National & International

ଚେନ୍ନାଇରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ଛୁରୀ ଦେଖାଇ ଚଳନ୍ତା ଅଟୋରେ ଯୌନ ନିର୍ଯାତନା

ଚେନ୍ନାଇ,୫ା୨: ସୋମବାର ବିଳମ୍ବିତ ରାତିରେ ଚେନ୍ନାଇରେ ଏକ ଚଳନ୍ତା ଅଟୋରିକ୍ସାରେ ଜଣେ 18 ବର୍ଷୀୟ ପ୍ରବାସୀ ଯୁବତୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ପୋଲିସ କହିଛି ଯେ ଅପରାଧ ସ୍ଥାନ ନିକଟରେ ଥିବା CCTV ଫୁଟେଜ୍ ଯାଞ୍ଚ କରାଯାଉଛି ଏବଂ…

ଭୋଟ ଦେଲେ ରାଷ୍ଟ୍ରପତି: ଚାରିଆଡେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହି ଅବସରରେ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ ସେଣ୍ଟ୍ରାଲ ସ୍କୁଲରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତଦାନ କରିଥିଲେ। ଏହି ମତଦାନ କେନ୍ଦ୍ରକୁ ସୱତନ୍ତ୍ର…

ଅମିତ ଶାହଙ୍କ ବିରୋଧରେ ‘ଗୁଣ୍ଡାରାଜ୍‌’ ଅଭିଯୋଗ ଆଣିଲେ କେଜ୍ରିୱାଲ୍‌

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନ ଆରମ୍ଭ ହୋଇ ଯାଇଥିବା ବେଳେ ଆମ ଆଦମୀ ପାର୍ଟି (ଆପ) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ୍‌ ଅଭିଯୋଗ ଆଣିଛନ୍ତି ଯେ ​​ଭୋଟ ଦେବା ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପି ନେତା ଅମିତ ଶାହ “ଗୁଣ୍ଡାରାଜ”କୁ ସମର୍ଥନ…

ମହାକୁମ୍ଭରେ ବୁଡ଼ ପକାଇଲେ ଭୁଟାନ ରାଜା

ପ୍ରୟାଗରାଜ ମହାକୁମ୍ଭରେ ଦେଶ, ବିଦେଶରୁ କୋଟି କୋଟି ଶ୍ରଦ୍ଧାଳୁ ଆସି ବୁଡ଼ ପକାଉଛନ୍ତି । ଆଜି ଭୁଟାନ ରାଜା ଜିଗମେ ଖେସର ନାମଗୟାଲ୍ ୱାଙ୍ଗଚୁକ ମଧ୍ୟ ତ୍ରିବେଣୀ ସଙ୍ଗମରେ ପହଞ୍ଚି ପବିତ୍ର ସ୍ନାନ କରିଛନ୍ତି । ସଙ୍ଗମ ସ୍ଥଳରେ ବୁଡ଼ ପକାଇବା…

ମଧ୍ୟମ ବର୍ଗର ସ୍ୱପ୍ନକୁ ଏମିତି ବୁଝାଯାଏ ନାହିଁ : ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ରାଷ୍ଟ୍ରପତିଙ୍କ ସମ୍ବୋଧନ ବିକଶିତ ଭାରତର ସଂକଳ୍ପକୁ ଦୃଢ଼ତା ଦେବା, ନୂଆ ବିଶ୍ୱାସ ତିଆରି କରିବା ଏବଂ ଜନସାଧାରଣକୁ ପ୍ରେରିତ କରିବାକୁ ସାହାଯ୍ୟ କରିଛି। ସେ କହିଛନ୍ତି, ଆମେ ଗରିବଙ୍କୁ ମିଥ୍ୟା ପ୍ରତିଶୃତି ଦେଇନୁ, ବରଂ ବିକାଶ…

ସନାତନ ବିରୋଧୀ ଚାହୁଁଥିଲେ କୁମ୍ଭମେଳାରେ ବଡ଼ ଅଘଟଣ ଘଟୁ : ଯୋଗୀ

ନୂଆଦିଲ୍ଲୀ : ପ୍ରୟାଗରାଜ କୁମ୍ଭମେଳାରେ ମୌନି ଅମାବାସ୍ୟା ଦିନ ଜାନୁଆରୀ ୨୯ ତାରିଖରେ ହୋଇଥିବା ଦଳାଚକଟା ଓ ସେଥିରେ ହୋଇଥିବା ମୃତ୍ୟୁକୁ ନେଇ ରାଜନୀତି ଜାରି ରହିଛି । ଏହାକୁ ନେଇ ସପା ମୁଖ୍ୟ ଅଖିଳେଶ ଯାଦବ ଓ କଂଗ୍ରେସ ସଭାପତି…

ଦେଶର ବିକାଶ ସେମାନଙ୍କ ପାଇଁ ବୋରିଂ – ମୋଦୀ

ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାର ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ଦେଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମରୁ ହିଁ ନାମ ନ ନେଇ କଂଗ୍ରେସକୁ ସମାଲୋଚନା କରିବା ଆରମ୍ଭ କରିଥିଲେ। ସେ…

ଗରିବଙ୍କ କୁଡ଼ିଆରେ ଫଟୋ ଉଠାଉଥିବା ଲୋକଙ୍କୁ ସଂସଦରେ ଗରିବଙ୍କ ଚର୍ଚ୍ଚା ବିରକ୍ତିକର ଲାଗିବ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଅଧିବେଶନ ମଧ୍ୟରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାନ ପ୍ରସ୍ତାବରେ ଗୃହକୁ ସମ୍ବୋଧନ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ‘‘ମୁଁ ବହୁତ ଭାଗ୍ୟବାନ୍ ଯେ ଦେଶର ଲୋକମାନେ ମୋତେ ଚତୁର୍ଦ୍ଦଶ ଥର…

ବେଆଇନ ପ୍ରବାସୀ ଭାରତୀୟଙ୍କୁ ଦେଶରୁ ବିତାଡ଼ିତ କରିବା ଆରମ୍ଭ କଲା ଆମେରିକା

ଓ୍ବାଶିଂଟନ: ଅବୈଧ ପ୍ରବାସୀମାନଙ୍କୁ ସେମାନଙ୍କ ଦେଶକୁ ପଠାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ ପରେ ଆମେରିକାରୁ ବହୁ ସଂଖ୍ୟକ ବେଆଇନ ପ୍ରବାସୀଙ୍କୁ ବିତାଡ଼ିତ କରାଯାଉଛି। ସୂଚନା ମୁତାବକ, ବର୍ତ୍ତମାନ ବେଆଇନ ଭାବେ ବାସ କରୁଥିବା ଭାରତୀୟମାନଙ୍କୁ ମଧ୍ୟ ଦେଶରୁ ବିତାଡ଼ିତ କରିବା…

ମଦ ଦୁର୍ନୀତିରେ ବଡ଼େ ମିଆଁ ଏବଂ ଛୋଟେ ମିଆଁ ଉଭୟ ଜେଲ୍ ଗଲେ: ଶାହା

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ସୋମବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିଜୱାସନ ବିଧାନସଭା କ୍ଷେତ୍ରରେ ପହଞ୍ଚିଥିଲେ | ଏହି ସମୟରେ ସେ ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ…