆସିବା ପୂର୍ବରୁ, ସମସ୍ତ ୭୦ ପ୍ରାର୍ଥୀଙ୍କୁ ନେଇ ଏକ ବୈଠକ ଡାକିଥିଲେ ଆପ୍‌ର ସଂଯୋଜକ ଅରବିନ୍ଦ କେଜ୍ରିଓ୍ୱାଲ । ମିଳିଥିବା ସୂଚନା…

ପଣ୍ଡ ହେଲା ପାକ୍‌ର ଉଦ୍ୟମ: ୭ ଜଣ ଅନୁପ୍ରବେଶକାରୀ ନିହତ

ଜମ୍ମୁ-କଶ୍ମୀର: ପାକିସ୍ତାନର ଅନୁ‌ପ୍ରବେଶକାରୀଙ୍କ ଉଦ୍ୟମକୁ ପଣ୍ଡ କରିଛି ଭାରତୀୟ ସେନା। ଭାରତୀୟ ସେନା ଏଲଓସିରେ ଥିବା ପୋଷ୍ଟରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କ ଆକ୍ରମଣକୁ ବିଫଳ କରିଛି ବୋଲି ସୂଚନା ରହିଛି। ସୂତ୍ରରୁ ଜାଣିବାକୁ ମିଳିଛି ଯେ ପାକିସ୍ତାନୀମାନେ ଫେବ୍ରୁଆରି ୪-୫ ରାତିରେ ସୀମା…

ମସାଜ୍ ଏବଂ ସ୍ପା କମ୍ପାନୀଗୁଡ଼ିକ ଏକଜିଟ୍ ପୋଲ କରୁଛନ୍ତି: ସଞ୍ଜୟ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ଅଧିକାଂଶ ଏକଜିଟ୍ ପୋଲରେ, ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଗଠନ କରିବ ବୋଲି ପୂର୍ବାନୁମାନ କରାଯାଇଛି। ତଥାପି, ଏକଜିଟ୍ ପୋଲର ଫଳାଫଳ ଉପରେ ଅଧିକ ବିଶ୍ୱାସ କରାଯାଇପାରିବ ନାହିଁ କାରଣ ଅନେକ…

ଫଳାଫଳ ପୂର୍ବରୁ ପରାଜୟ ସ୍ୱୀକାର କଲେ କି ସନ୍ଦୀପ ଦୀକ୍ଷିତ!

ନୂଆଦିଲ୍ଲୀ: ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ପାଇଁ ଗତକାଲି ଭୋଟ୍ ଗ୍ରହଣ ଶେଷ ହୋଇଛି ଏବଂ ଫେବ୍ରୁଆରି ୮ତାରିଖରେ ଭୋଟ୍ ଗଣତି ହେବ। ଏହି ନିର୍ବାଚନରେ ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍), ବିଜେପି ଓ କଂଗ୍ରେସ ମଧ୍ୟରେ ତ୍ରିକୋଣୀୟ…

ଆଶାରାମ ବାପୁଙ୍କ ଡକ୍ୟୁମେଣ୍ଟାରୀକୁ ନେଇ ଡିସ୍କଭରୀକୁ ଧମକ, ସୁପ୍ରିମକୋର୍ଟ ଦେଲେ ସୁରକ୍ଷା ନିର୍ଦ୍ଦେଶ

ନୂଆଦିଲ୍ଲୀ,୬।୨: ନିକଟରେ ରିଲିଜ ହୋଇଥିବା ଡକ୍ୟୁମେଣ୍ଟାରୀ ସିରିଜ ‘କଲ୍ଟ ଅଫ ଫିୟର: ଆଶାରାମ ବାପୁ’ଙ୍କ ସମ୍ପର୍କରେ ଡିସ୍କଭରି କମ୍ୟୁନିକେସନ୍ସ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି। ଆବେଦନରେ କୁହାଯାଇଛି ଯେ ଜାନୁଆରୀ ୨୯ରେ ଏହି ଡକ୍ୟୁମେଣ୍ଟାରୀ ସିରିଜ ମୁକ୍ତିଲାଭ କରିବା ପରଠାରୁ, ଡିସ୍କଭରୀ ଅଧିକାରୀ…

ଧନ୍ୟବାଦ ପ୍ରସ୍ତାବ ଉପରେ ରାଜ୍ୟ ସଭାରେ କଂଗ୍ରେସ ଉପରେ ବର୍ଷିଲେ ମୋଦି

ନୂଆଦିଲ୍ଲୀ,୬।୨: ରାଜ୍ୟ ସଭାରେ ଧନ୍ୟବାଦ ପ୍ରସ୍ତାବ ଉପରେ ଗୁରୁବାର ଆଲୋଚନାର ଉତ୍ତର ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ତାଙ୍କ ଭାଷଣରେ କହିଥିଲେ, ଶାସକ ଏବଂ ବିରୋଧୀ ଉଭୟ ପକ୍ଷ ପକ୍ଷରୁ ଆଲୋଚନା ହୋଇଥିଲା। ଏହା ପରେ ସେ କହିଲେ, ‘ସବକା…

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଉପରେ ପୁଣି ଭାରତକୁ ଧମକ ଦେଲେ ୟୁନୁସ୍‌

ଢାକା,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଶେଖ ହାସିନା ଏବଂ ଅନ୍ୟମାନଙ୍କୁ ଫେରାଇ ଆଣିବା ପାଇଁ ପ୍ରତ୍ୟର୍ପଣ ଚୁକ୍ତି ଅନୁଯାୟୀ ଯଥାସମ୍ଭବ ପ୍ରୟାସ କରୁଛି। ଗୃହ ପରାମର୍ଶଦାତା ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ମହମ୍ମଦ ଜାହାଙ୍ଗୀର ଆଲମ ଚୌଧୁରୀ ବୁଧବାର ଏହି ସୂଚନା ଦେଇଛନ୍ତି।…

ଫେବୃଆରୀ ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୯ତମ କିସ୍ତି

ନୂଆଦିଲ୍ଲୀ,୬।୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୯ତମ କିସ୍ତି କେନ୍ଦ୍ର ସରକାର ଫେବୃଆରୀ ଶେଷ ସୁଦ୍ଧା ଜାରି କରିବେ। ଗଣମାଧ୍ୟମ ରିପୋର୍ଟ ଅନୁସାରେ, କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ…