National & International

ମୁଇଜୁଙ୍କ ସଙ୍କଟ ବଢ଼ିଲା: ବାଚସ୍ପତିଙ୍କ ସହ ବିବାଦ

ମାଲେ: ମାଳଦ୍ୱୀପର ରାଜନୀତି ପୁଣି ଥରେ ସରଗରମ ହେବାରେ ଲାଗିଛି। ଦେଶର ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଏବଂ ସଂସଦ ବାଚସ୍ପତି ଅବଦୁଲ ରହିମ ଅବଦୁଲ୍ଲାଙ୍କ ମଧ୍ୟରେ ବିବାଦ ସାମ୍ନାକୁ ଆସିଛି। ମହମ୍ମଦ ମୁଇଜୁ ବାଚସ୍ପତି ଅବଦୁଲ ରହିମଙ୍କ ପୁଅ ଇବ୍ରାହିମ ଫୈ…

ପୁଣି ଜେଲରୁ ବାହାରିଲେ ରାମ ରହିମ, ଦିଲ୍ଲୀ ନିର୍ବାଚନ ପୂର୍ବରୁ ୩୦ ଦିନିଆ ପାରୋଲ

ରୋହତକ: ଦୁଷ୍କର୍ମ ଓ ହତ୍ୟା ମାମଲାରେ ସୁନାରିଆ ଜେଲରେ ଦଣ୍ଡ ଭୋଗୁଥିବା ସିରସା ଡେରା ମୁଖ୍ୟ ରାମ ରହିମ ନବମ ଥର ପାଇଁ ପାରୋଲରେ ଜେଲରୁ ବାହାରିଛନ୍ତି। ଦିଲ୍ଲୀ ନିର୍ବାଚନ ପୂର୍ବରୁ ରାମ ରହିମଙ୍କୁ ୩୦ ଦିନିଆ ପାରୋଲ ମିଳିଛି। ରାମ…

ଟେକନଲୋଜୀ ନକଲ କରି ଡିପସିକ୍ ଏଆଇ ତିଆରି କରିଛି ଚୀନ : ମସ୍କ

ନ୍ୟୁୟର୍କ: ଶସ୍ତା ଏଆଇ ଆର-୧ ଆଣି ବିଶ୍ୱର ବଡ଼ ଟେକନୋଲୋଜି କମ୍ପାନୀ ମାଇକ୍ରୋସଫ୍ଟ, ଗୁଗୁଲ, ମେଟା, ଏନଭିଡିଆ ଏବଂ ଓପନ ଏଆଇର ମୁଣ୍ଡ ବ୍ୟଥା ବଢାଇଥିବା ଚାଇନାଷ୍ଟାର୍ଟଅପ୍ ଡିପସିକର ଦାବିକୁ ନେଇ ପ୍ରଶ୍ନ ଉଠିବା ଆରମ୍ଭ ହୋଇଛି। ଏପରିକି ଦୀପସିକ ବିରୋଧରେ…

ଟିକ୍‌ଟକ୍‌ କିଣିବ ମାଇକ୍ରୋସଫ୍ଟ !

ଓ୍ବାଶିଂଟନ: ଆମେରିକାରେ ଟିକ୍‌ଟକ୍‌କୁ କିଣିପାରେ ମାଇକ୍ରୋସଫ୍ଟ। ସୋମବାର ଏନେଇ ସୂଚନା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି ଯେ, ଚାଇନିଜ୍ ଆପ୍ ଟିକ୍‌ଟକ୍‌ର ଆମେରିକୀୟ ବ୍ୟବସାୟକୁ ମାଇକ୍ରୋସଫ୍ଟ କ୍ରୟ କରିପାରେ। ଟ୍ରମ୍ପ କହିଛନ୍ତି, ବର୍ତ୍ତମାନ ଉଭୟ ପକ୍ଷ ମଧ୍ୟରେ…

ଉତ୍କର୍ଷ ଓଡିଶାରେ ମୋଦି: କହିଲେ,‘ମୋ ଡିଏନଏରେ ଅଛି ଓଡିଶା’

ଭୁବନେଶ୍ବର: ଆଜି ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ଦୁଇଦିନିଆ କନକ୍ଲେଭ ଅବସରରେ ଆଜି ପୁଣି ଥରେ ଓଡିଶା ପ୍ରଶଂସାରେ ଶତମୁଖ ହୋଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି, ମୁଁ ସ୍ବାଧୀନ ଭାରତର…

୪୦୦ କୋଟି ବାକି, ୬୦୦ ହସ୍ପିଟାଲ ବନ୍ଦ କରିବେ ଆୟୁଷ୍ମାନ ଭାରତ ସେବା

୪୦୦ କୋଟି ଟଙ୍କା ବକେୟା ଥିବାରୁ ହରିୟାଣାର ୬୦୦ ଘରୋଇ ହସ୍ପିଟାଲ ଫେବୃଆରୀ ୩ ତାରିଖରୁ ଆୟୁଷ୍ମାନ ଭାରତ ସେବା ବନ୍ଦ କରିବେ ବୋଲି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ (ଆଇଏମ୍ଏ) ଘୋଷଣା କରିଛି। ରାଜ୍ୟ ସରକାରଙ୍କ ଦେୟରେ ବିଳମ୍ବ ଯୋଗୁଁ ହସ୍ପିଟାଲଗୁଡ଼ିକ…

ବେଆଇନ ବାଂଲାଦେଶୀଙ୍କୁ ଭାରତକୁ ଆସିବାକୁ ଦିଅ : ପିତ୍ରୋଡା

ନୂଆଦିଲ୍ଲୀ : ପୁଣି ଥରେ ନିଜର ବିବାଦୀୟ ବୟାନ ପାଇଁ କଂଗ୍ରେସକୁ ସମସ୍ୟାରେ ପକାଇଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସାମ ପିତ୍ରୋଡା । ସେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଭାରତରେ ଆଶ୍ରୟ ଦେବା ସପକ୍ଷରେ ମତ ଦେଇଛନ୍ତି । ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ…

ଓ୍ବାକଫ୍ ସଂଶୋଧନ ବିଲକୁ ଜେପିସିର ମଂଜୁରୀ, ଖୁବଶୀଘ୍ର ସଂସଦରେ ଆଗତ ହେବ

ନୂଆଦିଲ୍ଲୀ : ସଂସଦର ଯୁଗ୍ମ କମିଟି (ଜେପିସି) ସୋମବାର ଓ୍ଵାକଫ୍ ବିଲରେ ହୋଇଥିବା ପରିବର୍ତ୍ତନକୁ ଅନୁମୋଦନ କରିଛି। ସୋମବାର ବସିଥିବା ଚୂଡ଼ାନ୍ତ ବୈଠକରେ ସମସ୍ତ ୪୪ଟି ସଂଶୋଧନ ଉପରେ ଆଲୋଚନା ହୋଇଥିବା ଜେପିସି ସଭାପତି ଜଗଦମ୍ବିକା ପାଲ କହିଛନ୍ତି। ସେଥିମଧ୍ୟରୁ ଏନଡିଏ…

କୁମ୍ଭମେଳା ଦେଖି ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା: ‌ଶେଷ ହୋଇଗଲା ଗୋଟିଏ ପରିବାର

ନୂଆଦିଲ୍ଲୀ: ଆଗ୍ରା ନିକଟରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାରଟି ମିନି ଟ୍ରକ୍ ଭିତରେ ପଶିଯାଇଥିଲା। ଫଳରେ କାର ଭିତରେ ଥିବା ଗୋଟିଏ ପରିବାରର ଚାରିଜଣଙ୍କ ସଦସ୍ୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇ ଯାଇଥିଲା।…

ଚୀନ ବିଦେଶ ମନ୍ତ୍ରୀଙ୍କୁ ଭେଟିଲେ ବିକ୍ରମ ମିସ୍ରି

ବେଜିଂ : ବୈଦେଶିକ ସଚିବ ବିକ୍ରମ ମିସ୍ରି ସୋମବାର ଚୀନ୍ ବୈଦେଶିକ ମନ୍ତ୍ରୀ ୱାଙ୍ଗ୍ ୟିଙ୍କୁ ଭେଟି ଦ୍ୱିପାକ୍ଷିକ ସ୍ୱାର୍ଥ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଦେଶିକ ମନ୍ତ୍ରୀ ହେବା ବ୍ୟତୀତ ୱାଙ୍ଗ ଶାସକ କମ୍ୟୁନିଷ୍ଟ ପାର୍ଟିର ଶକ୍ତିଶାଳୀ ରାଜନୈତିକ ବ୍ୟୁରୋର ସଦସ୍ୟ…