National & International

ବିଶ୍ବ ସ୍ବାସ୍ଥ୍ୟ ସଂଗଠନରୁ ଆମେରିକା ବାହାର

ୱାଶିଂଟନ୍ : ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବା ପରେ ଡୋନାଲ୍ଡ ଟ୍ରମ୍ପ ଅନେକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ ଦସ୍ତଖତ କରିଛନ୍ତି। ତାଙ୍କ କାର୍ଯ୍ୟକାଳର ପ୍ରଥମ ଦିନରେ ଟ୍ରମ୍ପଙ୍କ ଦ୍ବାରା ଦସ୍ତଖତ ହୋଇଥିବା ନିର୍ଦ୍ଦେଶରେ ପ୍ୟାରିସ୍ ଜଳବାୟୁ ଚୁକ୍ତିରୁ ପ୍ରତ୍ୟାହାର,…

ଆମ ହାତରେ ମାମଲା ଥିଲେ ଫାଶୀ ଦଣ୍ଡ ହୋଇଥାନ୍ତା: ମମତା

କୋଲକାତା: ସମଗ୍ର ଦେଶକୁ ଦୋହଲାଇ ଦେଇଥିବା କୋଲକାତା ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ, କୋର୍ଟ ଆଜି ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରଏକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପଶ୍ଚିମବଙ୍ଗର ସିଆଲଦା କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି। ତେବେ…

ଆରଜି କର ହସ୍ପିଟାଲ ମାମଲା: ୧୭ ଲକ୍ଷ ଟଙ୍କା କ୍ଷତିପୂରଣ ନେବାକୁ ମନା କରିଦେଲେ ପୀଡ଼ିତାଙ୍କ ବାପା, ମାଆ

କୋଲକାତା ଆରଜି କର ହସ୍ପିଟାଲ ମାମଲାରେ ଆଜି ଆସିଥିବା କୋର୍ଟଙ୍କ ରାୟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପୀଡ଼ିତାଙ୍କ ବାପା, ମାଆ । ସେମାନେ କୋର୍ଟଙ୍କ ନିଷ୍ପତ୍ତିରେ ସନ୍ତୁଷ୍ଟ ନୁହନ୍ତି ବୋଲି କହିଛନ୍ତି । ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା…

ସୈଫ୍ ଅଲ୍ଲୀ ଖାନଙ୍କୁ ବସାଇ ହସ୍ପିଟାଲ ନେଇଥିବା ଅଟୋ ଡ୍ରାଇଭର ପୁରସ୍କୃତ

ସୈଫଙ୍କୁ କରିଥିଲେ ସାହାଯ୍ୟ, ମିଳିଲା ପୁରସ୍କାର । ବିପଦ ବେଳେ ସୈଫ୍ ଅଲ୍ଲୀ ଖାନଙ୍କୁ ସାହାଯ୍ୟ କରିଥିବା ଅଟୋ ଡ୍ରାଇଭର ପୁରସ୍କୃତ ହୋଇଛନ୍ତି । ସେ ନିଜ ଅଟୋରେ ସୈଫଙ୍କୁ ବସାଇ ହସ୍ପିଟାଲ ନେଇଥିଲେ । ଦୁର୍ବୃତ୍ତଙ୍କ ଛୁରାମାଡ଼ରେ ଆହତ ସୈଫଙ୍କୁ…

ମୁଖ୍ୟମନ୍ତ୍ରୀ ନୁହେଁ ସୁପର ମୁଖ୍ୟମନ୍ତ୍ରୀ ଚଳାଉଛନ୍ତି ସରକାର: ତେଜସ୍ୱୀ

ପାଟନା: ଆଜି ବିହାରର ଔରଙ୍ଗାବାଦରେ ଏକ କାର୍ଯ୍ୟକ୍ରମରେ ଆରଜେଡି ନେତା ତେଜସ୍ୱୀ ଯାଦବ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଟାର୍ଗେଟ କରିଥିଲେ। ତେଜସ୍ୱୀ କହିଛନ୍ତି ଯେ ସେ ଏହା ଅନେକ ଥର କହିଛନ୍ତି ଏବଂ ଏବେ ଜେଡିୟୁ ଛାଡି ବିଜେପିରେ ଯୋଗ ଦେଇଥିବା…

ଜାତିସଂଘରେ ଚୀନ୍‌ ପାଇଁ ସଙ୍କଟ: ସୁରକ୍ଷା ପରିଷଦର ସଦସ୍ୟ ହୋଇପାରେ ଫିଲିପାଇନ୍ସ

ମାନିଲା: ଦକ୍ଷିଣ ଚୀନ୍ ସାଗରରେ ଦାଦାଗିରି ଦେଖାଉଥିବା ଚୀନ୍‌ ପାଇଁ ଏବେ ସଙ୍କଟ ସୃଷ୍ଟି ହେବାରେ ଲାଗିଛି। ଚୀନ୍‌ ପଡୋଶୀ ଦେଶ ଭିଏତନାମ, ଫିଲିପାଇନ୍ସ, ଜାପାନ ଏବଂ ତାଇୱାନକୁ ଭୟଭୀତ କରିବାରେ ବ୍ୟସ୍ତ ଅଛି। ଚୀନ୍‌ର ଏହି ପଦକ୍ଷେପକୁ ପ୍ରତିହତ କରିବା…

ଗାଜାର କରୁଣ ଦୃଶ୍ୟ: ଭଙ୍ଗାଘର ତଳେ ମଣିଷ କଙ୍କାଳ

ଗାଜା: ଗାଜାରେ ଅସ୍ତ୍ରବିରତି ଘୋଷଣା ପରେ ଯୁଦ୍ଧ ବିରାମ ଘୋଷଣା ପରେ ଇସ୍ରାଏଲ୍ ସେନା ପ୍ରତ୍ୟାହାର କରିଛି। ୧୫ ମାସ ପରେ ଲୋକମାନେ ନିଜ ନିଜ ଘରକୁ ଫେରୁଛନ୍ତି। ସେମାନେ ଇସ୍ରାଏଲର ଆକ୍ରମଣ ଯୋଗୁ ସାମରିକ ଆଶ୍ରୟସ୍ଥଳରେ ରହିବାକୁ ବାଧ୍ୟ ହୋଇଥିଲେ।…

ଆରଜି କର ଦୁଷ୍କର୍ମ ହତ୍ୟା ମାମଲା: ଦୋଷୀ ସଞ୍ଜୟକୁ ମିଳିଲା ଆଜୀବନ କାରାଦଣ୍ଡ

କୋଲକାତା: ସମଗ୍ର ଦେଶକୁ ଦୋହଲାଇ ଦେଇଥିବା କୋଲକାତା ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ, କୋର୍ଟ ଆଜି ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରଏକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପଶ୍ଚିମବଙ୍ଗର ସିଆଲଦା କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି। ଏହା…

ଜ୍ଞାନେନ୍ଦ୍ର ପ୍ରତାପ ସିଂହ ସିଆରପିଏଫ ର ନୂଆ ଡିଜି ନିଯୁକ୍ତ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜ୍ଞାନେନ୍ଦ୍ର ପ୍ରତାପ ସିଂହଙ୍କୁ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆରପିଏଫ)ର ନୂଆ ଡିଜି ନିଯୁକ୍ତ କରିଛନ୍ତି । ବିଭାଗୀୟ ଆଦେଶ ଅନୁସାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟର ନିଯୁକ୍ତି ସଂକ୍ରାନ୍ତିୟ ସମିତି ମଞ୍ଜୁରି ଦେଇଛି ।…

ବର୍ଷର ପ୍ରଥମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ; ସମ୍ବିଧାନ, ଗଣତନ୍ତ୍ର ଏବଂ ମହାକୁମ୍ଭ ପ୍ରସଂଗ ଉଠାଇଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ଜାରିଆରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ରେଡିଓ କାର୍ଯ୍ୟକ୍ରମର ୧୧୮ତମ ଭାଗରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରସଂଗରେ ଆଲୋକପାତ କରିଛନ୍ତି । ବାବା ସାହେବ ଭୀମରାଓ ଆମ୍ବେଦକର, ରାଜେନ୍ଦ୍ର…