National & International

କଂଗ୍ରେସରେ ଯୋଗ ଦେଇପାରନ୍ତି ସଞ୍ଜୟ ରାଉତ: ନିତେଶ ରାଣେ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ମନ୍ତ୍ରୀ ଏବଂ ବିଜେପି ବିଧାୟକ ନିତେଶ ରାଣେ ଆଜି ଦାବି କରିଛନ୍ତି ଯେ ଶିବସେନା-ୟୁବିଟି ସାଂସଦ ସଞ୍ଜୟ ରାଉତ ଦିଲ୍ଲୀରେ କଂଗ୍ରେସ ନେତାମାନଙ୍କ ସହ ବୈଠକ କରୁଛନ୍ତି। ସେ କଂଗ୍ରେସରେ ଯୋଗଦେବା ପାଇଁ ତାଙ୍କୁ ଭେଟିଛନ୍ତି। ନିତେଶ ରାଣେ…

ବିଶ୍ବବିଦ୍ୟାଳୟର ରେଟିଂ ବଢାଇବାକୁ ଲାଞ୍ଚ ଅଭିଯୋଗ; ୧୦ ଜଣଙ୍କୁ ଗିରଫ କଲା ସିବିଆଇ

ସମ୍ବଲପୁର: ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡେସନ୍‌ କାଉନସିଲ୍‌ (ଏନଏଏସି) ରେଟିଂ ଲାଞ୍ଚ ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ସିବିଆଇ । ଆନ୍ଧ୍ରର ଏକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବାକୁ କହି ଲାଞ୍ଚ ଅଭିଯୋଗରେ ଗିରଫ କରିଛି ସିବିଆଇ । ଗିରଫ ଅଭିଯୁକ୍ତଙ୍କ…

ପାକିସ୍ତାନର ଖୈବର ପଖତୁନଖ୍ବା ପ୍ରାନ୍ତରେ ପୁଣିଥରେ ଆତଙ୍କୀ ଆକ୍ରମଣ, ୫ ମୃତ

ପାକିସ୍ତାନର ଖୈବର ପଖତୁନଖ୍ବା ପ୍ରାନ୍ତରେ ପୁଣିଥରେ ଆତଙ୍କୀ ଆକ୍ରମଣ ହୋଇଛି । ଖୈବର ପଖତୁନଖ୍ବାରେ ଆତଙ୍କବାଦୀ ଅର୍ଦ୍ଧସୈନିକ ବଳ ଗାଡ଼ି ଉପରେ ଆକ୍ରମଣ କରିଛନ୍ତି । ଘଟଣାରେ ୪ ଜଣ ଯବାନଙ୍କ ସହିତ ୫ ଜଣଙ୍କର ମୃତ୍ୟୁ ହୋଇଛି । ପୋଲିସ…

୨୧ ଦିନରେ ବୁଡ଼ ପକାଇଲେଣି ୩୪ କୋଟି ଶ୍ରଦ୍ଧାଳୁ

ପ୍ରୟାଗରାଜ: ପ୍ରୟାଗରାଜରେ ଚାଲୁଥିବା ଦିବ୍ୟ ମହାକୁମ୍ଭର ଆଜି ୨୧ ତମ ଦିନ। ଆଜି ସକାଳ ୧୦ଟା ପର୍ଯ୍ୟନ୍ତ ୭୨.୩୬ ଲକ୍ଷ ଭକ୍ତ ସଙ୍ଗମରେ ବୁଡ଼ ପକାଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୩୪.୩୩ କୋଟିରୁ ଅଧିକ ଭକ୍ତ ପବିତ୍ର ବୁଡ଼ ପକାଇଛନ୍ତି। ମହାକୁମ୍ଭ ୧୩…

ଆମେରିକା ବିରୁଦ୍ଧରେ ବାଣିଜ୍ୟିକ ଯୁଦ୍ଧ: କାନାଡା-ଚୀନ୍-ମେକ୍ସିକୋ ଏକଜୁଟ

ୱାଶିଂଟନ/ଅଟୱା: ଡୋନାଲ୍ଡ ଟ୍ରମ୍ପ କାନାଡା, ମେକ୍ସିକୋ ଏବଂ ଚୀନ୍ ବିରୁଦ୍ଧରେ ଅଧିକ ଶୁଳ୍କ ଲାଗୁ କରିବା ପରେ ଏକ ବାଣିଜ୍ୟିକ ଯୁଦ୍ଧ ଆରମ୍ଭ ହୋଇଛି। କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ମଧ୍ୟ ଆମେରିକୀୟ ସାମଗ୍ରୀ ଉପରେ ୨୫ ପ୍ରତିଶତ ଶୁଳ୍କ ଘୋଷଣା…

ଇନ୍ଦିରା ଗାନ୍ଧି ସରକାରରେ ୧୨ ଲକ୍ଷ ଆୟରୁ ୧୦ ଲକ୍ଷ ଟିକସ ଦେବାକୁ ପଡ଼ୁଥିଲା : ମୋଦୀ

ନୂଆଦଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ନୂଆଦିଲ୍ଲୀରେ ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଶାଣିତ ଆକ୍ରମଣ କରିଛନ୍ତି । ସେ କହିଛନ୍ତି ଯେ କଂଗ୍ରେସ ସରକାର ଅମଳରେ ବିପୁଳ ପରିମାଣରେ ଟିକସ ଆଦାୟ କରାଯାଉଥିଲା । ନେହେରୁଙ୍କ ସମୟରେ ଆୟର…

ଦିଲ୍ଲୀ ନିର୍ବାଚନ: ବିଜେପିରେ ମିଶିଲେ ଇସ୍ତଫା ଦେଇଥିବା AAPର ସମସ୍ତ ୮ ବିଧାୟକ

ଆମ୍ ଆଦମୀ ପାର୍ଟିରୁ ଇସ୍ତଫା ଦେଇଥିବା ସମସ୍ତ ୮ ବିଧାୟକ ବିଜେପିରେ ସାମିଲ ହୋଇଛନ୍ତି । ଦିଲ୍ଲୀ ବିଜେପି ଅଧ୍ୟକ୍ଷ ବୀରେନ୍ଦ୍ର ସଚଦେବାଙ୍କ ଉପସ୍ଥିତିରେ ସେମାନେ ବିଜେପିର ହାତ ଧରିଛନ୍ତି । ଏହି ବିଧାୟକମାନେ ଶୁକ୍ରବାର ହିଁ ଦଳରୁ ଇସ୍ତଫା ଦେଇଥିଲେ…

ରେଳ ମନ୍ତ୍ରାଳୟ ପାଇଁ ୨.୫୫ ଲକ୍ଷ କୋଟିର ବ୍ୟୟବରାଦ

ନୂଆଦିଲ୍ଲୀ : କେନ୍ଦ୍ର ବଜେଟରେ ରେଳ ମନ୍ତ୍ରଣାଳୟ ପାଇଁ ୨.୫୫ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ସେଥିମଧ୍ୟରୁ ୩,୪୪୫ କୋଟି ଟଙ୍କା ରାଜସ୍ବ ଓ ୨,୫୨,୦୦୦ କୋଟି ଟଙ୍କା ପୁଞ୍ଜି ବ୍ୟୟରେ ଖର୍ଚ୍ଚ ହେବ। ତେଣୁ ରେଳ ବଜେଟରେ…

ବିଜେପି ସମର୍ଥକଙ୍କୁ ଏହି ଅପିଲ କଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଫେବୃଆରୀ ୫ ତାରିଖରେ ମତଦାନ ହେବ ଏବଂ ଫେବୃଆରୀ ୮ ତାରିଖରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ଏହି ସମୟରେ, ଆମ ଆଦମୀ ପାର୍ଟି ମୁଖ୍ୟ ଏବଂ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

୬.୮୧ ଲକ୍ଷ କୋଟିକୁ ବଢିଲା ପ୍ରତିରକ୍ଷା ବଜେଟ୍

ନୂଆଦିଲ୍ଲୀ : ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପାଇଁ ରେକର୍ଡ ୬.୮୧ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି, ଯାହା କି ପୂର୍ବ ବର୍ଷ ତୁଳନାରେ ୯.୫୩% ଅଧିକ। ଏହି ରାଶି ଦେଶର ଆନୁମାନିକ ଜିଡିପିର…